ଓଏଏସ୍ ରେଜଲ୍ଟ ପ୍ରକାଶିତ, ବୁବୁନ ସାହୁ ଟପ୍ପର-ପ୍ରଥମ ୧୦ ଜଣଙ୍କ ମଧ୍ୟରେ ୬ ପୁଅ, ୪ ଝିଅ-ମୋଟ୍ ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ -ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
କଟକ: ଓଡ଼ିଶା ଲୋକସେବା ଆୟୋଗ ଦ୍ୱରା ପରିଚାଳି ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା(ଓସିଏସ୍)-୨୦୨୪ ଫଳାଫଳ ମଙ୍ଗଳବାର ପ୍ରକାଶିତ ହୋଇଛି। ଏହି ଓଏସ୍ ପରୀକ୍ଷାରେ ୨୦୦ ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସଫଳ ପରୀକ୍ଷାର୍ଥୀଙ୍କ ମଧ୍ୟରେ ୭୮ ଜଣ ମହିଳା ଅଛନ୍ତି। ପ୍ରଥମ…
