କଳାହାଣ୍ଡି ଜିଲ୍ଲାସ୍ତରୀୟ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ପାଳନ
କଳାହାଣ୍ଡି ଜିଲ୍ଲାସ୍ତରୀୟ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ପାଳନ ଭବାନୀପାଟଣା (ଜାଗ୍ରତ ଭାରତ) ଓଡିଆ ପକ୍ଷ ପାଳନ ଅବସରରେ ଆଜି ଥୁଆପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ…
