Month: June 2026

ବଡ଼ବିଲପୌରାଞ୍ଚଳରେ ବୁଲିଲା ବୁଲଡୋଜର,ମାଟିରେ ମିଶିଲା ତିନିଅଭିଯୁକ୍ତଙ୍କ ଘର

ବଡ଼ବିଲପୌରାଞ୍ଚଳରେ ବୁଲିଲା ବୁଲଡୋଜର,ମାଟିରେ ମିଶିଲା ତିନିଅଭିଯୁକ୍ତଙ୍କ ଘର । ସାବଧାନ ପ୍ରଶାସନର ତୀକ୍ଷ୍ଣ ନଜର ଏବେ ଅପରାଧୀ ଓ ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ବ୍ୟକ୍ତିଙ୍କ ଉପରେ। ଯଦି କୌଣସି ଅସାମାଜିକ ଓ ଅପରାଧିକ କାର୍ଯ୍ୟକଳାପ କରୁଛନ୍ତି ହେଇଯାନ୍ତୁ ସାବଧାନ। ସରକାରୀ ଜାଗାରେ…

ସଫଳ ପିଢିଙ୍କୁ ଭବ୍ୟ ସ୍ଵାଗତ

ସଫଳ ପିଢିଙ୍କୁ ଭବ୍ୟ ସ୍ଵାଗତ ବିଂଝାରପୁର/ଯାଜପୁର— ବିଂଝାରପୁର ବ୍ଲକ୍ ଅନ୍ତର୍ଗତ ବରୁଣେଶ୍ଵର କଲ୍ୟାଣ ମଣ୍ଡପ ଠାରେ ଆଜି ନବ ଅନ୍ୱେଷା ପ୍ରତିଭା ସଂସଦ ଆନୁକୁଲ୍ୟରେ ଓଡିଶା ପ୍ରଶାସନିକ ସେବା ଓ +2 ପରୀକ୍ଷା ରେ ସଫଳ ହାସଲ କରି ବିଂଝାରପୁର ମାଟିକୁ…

ଓଡ଼ିଶା-ଝାଡଖଣ୍ଡ ସୀମାଞ୍ଚଳରେ ଆନ୍ତଃରାଜ୍ୟ ଜୁଆ ଗ୍ୟାଙ୍ଗକୁ ଠାବ କଲା ରାଉରକେଲା ପୋଲିସ

ଭୁବନେଶ୍ଵର: ଅପରାଧ ଏବଂ ବେଆଇନ କାର୍ଯ୍ୟକଳାପ ବିରୋଧରେ ଚାଲିଥିବା ଓଡ଼ିଶା ପୋଲିସର ନିରନ୍ତର ଅଭିଯାନକୁ ଆଉ ଏକ ଉଲ୍ଲେଖନୀୟ ସଫଳତା ମିଳିଛି। ରାଉରକେଲା ପୋଲିସ ସେକ୍ଟର-୧୫ ଥାନା ଅନ୍ତର୍ଗତ ଓଡ଼ିଶା-ଝାଡଖଣ୍ଡ ସୀମାଞ୍ଚଳରେ ଥିବା ଲୁଆକେରା ଗ୍ରାମରେ ଚଢ଼ାଉ କରି ଏକ ଆନ୍ତଃରାଜ୍ୟ…

ଭୁବନେଶ୍ବରରେ କେନ୍ଦ୍ର ଆଇନ ମନ୍ତ୍ରୀ; ମୋଦି ସରକାରର ୧୨ ବର୍ଷ ପୂର୍ତ୍ତି ଉପରେ ରଖିଲେ ହିସାବ

ଭୁବନେଶ୍ୱର: ମୋଦି ସରକାରର ୧୨ ବର୍ଷ ପୂର୍ତ୍ତି ଉପରେ ଆଜି ଭୁବନେଶ୍ବରରେ ବିସ୍ତୁତ ତଥ୍ୟ ରଖିଛନ୍ତି କେନ୍ଦ୍ର ଆଇନ, ନ୍ୟାୟ ଓ ସଂସଦୀୟ ବ୍ୟାପର ମନ୍ତ୍ରୀ ଅଜ୍ଜୁନରାମ ମେଘୱାଲ। ଆଜି ସକାଳେ ସେ ଭୁବନେଶ୍ବରରେ ପହଞ୍ଚିବା ପରେ ସେ ଲୋକସେବା ଭବନରେ…

ଓଡିଶା-ଛତିଶଗଡ ସୀମାରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଏବଂ ବିସ୍ପୋରକ ସାମଗ୍ରୀ ଜବତ

