Month: June 2026

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ

ଭୁବନେଶ୍ୱର: ରାଜ୍ୟସଭାକୁ ବିଜେପି ପ୍ରାର୍ଥୀ ଭାବେ ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ। ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି। ରାଜ୍ୟସଭା ଉପନିର୍ବାଚନ ପାଇଁ ଦାଖଲ ହୋଇଥିବା ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହେବା ପରେ ବିଜେପି ପ୍ରାର୍ଥୀ ଦେବାଶିଷ…

ଜୁନ୍ ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି! ରାଇରଙ୍ଗପୁରରେ ବିଶାଳ ସମାବେଶ ପାଇଁ ବିଜେପିର ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଏକ ବିଶାଳ ଜନସଭାକୁ ସମ୍ବୋଧନ କରିବେ ବୋଲି ସୂଚନା ମିଳିଛି। ରାଜ୍ୟରେ ବିଜେପି ସରକାରର ଦୁଇ ବର୍ଷ…

ପ୍ରଧାନମନ୍ତ୍ରୀଙ୍କ ଫ୍ରାନ୍ସ-ସ୍ଲୋଭାକିଆ ଗସ୍ତ: ଜି-୭ ସମ୍ମିଳନୀରେ ଯୋଗଦେବେ

ନୁଆଦିଲ୍ଲୀ : ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦୁଇ ଗୁରୁତ୍ୱପୂର୍ଣ୍ଣ ୟୁରୋପୀୟ ରାଷ୍ଟ୍ର ଗସ୍ତରେ ବାହାରିଛନ୍ତି। ଏହି ଯାତ୍ରା ସମୟରେ, ପ୍ରଧାନମନ୍ତ୍ରୀ ଫ୍ରାନ୍ସ ଏବଂ ସ୍ଲୋଭାକିଆ ଗସ୍ତ କରିବେ। ଉଭୟ ଦେଶ ସହିତ…

ଭିଜିଲାନ୍ସ ଜାଲରେ ମହିଳା ଏଏସଆଇ

ଅନୁଗୋଳ : ୮ ହଜାର ଟଙ୍କା ଲାଞ୍ଚ ନେଇ ହରଡ଼ ଘଣାରେ ପୋଲିସ । ଅନୁଗୋଳ ଜିଲ୍ଲାରେ ପୁଣି ଭିଜିଲାନ୍ସର ବଡ଼ କାର୍ଯ୍ୟାନୁଷ୍ଠାନ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜରପଡା ଥାନା ଏଏସଆଇ । ଜଣେ ଅଭିଯୋଗକାରୀଙ୍କ…

ଧୀରଜ ସେଠ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

ନୁଆଦିଲ୍ଲୀ : ଭାରତୀୟ ସେନା ଭିତରେ ଏକ ବଡ଼ ନେତୃତ୍ୱ ପରିବର୍ତ୍ତନ ଚାଲିଛି। କେନ୍ଦ୍ର ସରକାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ନିଯୁକ୍ତି ଦେବା ପାଇଁ ଆନୁଷ୍ଠାନିକ ଭାବରେ ଘୋଷଣା କରିଛନ୍ତି। ପ୍ରତିରକ୍ଷା କ୍ଷେତ୍ରରେ ଦୀର୍ଘ…

ଜେଲ୍ ଗଲେ ଚାମେଲି

କେନ୍ଦ୍ରାପଡ଼ା:ଗିରଫ ପରେ ଜେଲ୍‌ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଜେଲ୍ ପଠାଯାଇଛି। ଗିରଫ ପରେ ଆଜି ତାଙ୍କୁ ମାଜିଷ୍ଟ୍ରେଟଙ୍କ ନିକଟରେ ହାଜର କରାଯାଇଥିଲା। ଏସଡିଜେମ୍ କୋର୍ଟରେ ହାଜର ପରେ…

ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କଲେ ରାଜ୍ୟପାଳ

ପୁରୀ: ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଶନିବାର ଦିନ ରାଜ୍ୟର ମାନ୍ୟବର ପ୍ରଥମ ମହିଳା ଡକ୍ଟର ଜୟଶ୍ରୀ କମ୍ଭମପାଟିଙ୍କ ସହ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଥିଲେ। ମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସ୍‌ଜେଟିଏ)ର…

ଇରାନ-ଆମେରିକା ଚୁକ୍ତି ନେଇ ବଡ଼ ଅପଡେଟ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଚୁକ୍ତି ସ୍ୱାକ୍ଷର ହେବ ବୋଲି ଟ୍ରମ୍ପଙ୍କ ଦାବି

ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଆଲୋଚନାକୁ ନେଇ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଅନୁଯାୟୀ, ଉଭୟ ଦେଶ ମଧ୍ୟରେ ପ୍ରସ୍ତାବିତ ଚୁକ୍ତିନାମା ଜୁନ୍ 14 ତାରିଖରେ ସ୍ୱାକ୍ଷରିତ ହୋଇପାରେ। ସେ କହିଛନ୍ତି…

ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ

ଭୁବନେଶ୍ୱର – ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଋଷିକୂଲ୍ୟା ନଦୀ ଉପରେ ୧୫୨ କୋଟି ୧୦ ଲକ୍ଷ ଟଙ୍କାରେ ତିଆରି କରାଯାଉଥିବା କଂସାରୀଗଣ୍ଡ…

ଢେଙ୍କାନାଳରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ; ୩,୦୧,୫୪୨ ହିତାଧିକାରୀ ହେବେ ଉପକୃତ

ଢେଙ୍କାନାଳରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ; ୩,୦୧,୫୪୨ ହିତାଧିକାରୀ ହେବେ ଉପକୃତ ଢେଙ୍କାନାଳ, ତା. ୧୨ ଜୁନ ୨୦୨୬: ରାଜ୍ୟ ସରକାରଙ୍କ ପକ୍ଷରୁ ଖାଦ୍ୟ ନିରାପତ୍ତା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ ଆଜି ଢେଙ୍କାନାଳ…