Month: May 2026

ମାତୃଭାଷା ମାଧ୍ୟମରେ ଶିକ୍ଷାଦାନକୁ ମଜଭୁତ କରିବା – ଧର୍ମେନ୍ଦ୍ର ପ୍ରଧାନ

ନୁଆଦିଲ୍ଲୀ/ଭୁବନେଶ୍ୱର, ୨୫ ମେ, ୨୦୨୬ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଶର ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଏବଂ ‘ଜାତୀୟ ଶିକ୍ଷା ନୀତି’ର ସଫଳ ରୂପାୟନ ନେଇ ମେଘାଳୟର ମୁଖ୍ୟମନ୍ତ୍ରୀ ଶ୍ରୀ କନରାଡ଼ ସାଙ୍ଗମାଙ୍କ ସହ ଏକ ସାରଗର୍ଭକ…

ସୁଧୀର ପାତ୍ର ହତ୍ୟା ମାମଲା: ଦୁଇ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର: ସୋମବାର ବିଳମ୍ବିତ ରାତିରେ ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ମାମଲାରେ ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ବ୍ରହ୍ମପୁର ପୋଲିସ । ସେମାନେ ହେଲେ ହେଲେ ବଡ଼ଗଡ଼ ଥାନା ନୂଆଗାଁର ରଞ୍ଜନ ମଲ୍ଲିକ(୨୭) ଓ ଗୁଜରାଟ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ ଜେନା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC)ର ଅଧ୍ୟକ୍ଷ ପଦରୁ ଅବସରପ୍ରାପ୍ତ IAS ଅଧିକାରୀ ପ୍ରଦୀପ କୁମାର ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଏହି ପଦ ଛାଡ଼ିଥିବା ଜଣାପଡ଼ିଛି। ରାଜ୍ୟ ଶକ୍ତି ବିଭାଗ ପକ୍ଷରୁ ସୋମବାର ଜାରି…

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ମୃତ

କଳାହାଣ୍ଡି : ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେଣ୍ଟ୍ରିଙ୍ଗ କାଢ଼ିବା ବେଳେ ସମସ୍ତେ ଚାପି ହୋଇଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଅବସ୍ଥାରେ…

ପଦ୍ମ ଧରିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର:ବିଜେଡିର ବରିଷ୍ଠ ନେତା ଓ ପୂର୍ବତନ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଆଜି ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହୋଇଛନ୍ତି। ନୂଆଦିଲ୍ଲୀସ୍ଥିତ ଦଳୀୟ ମୁଖ୍ୟାଳୟରେ କେନ୍ଦ୍ରୀୟ ନେତୃତ୍ୱ ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ଶୌଚ ହେବାକୁ ଯାଇଥିବା ବେଳେ ଯୁବକଙ୍କୁ ଦଳିଦେଲା ଦନ୍ତା

ଅନୁଗୋଳ: ଆଠମଲ୍ଲିକରେ ହାତୀ ଆତଙ୍କ । ଶୌଚ ହେବାକୁ ଯାଇଥିବା ବେଳେ ଦଳିଦେଲା ଦନ୍ତା । ଗୁରୁତର ଅବସ୍ଥାରେ ଚାଲିଛି ଚିକିତ୍ସା । ଅନୁଗୋଳ ଜିଲ୍ଲା ଆଠ ମଲ୍ଲିକ ବ୍ଲକ ନଅଗାଁ ପଞ୍ଚାୟତ ଅନ୍ତର୍ଗତ ନୂଆଗଡ ଗାଁରେ ଘଟିଛି ଏହି ଅଭାବନୀୟ…

ଅବଦୁର ରେହମାନ ନିର୍ଦ୍ଦୋଷ

କଟକ: ଅବଦୁର ରେହମାନ ନିର୍ଦ୍ଦୋଷ । ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କଲେ କଟକ ଜିଲ୍ଲା ଦୌରାଜଜ । ଏକ୍ୟୁଆଇଏସ ଆତଙ୍କୀ ସଂଗଠନ ସହ ଲିଙ୍କରେ ଥିଲା । ଦିଲ୍ଲୀ କ୍ରାଇମବ୍ରାଞ୍ଚ ଓଡିଶାରୁ ତାକୁ ଗିରଫ କରିଥିଲା । ଡିସେମ୍ବର ୧୫…

ଆସନ୍ତାକାଲିଠୁ ସିଟି ନାମଲେଖା ଆବେଦନ ଆରମ୍ଭ

ଭୁବନେଶ୍ୱର: ଡିପ୍ଲୋମା ଇନ୍‌ ଏଲିମେଣ୍ଟାରୀ ଏଜୁକେସନ(ଡିଇଆଇଇଡି) ତଥା ସିଟି ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୨୭ ତାରିଖରୁ (ବୁଧବାର) ଅନ୍‌ଲାଇନ ଆବେଦନ ହେବ । ଆସନ୍ତା ଜୁନ୍‌ ୧୮ ତାରିଖ ଯାଏ ଆବେଦନ ପତ୍ର ଗ୍ରହଣ କରାଯିବ…

ବିବାହର ପ୍ରତିଶ୍ରୁତି ଦେଇ ବିଧବା ମହିଳାଙ୍କୁ ପ୍ରତାରଣା। ଥାନାରେ ମାମଲା

ବିବାହର ପ୍ରତିଶ୍ରୁତି ଦେଇ ବିଧବା ମହିଳାଙ୍କୁ ପ୍ରତାରଣା। ଥାନାରେ ମାମଲା ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତୁଳସୀପାଳ ପଞ୍ଚାୟତ ଲଙ୍ଗୁଳିଆବେଡା ଗ୍ରାମର ଜଣେ ବିଧବା ମହିଳାଙ୍କୁ ପ୍ରତାରଣା କରିବା ଓ ଜୀବନରେ ମାରିଦେବାକୁ ଧମକ ଦେବା ନେଇ ଥାନାରେ ଅଭିଯୋଗ…

ଅଭିଯୁକ୍ତକୁ ଗିରଫ ନ କରିବା ଓ ଅନ୍ୟ ଜଣେକୁ ଗିରଫ କରିବା ଅଭିଯୋଗ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ଗଣବିକ୍ଷୋଭ

ଅଜି ତା ୨୬/୦୫/୨୦୨୬ ମଙ୍ଗଳବାର ଦିନ ସଦର ବ୍ଲକ ଅନ୍ତର୍ଗତ ଭାପୁର ଗ୍ରାମ ପଞ୍ଚାୟତର ବଣିଆ ସାହି (ପାଣ ସାହି) ତରଫରୁ ଭାପୁର ଅଶାନ୍ତି ନାଏକଙ୍କୁ ମାରଣାନ୍ତକ ଆକ୍ରମଣ ଘଟଣାର ପ୍ରକୃତ ଅଭିଯୁକ୍ତକୁ ଗିରଫ ନକରି ନିର୍ଦ୍ଦୋଷ ସୁକୁଟା ନାଏକ କୁ…