କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ଅବସରରେ ହିନ୍ଦୋଳରେ ରକ୍ତଦାନ ଶିବିର
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ଅବସରରେ ହିନ୍ଦୋଳରେ ରକ୍ତଦାନ ଶିବିର ହିନ୍ଦୋଳ :26/06/2026ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହିନ୍ଦୋଳ ମହାବିଦ୍ୟାଳୟ ପରିସରରେ ଆଜି ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ, ବିଧାୟିକା ସୀମାରାଣୀ…
