Month: June 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପି ପକ୍ଷରୁ କାର୍ଯ୍ୟକ୍ରମ

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧାରାବାହିକ ଭାବେ ୧୨ ବର୍ଷ ବା ୪୩୯୯ ଦିନ ଧରି ପ୍ରଧାନମନ୍ତ୍ରୀ ଭାବେ ରହିଆସିଛନ୍ତି। ଏହା ଏକ ରେକର୍ଡ କାରଣ ଭାରତର କୌଣସି ପ୍ରଧାନମନ୍ତ୍ରୀ ଏତେଦିନ ଧରି ଶାସନ କ୍ଷମତାରେ ନ ଥିଲେ। ଏହି…

କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ପାରିତ ହେଲା ଏକ ସଂକଳ୍ପ

ନୁଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲଗାତାର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିବାରୁ ପ୍ରଶଂସା କରି ଏକ ପ୍ରସ୍ତାବ ପାରିତ କରିଛି।ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସେ ନିରନ୍ତର ଭାବେ ୪୩୯୯ ଦିନ…

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ଵର: ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା ଚାଲିଥିବା ‘ସ୍ୱତନ୍ତ୍ର ସଘନ ସଂଶୋଧନ’ କାର୍ଯ୍ୟକ୍ରମ ଅଧୀନରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ବୁଥ୍ ସ୍ତରୀୟ ଅଧିକାରୀ-ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ସୁଦୃଢ଼…

ଗୁଗଲ କ୍ଲାଉଡ୍‌ ସେବାରେ ବିଭ୍ରାଟ

ନୁଆଦିଲ୍ଲୀ: ଦିଲ୍ଲୀ, ମୁମ୍ବାଇ ଓ ଚେନ୍ନାଇ ଭଳି ଦେଶର ବିଭିନ୍ନ ସ୍ଥାନରେ ଗୁଗଲ୍‌ କ୍ଲାଉଡ୍‌ ସେବାରେ ବିଭ୍ରାଟ ଦେଖାଦେଇଛି। ଦିଲ୍ଲୀ ରେ ଥିବା ଏକ ତୃତୀୟ ପକ୍ଷ ସଂସ୍ଥାର ଡାଟା ସେଣ୍ଟର୍‌ରେ ଅଗ୍ନିକାଣ୍ଡ ଘଟିବା ପରେ ଏହି ସମସ୍ୟା ସୃଷ୍ଟି ହୋଇଛି।…

ଓଡ଼ିଶା ଫୁଡ୍, ଏଗ୍ରି ଆଣ୍ଡ ବାୟୋଟେକ୍ (FAB) ସମ୍ମିଟ ୨୦୨୬କୁ ଉଦଘାଟନ କଲେ ରାଜ୍ୟପାଳ

ଯୁବପିଢ଼ି କୃଷିକୁ ନବସୃଜନ, ଉଦ୍ୟୋଗ ଓ ରାଷ୍ଟ୍ର ଗଠନର କ୍ଷେତ୍ର ଭାବେ ଗ୍ରହଣ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ ଭୁବନେଶ୍ୱର: ଯୁବପିଢି କୃଷିକୁ କେବଳ ଏକ ପାରମ୍ପରିକ ବୃତ୍ତି ନ ଭାବି ନବସୃଜନ, ଉଦ୍ୟୋଗ ଓ ରାଷ୍ଟ୍ର ଗଠନର ଏକ ଗତିଶୀଳ କ୍ଷେତ୍ର…

୨୦୨୪ ସାଧାରଣ ନିର୍ବାଚନ ବିଧାୟକ ପ୍ରାର୍ଥୀଙ୍କ ସହ ସାଙ୍ଗଠନିକ ବୈଠକ

ଭୁବନେଶ୍ୱର: ଆଜି ଶଙ୍ଖ ଭବନଠାରେ ୨୦୨୪ ସାଧାରଣ ନିର୍ବାଚନରେ ବିଧାୟକ ପ୍ରାର୍ଥୀ ମାନଙ୍କ ସହ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଏକ ସାଙ୍ଗଠନିକ ବୈଠକରେ ଯୋଗ ଦେଇ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦଳର ସାଙ୍ଗଠନିକ ସ୍ଥିତି ଓ ସ୍ଥାନୀୟ ସମସ୍ୟା…

ଭାରତର ସବୁଠାରୁ ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ଗୌରବ ଲାଭ କରିଥିବାରୁ ବିଶ୍ୱ ନେତାମାନଙ୍କଠାରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କରିଛନ୍ତି ମୋଦୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ସବୁଠାରୁ ଦୀର୍ଘକାଳୀନ ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ଗୌରବ ଲାଭ କରିଥିବାରୁ ବିଶ୍ୱର ବିଭିନ୍ନ ରାଷ୍ଟ୍ର ଏବଂ ସରକାର ମୁଖ୍ୟଙ୍କଠାରୁ ଅଭିନନ୍ଦନ ବାର୍ତ୍ତା ଲାଭ କରିଛନ୍ତି। ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ତେରିଂ ଟୋବଗେ…

ଆଜିର ଦୈନିକ ରାଶିଫଳ

ଜାଗ୍ରତ ଭାରତ ନ୍ୟୂଜ୍: ଦୈନିକ ରାଶିଫଳ (୧୧ ଜୁନ୍ ୨୦୨୬) ଆଜିର ଦିନଟି ଆପଣଙ୍କ ପାଇଁ କିପରି ରହିବ, ଜାଣନ୍ତୁ ଆମର ବିଶେଷ ରାଶିଫଳରେ। ♈ ମେଷ (Aries) ♉ ବୃଷ (Taurus) ♊ ମିଥୁନ (Gemini) ♋ କର୍କଟ (Cancer)…

ଖରସ୍ରୋତା ମେଧାପ୍ରତିଭା ଓ ଛାତ୍ର ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ

ଖରସ୍ରୋତା ମେଧାପ୍ରତିଭା ଓ ଛାତ୍ର ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ ଯାଜପୁର —- ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକ ଅନ୍ତର୍ଗତ ଅରେଇ ପଞ୍ଚାୟତର ବରୁଣେଶ୍ଵର କଲ୍ୟାଣ ମଣ୍ଡପ ଠାରେ ଆଜି ଖରସ୍ରୋତା ପୁସ୍ତକ ମେଳା କମିଟି ପକ୍ଷରୁ ଖରସ୍ରୋତା ମେଧାପ୍ରତିଭା ଓ…

ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ ବାଲିଗୁଡ଼ା:ତା, ୧୦/୦୬:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଲା ବଡ଼ ସଫଳତା । ୫ ଡକାୟତ ଙ୍କୁ…