Month: July 2026

କେନ୍ଦୁଝର ଜିଲ୍ଲାରେ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧମୃତ

କେନ୍ଦୁଝର ଜିଲ୍ଲାରେ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧମୃତ। କେନ୍ଦୁଝର ଜିଲ୍ଲା କେନ୍ଦୁଝର ବନଖଣ୍ଡ ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ତଥା କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ଯୋଡ଼ାଥାନା ଅନ୍ତର୍ଗତ ଯୋଡା ସେକ୍ସନର ଗୁରୁବେଡଡା ଗ୍ରାମରେ ଜଣେ ବୃଦ୍ଧ ଶୋଇଥିବା ବେଳେ ଜଙ୍ଗଲି ଦନ୍ତାହାତୀ…

ଶସ୍ତା ହେବ ଏସବୁ ଔଷଧ, ସାଧାରଣ ଲୋକଙ୍କୁ ବଡ଼ ଆଶ୍ୱସ୍ତି

ନୁଆଦିଲ୍ଲୀ : ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ ପ୍ରାଧିକରଣ (ଏନପିପିଏ) ଡିପିସିଓ, ୨୦୧୩ ଅନୁଯାୟୀ ୩୯ଟି ନୂତନ ଔଷଧ ଫର୍ମୁଲେସନର ଖୁଚୁରା ମୂଲ୍ୟ ସ୍ଥିର କରିଛି। ଏଥିରେ ଉଚ୍ଚ ରକ୍ତଚାପ, ମଧୁମେହ, ଏଚଆଇଭି, ହୃଦରୋଗ ଏବଂ ଚକ୍ଷୁ ସଂକ୍ରମଣ ପାଇଁ ଔଷଧ…

ହୋମଗାର୍ଡଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା

ପୁରୀ: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ। କେନ୍ଦୁଝରର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ସହ ଆତ୍ମାର ସଦ୍‌ଗତି କାମନା କରିଛନ୍ତି। ଏହି ସହିିତ…

ଗାଁ ଦାଣ୍ଡରେ ଯୁବକଙ୍କୁ ନିର୍ମମ ହତ୍ୟା, ଅଞ୍ଚଳରେ ଚାଞ୍ଚଲ୍ୟ

ଅନୁଗୋଳ: ଅନୁଗୋଳ ଜିଲ୍ଲା ବାଳୁଅକଟା ଗ୍ରାମ ପଞ୍ଚାୟତ କୁମ୍ଭକର୍ଣ୍ଣ ସାହିରେ ଶନିବାର ରାତି ପ୍ରାୟ ସାଢେ ନଅଟା ବେଳେ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରା ଯାଇଛି। ମୃତକ ଯୁବକ ଜଣଙ୍କ ହେଲେ ସେହି ଗ୍ରାମର ପର୍ଶୁ ବେହେରାଙ୍କ ପୁଅ ହେମନ୍ତ…

ସୁସ୍ଥ ହୋଇଛନ୍ତି ମହାପ୍ରଭୁ

ରାଜବୈଦ୍ୟଙ୍କ ଦଶମୂଳ ଔଷଧ ଲାଗି ପରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ ଜଗନ୍ନାଥ। ଆଜି ମହାରାଜାଙ୍କୁ ମହାପ୍ରଭୁ ସୁସ୍ଥ ହୋଇଥିବା ଖବର ଦେଇଛନ୍ତି ସେବାୟତ । Post Views: 28

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଖୁବ୍‌ଶୀଘ୍ର ଏକ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର ଜାରି କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁମାର ମଙ୍ଗଳମ୍ ବିର୍ଲା ; କଂସାରୀଗୁଡ଼ାରେ ୧୨ହଜାର କୋଟିର ନୂଆ ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର : ଆଦିତ୍ୟ ବିର୍ଲା ଗ୍ରୁପର ଅଧ୍ୟକ୍ଷ କୁମାର ମଙ୍ଗଳମ୍ ବିର୍ଲା ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି । ବୈଠକରେ ଓଡ଼ିଶାରେ ଗ୍ରୁପ୍ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ବୃହତ୍ ପ୍ରକଳ୍ପର ସମୀକ୍ଷା ସହ ସେ ଗୁଡ଼ିକର ଶୀଘ୍ର…

ଗୋଟିଏ ଦିନରେ ମିଳିବ ମାଟ୍ରିକ ମେନ୍ ସାର୍ଟିଫିକେଟ

କଟକ : ଗୋଟିଏ ଦିନରେ ମିଳିବ ମାଟ୍ରିକ ମେନ୍ ସାର୍ଟିଫିକେଟ । ଚଳିତ ବର୍ଷ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଖୁବଶୀଘ୍ର ସାର୍ଟିଫିକେଟ ଦେବାକୁ ବୋର୍ଡ ନିଷ୍ପତ୍ତି ନେଇଛି । ଚଳିତ ବର୍ଷ ପ୍ରଥମ ଥର ପାଇଁ ଉଭୟ ଓଡ଼ିଆ ଏବଂ…

୧୩ ଜୁଲାଇରେ ଜନ ଅଭିଯୋଗ ଶୁଣାଣି ବନ୍ଦ, ସରକାରଙ୍କ ସୂଚନା

ଭୁବନେଶ୍ବର: ଆସନ୍ତା ସୋମବାର ଜୁଲାଇ ୧୩ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ କାର୍ଯ୍ୟ ଅବାରୁ ଆସନ୍ତା ସୋମବାର ୧୩ତାରିଖରେ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତି ଅଭିଯୋଗ…

ଆଗକୁ ଆସୁଛି ପୌର ନିର୍ବାଚନ: ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ପ୍ରାକ୍-ପ୍ରସ୍ତୁତି ଜୋରଦାର

ଭୁବନେଶ୍ୱର: ୨୦୨୭ ମସିହାରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ଏବଂ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ପ୍ରାକ୍-ପ୍ରସ୍ତୁତି ଜୋରଦାର କରାଯାଇଛି। ଏହାର ଅଂଶସ୍ୱରୂପ ଆସନ୍ତା ଜୁଲାଇ ୨୧ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ଏକ…