ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ ବାଲିଗୁଡ଼ା, ତା, ୦୮/୦୬:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (Special Intensive Revision –…
