୧୦ ରାଜ୍ୟର ୨୪ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ, ସାମ୍ନାକୁ ଆସିଲା ତାରିଖ
ନୁଆଦିଲ୍ଲୀ: ଭାରତୀୟ ନିର୍ବାଚନ କମିଶନ ଜୁନ୍-ଜୁଲାଇରେ ଅବସର ନେଉଥିବା ୨୪ ରାଜ୍ୟସଭା ସଦସ୍ୟଙ୍କ ଆସନ ପୂରଣ ପାଇଁ ଦ୍ୱିବାର୍ଷିକ ନିର୍ବାଚନ ଘୋଷଣା କରିଛନ୍ତି। ଦଶଟି ରାଜ୍ୟରୁ ନିର୍ବାଚିତ ୨୪ ରାଜ୍ୟସଭା ସଦସ୍ୟଙ୍କ କାର୍ଯ୍ୟକାଳ ଚଳିତ ବର୍ଷ ଜୁନ୍-ଜୁଲାଇରେ ଶେଷ ହେବାକୁ ଯାଉଛି।…
