Month: June 2026

ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ, ଓଡ଼ିଶା ଦ୍ୱାରା ବିଶ୍ୱ ଶିଶୁ ଶ୍ରମ ନିରୋଧ ଦିବସ ପାଳିତ

ଭୁବନେଶ୍ୱର: ଆଜି ବିଶ୍ୱ ଶିଶୁ ଶ୍ରମ ନିରୋଧ ଦିବସ (ୱାର୍ଲ୍ଡ ଡେ ଅଗେନ୍‌ଷ୍ଟ ଚାଇଲ୍ଡ ଲେବର୍) ଅବସରରେ, ଖାରବେଳ ନଗରସ୍ଥିତ ଶ୍ରମ ନିର୍ଦ୍ଦେଶାଳୟ ପରିସରରେ ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ,…

ଦୁଇ ବର୍ଷ ପୂର୍ତ୍ତିରେ ନବୀନଙ୍କୁ ମୋହନଙ୍କ କଟାକ୍ଷ

ଭୁବନେଶ୍ୱର: ତିନି ଦିନ ତଳେ, ଜୁନ୍ ୯ ତାରିଖ ଦିନ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ସରକାରର ୧୨ ବର୍ଷ ଏବଂ ତୃତୀୟ ପାଳିର ୨ ବର୍ଷ ପୂର୍ତ୍ତି ଅବସରରେ ମୁଁ ଆପଣମାନଙ୍କୁ ଭେଟିଥିଲି ଏବଂ କେନ୍ଦ୍ର ସରକାରଙ୍କ ପ୍ରମୁଖ ସଫଳତା…

ଭାରତ ନିର୍ବାଚନ ଆୟୋଗ ଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ଯୋଗାଯୋଗ ସମ୍ପର୍କିତ ସମ୍ମିଳନୀ: ଓଡ଼ିଶାର ୧୪ ଜଣ ଜିଲ୍ଲା ଓ ଲୋକସମ୍ପର୍କ ଅଧିକାରୀଙ୍କ ଯୋଗଦାନ

ଭୁବନେଶ୍ୱର: ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାରେ ସମସ୍ତ ଯୋଗ୍ୟ ଭୋଟରଙ୍କ ନାମ ତାଲିକା ଉପଲବ୍ଧ ହେବ। କେବଳ ଅନୁପସ୍ଥିତ, ସ୍ଥାନାନ୍ତରିତ, ମୃତ, ନକଲି ଏବଂ ବିଦେଶୀ ନଗରିକଙ୍କ ନାମ ଭୋଟର ତାଲିକାରୁ ବାଦ ଦିଆଯିବ। ଏ ଦିଗରେ ସମସ୍ତେ ଯତ୍ନବାନ ହେବା…

ରାଷ୍ଟ୍ର ସର୍ବୋପରି; ସରକାରଙ୍କୁ ସମାଲୋଚନା କରନ୍ତୁ, କିନ୍ତୁ ଦେଶକୁ ଅସମ୍ମାନ ଗ୍ରହଣୀୟ ନୁହେଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଏବଂ ଡିଜିଟାଲ୍ କ୍ରିଏଟରମାନଙ୍କୁ ନେଇ ଏକ ସ୍ୱତନ୍ତ୍ର ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ…

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ସମାରୋହ

ଭୁବନେଶ୍ୱର : ଓଡ଼ିଶାର କୌଣସି ପରିବାର ଭୋକରେ ରହିବେ ନାହିଁ, କୌଣସି ଶିଶୁ ଅପପୁଷ୍ଟିର ଶିକାର ହେବେ ନାହିଁ, କୌଣସି ବୟୋଜ୍ୟଷ୍ଠ ଅନ୍ନ ଅଭାବରୁ କଷ୍ଟ ପାଇବେ ନାହିଁ, ଏହି ମହାନ୍ ଉଦ୍ଦେଶ୍ୟ ରଖି ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଆରମ୍ଭ କରାଯାଇଛି…

ଜୁନ ୨୫ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ, ଆସନ୍ତା ଜୁନ୍ ୨୫ ରୁ ଜୁନ୍ ୨୮ ପର୍ଯ୍ୟନ୍ତ ଆରମ୍ଭ ହେବାକୁ ଥିବା “ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ-୨୦୨୬” ର ଆନୁଷ୍ଠାନିକ କାର୍ଯ୍ୟସୂଚୀ (Schedule) ଉନ୍ମୋଚନ କରିଛନ୍ତି ।…

ଆଜିର ସମ୍ପୂର୍ଣ୍ଣ ରାଶିଫଳ

ଜାଗ୍ରତ ଭାରତ ନ୍ୟୂଜ୍ – ଆଜିର ସମ୍ପୂର୍ଣ୍ଣ ରାଶିଫଳ (୧୩ ଜୁନ୍ ୨୦୨୬, ଶନିବାର) ୧. ମେଷ (Aries) ୨. ବୃଷ (Taurus) ୩. ମିଥୁନ (Gemini) ୪. କର୍କଟ (Cancer) ୫. ସିଂହ (Leo) ୬. କନ୍ୟା (Virgo) ୭.…

ଅନୁଗୋଳ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଏକ ବିଶାଳ ବିକ୍ଷୋଭ ଶୋଭାଯାତ୍ରା ଅନୁଷ୍ଠିତ

ତାଳଚେର ପବିତ୍ର ମୋହନ ପ୍ରଧାନ ସରକାରୀ ଚିକିତ୍ସାଳୟରେ ଷ୍ଟାଫ୍ ନର୍ସ ନିଯୁକ୍ତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଓ ଅନିୟମିତତାର ପର୍ଦ୍ଦାଫାଶ ସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ଆଜି ଅନୁଗୋଳ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଏକ ବିଶାଳ…

ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ପାଳିତ

ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ପାଳିତତାଳଚେର, ୧୨/୬ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ତଥା ତାଲୁକ୍ ଆଇନ ସହାୟତା କମିଟି, ତାଳଚେର ଅଧ୍ୟକ୍ଷ ଶ୍ରୀଯୁକ୍ତ ଶ୍ରୀଯୁକ୍ତ ସତ୍ୟନାରାୟନ କରଙ୍କ ନିର୍ଦ୍ଦେଶ କ୍ରମେ ତାଲୁକ୍ ଆଇନ ସହାୟତା କମିଟି, ତାଳଚେରଙ୍କ…

ଅନୁଗୋଳରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ

ଅନୁଗୋଳରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ ଅନୁଗୋଳ, ୧୨.୦୬: ଆଜି ବ୍ଲାକ ଡାଇମଣ୍ଡସ୍ଥିତ ସମ୍ମିଳନୀ କକ୍ଷଠାରେ “ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା”ର ଶୁଭାରମ୍ଭ ଉପଲକ୍ଷେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ରାଜ୍ୟସ୍ତରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା…