ହ୍ବାଇଟ ହାଉସ ନିକଟରେ ଗୁଳିକାଣ୍ଡ
ୱାଶିଂଟନ: ଆମେରିକା ରାଷ୍ଟ୍ରପତିଙ୍କ ସରକାରୀ ବାସଭବନ ହ୍ବାଇଟ ହାଉସ ନିକଟରେ ଶନିବାର ସନ୍ଧ୍ୟାରେ ଗୁଳିକାଣ୍ଡ ଘଟିଥିବା ଜଣାପଡିଛି। ତେବେ ସୁରକ୍ଷା କର୍ମୀଙ୍କ ତୁରନ୍ତ କାର୍ଯ୍ୟାନୁଷ୍ଠାନରେ ଆତତାୟୀ ପ୍ରାଣ ହରାଇଥିବା କୁହାଯାଇଛି। ସୂଚନାଯୋଗ୍ୟ ଜଣେ ବ୍ୟକ୍ତି ହ୍ବାଇଟ ହାଉସ ନିରାପତ୍ତା ଚେକ୍ ପୋଷ୍ଟ…
