ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ଓଡିଶା ରାଇସ ମିଲର୍ସ ମହାସଂଘ କର୍ମକର୍ତ୍ତା
ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ସହ ଓଡିଶା ରାଇସ ମିଲର୍ସ ସଂଘ ପ୍ରତିନିଧି ମାନେ ସାକ୍ଷାତ କରିଛନ୍ତି। ମନ୍ତ୍ରୀଙ୍କ ସରକାରୀ ବାସଭବନରେ ଏହି କର୍ମକର୍ତ୍ତା ମାନେ ସାକ୍ଷାତ କରି ମିଲିଂ ଖର୍ଚ୍ଚ…
