Month: June 2026

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

ପୁରୀ : ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ୨୦୨୬ ଆଉ ହାତଗଣତି ଦିନ ଦୂରରେ ଥିବାବେଳେ, ଏହି ମହାଆୟୋଜନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର…

ପୁରୀରେ ଚାଞ୍ଚଲ୍ୟ: ହୋଟେଲ ମାଲିକଙ୍କୁ ହତ୍ୟା

ପୁରୀ – ପୁରୀରେ ବଳିଆପଣ୍ଡା ଅଞ୍ଚଳରେ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଜଣେ ହୋଟେଲ ମାଲିକଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ଘଟଣା ପରେ ଅଞ୍ଚଳରେ ଉତ୍ତେଜନା ଓ ଚର୍ଚ୍ଚାର ମାହୋଲ ସୃଷ୍ଟି ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି…

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳିକା ଛାତ୍ରୀଙ୍କୁ ଏକ କୋଚିଂ ସେଣ୍ଟର ଭିତରେ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଘଟଣା ପ୍ରକାଶ ପାଇବା ପରେ ଅଞ୍ଚଳରେ ଉତ୍ତେଜନା…

ବିଜେପି ବୁଥ ସଭାପତିଙ୍କୁ ହତ୍ୟା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ରାମନଗର ଅଞ୍ଚଳର ବିଜେପି ବୁଥ ସଭାପତି ତପନ ଦାସଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆସିଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ବେଳେ ଇଟା ଓ କାଠଫାଳିଆରେ…

ଝାରପଡ଼ା ଜେଲ୍‌ରେ ବ୍ରାଉନ୍‌ସୁଗାର୍‌ କାଣ୍ଡ! ୭ କଏଦୀ ଅସୁସ୍ଥ, ୩ ଜଣଙ୍କ ଅବସ୍ଥା ଗୁରୁତର

ଭୁବନେଶ୍ୱର: ଭୁବନେଶ୍ୱରର ଝାରପଡ଼ା ସ୍ୱତନ୍ତ୍ର କାରାଗାରରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଥିତ ଭାବେ ବ୍ରାଉନ୍‌ସୁଗାର ସେବନ କରିବା ପରେ ୭ ଜଣ କଏଦୀ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ୨ ଜଣଙ୍କୁ ଏମ୍‌ସ…

ଜୁଲାଇ ୯ ରେ ଓଡ଼ିଶା ଗସ୍ତରେ ଆସିବେ ଭାରତର ଉପରାଷ୍ଟ୍ରପତି

ଭୁବନେଶ୍ୱର: ଆସନ୍ତା ଜୁଲାଇ ୯ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଭାରତର ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ । ଭୁବନେଶ୍ୱରରେ ଅନୁଷ୍ଠିତ OUAT କାର୍ଯ୍ୟକ୍ରମରେ ସାମିଲ ହେବେ । ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ…

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତା ଏବଂ ବରିଷ୍ଠ ସୁରକ୍ଷା ଅଧିକାରୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିକ୍ସ ରାଷ୍ଟ୍ରଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତା ଏବଂ ବରିଷ୍ଠ ସୁରକ୍ଷା ଅଧିକାରୀମାନଙ୍କ ସହ ସାକ୍ଷାତ କରିଛନ୍ତି। ଶ୍ରୀ ମୋଦୀ ସମସାମୟିକ ବିଶ୍ୱ ସୁରକ୍ଷା ଚ୍ୟାଲେଞ୍ଜଗୁଡ଼ିକର ମୁକାବିଲା କରିବାରେ ଗୋଷ୍ଠୀର ବଢ଼ୁଥିବା ଗୁରୁତ୍ୱ ଉପରେ ଆଲୋକପାତ…

ଓଡ଼ିଶାରେ ୧୦୦୦ ମେଗାୱାଟର ସବୁଜ ଶକ୍ତି ପ୍ରକଳ୍ପ ବିକାଶ ଲକ୍ଷ୍ୟ

ଭୁବନେଶ୍ୱର: ରାଜ୍ୟରେ ସ୍ଥାୟୀ ଶକ୍ତିର ପ୍ରସାରକୁ ତ୍ୱରାନ୍ୱିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, NLC ଇଣ୍ଡିଆ ଲିମିଟେଡର ସମ୍ପୂର୍ଣ୍ଣ ମାଲିକାନାଧୀନ ସହାୟକ କମ୍ପାନୀ ‘NLC ଇଣ୍ଡିଆ ରିନ୍ୟୁଏବଲ୍ସ ଲିମିଟେଡ୍’ (NIRL) ଏବଂ ‘ଓଡ଼ିଶା ଅକ୍ଷୟ ଶକ୍ତି ଉନ୍ନୟନ ସଂସ୍ଥା’…

ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି ୬୫ତମ ଜାତୀୟ ଆନ୍ତଃ-ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନସିପ୍ ୨୦୨୬

ଭୁବନେଶ୍ୱର: ଭୁବନେଶ୍ୱରର ପ୍ରସିଦ୍ଧ କଳିଙ୍ଗ ଷ୍ଟାଡିୟମଠାରେ ଆସନ୍ତା ଜୁନ୍ ୨୪ ରୁ ୨୮ ତାରିଖ ପର୍ଯ୍ୟନ୍ତ “୬୫ତମ ଜାତୀୟ ଆନ୍ତଃ-ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନସିପ୍ ୨୦୨୬” ଅନୁଷ୍ଠିତ ହେବାକୁ ଯାଉଛି। ଆଥଲେଟିକ୍ସ ଫେଡେରେସନ ଅଫ୍ ଇଣ୍ଡିଆ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡ଼ା…

ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଆର ଏସ ଗୋପାଲନଙ୍କ ଅଧ୍ୟକ୍ଷତାରେ ରାଜନୈତିକ ଦଳଗୁଡ଼ିକ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର:ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଆର. ଏସ. ଗୋପାଲନ ଙ୍କ ଅଧ୍ୟକ୍ଷତାରେ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।। ଏହି ବୈଠକରେ ବିଭିନ୍ନ ସ୍ଵୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନେ ଯୋଗ ଦେଇ ରାଜ୍ୟରେ…