Month: April 2026

ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ଗ୍ୟାସ ସିଲିଣ୍ଡର

ଭୁବନେଶ୍ୱର: ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ଗ୍ୟାସ ସିଲିଣ୍ଡର । ୫ କେଜି ଗ୍ୟାସ ବିତରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା । ଛାତ୍ରଛାତ୍ରୀ ଓ ଶ୍ରମିକମାନେ ନିଜର ପରିଚୟ ପତ୍ର ଦେଖାଇ ନେଇ ପାରିବେ ଗ୍ୟାସ୍‌ ସିଲିଣ୍ଡର…

ଗାଡ଼ିଭିତରେ ଚାପିହୋଇ ରହିଥିଲା ଚାଳକ ଉଦ୍ଧାରକଲା ଅଗ୍ନିଶମ ବିଭାଗ

ଗାଡ଼ିଭିତରେ ଚାପିହୋଇ ରହିଥିଲା ଚାଳକ ଉଦ୍ଧାରକଲା ଅଗ୍ନିଶମ ବିଭାଗ। ବେପରୁଆ ଢ଼ଙ୍ଗରେ ଓ ଦୃତ ଗତିରେ ଗାଡି ଚାଳନା ଯୋଗୁ ଖଣିଜ କ୍ଷେତ୍ରରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଉଛି, ସେହିଭଳି ଏକ ଦୁର୍ଘଟଣାରେ ହାଇୱା ଚାଳକ ଗାଡ଼ିରେ ଚାପି ହୋଇ…

ଓଡିଆ ପକ୍ଷପାଳନ ଅବସରରେ ଜିଲ୍ଲାସ୍ତରୀୟ ଯୋଗ ଏବଂ ରକ୍ତ ଦାନ ଶିବିର ଅନୁଷ୍ଠିତ

ଓଡିଆ ପକ୍ଷପାଳନ ଅବସରରେ ଜିଲ୍ଲାସ୍ତରୀୟ ଯୋଗ ଏବଂ ରକ୍ତ ଦାନ ଶିବିର ଅନୁଷ୍ଠିତ ଭବାନୀପାଟଣା (ଜାଗ୍ରତ ଭାରତ ) ଓଡିଆ ପକ୍ଷପାଳନ ଅବସରରେ ଆଜି ଜିଲ୍ଲାପାଳ କଳାହାଣ୍ଡି ଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ଜିଲ୍ଲାସ୍ତରୀୟ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା ।…

ଓଡିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଶିବିର ଆୟୋଜିତ

ଓଡିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଶିବିର ଆୟୋଜିତ ଅନୁଗୋଳ ତା.୦୮.୦୪ : – ଓଡିଆ ପକ୍ଷ ପାଳନ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ବାସ୍ଥ୍ୟ ସମିତି ତରଫରୁ ଜିଲ୍ଲାର ୨ ଟି ପୃଥକ ସ୍ଥାନରେ ସ୍ବେଛାକୃତ ରକ୍ତଦାନ ଶିବିର…

ଜିଲ୍ଲା ସଙ୍କଟ ପରିଚାଳନା ଗୋଷ୍ଠୀର ବୈଠକ ଅନୁଷ୍ଠିତ

ଜିଲ୍ଲା ସଙ୍କଟ ପରିଚାଳନା ଗୋଷ୍ଠୀର ବୈଠକ ଅନୁଷ୍ଠିତ । ଅନୁଗୋଳ ତା.୦୮.୦୪ : – ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଆଜି ଅପରାହ୍ନରେ ଜିଲ୍ଲା ସଙ୍କଟ ପରିଚାଳନା ଗୋଷ୍ଠୀ ( DCMG)ର ଏକ ବୈଠକ…

ବେଗୁନିଆ ନିକଟସ୍ଥ ଭୂଇଁପୁରରେ ୩୬ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶିଳ୍ପ ଅଭିବୃଦ୍ଧି ଏବଂ ସମୟୋଚିତ କାର୍ଯ୍ୟାନ୍ୱୟନ ପ୍ରତି ରାଜ୍ୟର ଦୃଢ଼ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦେଇ ଓଡ଼ିଶା ସରକାର ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁର…

କମଳା ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପାଇଁ ନିବେଶ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

ଅରୁଣାଚଳ ପ୍ରଦେଶରେ ୧୭୨୦ ମେଗାୱାଟ କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ; ୨୬,୦୬୯.୫୦ କୋଟି ଟଙ୍କା ନିବେଶ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଅରୁଣାଚଳ ପ୍ରଦେଶର କାମଲେ , କ୍ରା ଦାଦି…

ଓଗୀ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ: ଘର ପୋଡ଼ି ପାଉଁଶ, ଦୁର୍ବୃତ୍ତଙ୍କ ହାତ ଥିବା ସନ୍ଦେହ

ଓଗୀ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ: ଘର ପୋଡ଼ି ପାଉଁଶ, ଦୁର୍ବୃତ୍ତଙ୍କ ହାତ ଥିବା ସନ୍ଦେହ ଅନୁଗୋଳ: ଜରପଡା ଥାନା ଅନ୍ତର୍ଗତ ଓଗି ଗ୍ରାମରେ ଗତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟି ଜିତେନ୍ଦ୍ର ପ୍ରଧାନଙ୍କ ଘର ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି।…

ହାଇମାକ୍ସ ଲାଇଟ ବିଦ୍ୟୁତ୍ ତାର ସଂଯୋଗିକରଣ ବେଳେ ଦୁର୍ଘଟଣା

ହାଇମାକ୍ସ ଲାଇଟ ବିଦ୍ୟୁତ୍ ତାର ସଂଯୋଗିକରଣ ବେଳେ ଦୁର୍ଘଟଣା। କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ଯୋଡ଼ା ଥାନା ଅନ୍ତର୍ଗତ ଯୋଡ଼ା ପୌରାଞ୍ଚଳ ସ୍ଥିତ ଯୋଡ଼ା ଆଜାଦବସ୍ତି ଠାରେ ହାଇମାକ୍ସ ଲାଇଟର ବିଦ୍ୟୁତ୍ ତାର ସଂଯୋଗ କରୁଥିବା ବେଳେ ଅସାବଧାନତା ହେତୁ 33…

ସର୍ବସାଧାରଣ ଜମିକୁ ଜବରଦଖଲ ଉଚ୍ଛଦେ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଦ୍ୱାରସ୍ଥ

ସର୍ବସାଧାରଣ ଜମିକୁ ଜବରଦଖଲ ଉଚ୍ଛଦେ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଦ୍ୱାରସ୍ଥ ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ କାଙ୍କଡପାଳ ଗ୍ରାମ ପଂଚାୟତର କୁଶୁପଦା ଗ୍ରାମର ବହୁ ଅଧିବାସୀମାନେ ସର୍ବସାଧାରଣ ସରକାରୀ ଜମିର ଜବରଦଖଲ ଉଚ୍ଛେଦ ନିମନ୍ତେ ଜିଲ୍ଲାପାଳଙ୍କ ପାଖରେ ଏକ ଲିଖିତ…