ଭୁବନେଶ୍ଵର: ଓଡିଶା-ଛତିଶଗଡ ସୀମା ମାଲକାନଗିରି ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ କିରମିଟି ଓ କଟୁଆପଦର ଗ୍ରାମ ଜଙ୍ଗଲ ମଧ୍ୟରେ ମାଓବାଦୀଙ୍କ ଦ୍ୱାରା ମାଟି ତଳେ ପୋତା ଯାଇଥିବା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ବିସ୍ପୋରକ ସାମଗ୍ରୀ ଜବତ କରାଯାଇଛି। ମାଲକାନଗିରି ଏସ୍…

ଭାରତର ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେଲେ ମୋଦୀ: ଅଭିନନ୍ଦନ ଜଣାଇଲେ ପ୍ରମୁଖ ବିଶ୍ୱ ନେତା

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବା ଦିନର ପୂର୍ବ ସନ୍ଧ୍ୟାରେ ବିଶ୍ୱ ନେତାମାନଙ୍କଠାରୁ ତାଙ୍କୁ ଅଭିନନ୍ଦନର ବାର୍ତ୍ତା ମିଳିଛି। ବିଶ୍ୱର ବିଭିନ୍ନ ସ୍ଥାନରୁ ପ୍ରମୁଖ ନେତାମାନେ ପ୍ରଧାନମନ୍ତ୍ରୀଙ୍କ ପରିବର୍ତ୍ତନକାରୀ ପ୍ରଶାସନ, ଗ୍ଲୋବାଲ୍‌…

ବିଶ୍ୱର ୩ଟି ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟକୁ ଭାରତରେ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ମଞ୍ଜୁରୀ

ନୁଆଦିଲ୍ଲୀ: ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ଭାରତୀୟ ଶିକ୍ଷା ବ୍ୟବସ୍ଥାର ଆନ୍ତର୍ଜାତୀୟକରଣ ଦିଗରେ ଏକ ଐତିହାସିକ ସଫଳତା ମିଳିଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶ୍ୱର ତିନୋଟି ପ୍ରମୁଖ ଉଚ୍ଚ ଶିକ୍ଷାନୁଷ୍ଠାନ ଯଥା ୟୁନିଭର୍ସିଟି ଅଫ୍ ୟର୍କ, ୟୁନିଭର୍ସିଟି ଅଫ୍…

ଜଳ ସଂପଦ ବିଭାଗର ୩ ଇଂଜିନିୟର ସସପେଣ୍ଡ

ଭୁବନେଶ୍ୱର: ଜଳ ସଂପଦ ବିଭାଗର ୩ ଇଂଜିନିୟର ସସପେଣ୍ଡ । ବରଗଡ ସୁପରିଟେଣ୍ଟେଣ୍ଟ ଇଂଜିନିୟର ମଦନ ମୋଦନ ସେଠୀ ସସପେଣ୍ଡ ହୋଇଛନ୍ତି । ଭେଡେନ ସହକାରୀ ନିର୍ବାହୀ ଯନ୍ତ୍ରୀ ରାଜ କୁମାର ମିଶ୍ର ସସପେଣ୍ଡ ହୋଇଛନ୍ତି । ବରଗଡ କେନାଲ ସେକ୍ସନର…

ମେଡିକାଲ କଲେଜ ଓ ହସ୍ପିଟାଲଗୁଡ଼ିକ ପାଇଁ ୭୫୫ଟି ନୂତନ ପଦବୀ ମଞ୍ଜୁର : ସ୍ୱାସ୍ଥ୍ୟସେବା ସୁଦୃଢ଼ୀକରଣ ଦିଗରେ ଆଉ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ଆହୁରି ମଜବୁତ କରିବା ଏବଂ ଲୋକଙ୍କ ନିକଟରେ ଉନ୍ନତମାନର ଚିକିତ୍ସାସେବା ପହଞ୍ଚାଇବା ଲକ୍ଷ୍ୟରେ ଓଡ଼ିଶା ସରକାର ଆଉ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଓ ଚିକିତ୍ସା ଶିକ୍ଷାନୁଷ୍ଠାନଗୁଡ଼ିକରେ ଶିକ୍ଷାଦାନ…

ଗୃହରକ୍ଷୀଙ୍କ ଦୈନିକ ଭତ୍ତା ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଗୃହରକ୍ଷୀମାନଙ୍କ ଦୈନିକ ଭତ୍ତା (DCA) ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଭତ୍ତା ୨୦୨୬ ଜାନୁଆରୀ ୧ ତାରିଖରୁ ଲାଗୁ ହେବ। ସୂଚନାଯୋଗ୍ୟ ଯେ, ୨୦୨୫…