ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି
ଭୁବନେଶ୍ଵର: ଆସନ୍ତା ୮ ତାରିଖରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି ଆରମ୍ଭ ହେବ। ଆସନ୍ତା ୮,୯ ଏବଂ ୧୦ ତାରିଖରେ ଗଣତି ପାଇଁ କାର୍ଯ୍ୟସୂଚୀ ଧାର୍ଯ୍ୟ କରାଯାଇଥିବା ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଏହି ତିନିଦିନ ମଧ୍ୟରେ ରତ୍ନଭଣ୍ଡାରର ସମସ୍ତ ଅଳଙ୍କାରର…
