ବିଭିନ୍ନ ଜିଲାରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ଭୁବନେଶ୍ବର: ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୮ତମ ପାଳିରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ତାଙ୍କ ସହିତ ୧୩ ଜଣ ମନ୍ତ୍ରୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।…
