Month: July 2026

ଭିଏତନାମରେ ବୁଡ଼ିଲା ଭାରତୀୟ ପର୍ଯ୍ୟଟକଙ୍କ ଡଙ୍ଗା: ୧୫ ମୃତ, ହେଲ୍ପଲାଇନ୍ ନମ୍ବର ଜାରି

ନୁଆଦିଲ୍ଲୀ: ଭିଏତନାମରେ ଭାରତୀୟ ପର୍ଯ୍ୟଟକଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଫୁ କ୍ୱୋକ୍ ଦ୍ୱୀପ ନିକଟରେ ଭାରତୀୟ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ବୁଡ଼ିଯାଇଛି। ଭାରତୀୟ ଦୂତାବାସ ସୂଚନା ଦେଇଛି ଯେ, ଏହା ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହ…

ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମାନ୍ୟବର କ୍ରିଷ୍ଟୋଫର ଲକ୍ସନଙ୍କ ଦ୍ୱାରା ଆୟୋଜିତ “ଭାରତ-ନ୍ୟୁଜିଲ୍ୟାଣ୍ଡ: ଏକ ବିଜୟୀ ସହଭାଗିତା” ଶୀର୍ଷକ ସ୍ୱତନ୍ତ୍ର ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ରାଜନୀତି, ବ୍ୟବସାୟ, ଶିଳ୍ପ, ଶିକ୍ଷା, ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା…

‘ଜୟପ୍ରକାଶ ନାରାୟଣ ପୁସ୍ତକାଳୟ’ର ଉଦ୍‌ଘାଟନ କଲେ ଅମିତ ଶାହ

ନୁଆଦିଲ୍ଲୀ: କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀଠାରେ ‘ଜୟପ୍ରକାଶ ନାରାୟଣ ପୁସ୍ତକାଳୟ’ ଉଦଘାଟନ କରିଛନ୍ତି। ଏହି ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା, ଦିଲ୍ଲୀ ସରକାରଙ୍କ ମନ୍ତ୍ରୀ ପରବେଶ ବର୍ମା, ନୂଆଦିଲ୍ଲୀ ନଗରପାଳିକା ପରିଷଦ…

ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ଢେଙ୍କାନାଳ ବିଜ୍ଞାନ କେନ୍ଦ୍ରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ଢେଙ୍କାନାଳ ବିଜ୍ଞାନ କେନ୍ଦ୍ରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ଢେଙ୍କାନାଳ, ୧୧ ଜୁଲାଇ: ଢ଼େଙ୍କାନାଳ ବିଜ୍ଞାନ କେନ୍ଦ୍ର, ଯାହାକି ଜାତୀୟ ବିଜ୍ଞାନ ସଂଗ୍ରହାଳୟ ପରିଷଦ, ସଂସ୍କୃତି ମନ୍ତ୍ରଣାଳୟ, ଭାରତ ସରକାର ଙ୍କ ଏକ ଏକକ ପକ୍ଷରୁ ଆଜି…

ଶିକ୍ଷକ ସଂଘ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ମଧ୍ୟରେ ଉପୁଜିଥିବା ମତଭେଦ ଦୂର ପାଇଁ ବୈଠକ

ଶିକ୍ଷକ ସଂଘ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ମଧ୍ୟରେ ଉପୁଜିଥିବା ମତଭେଦ ଦୂର ପାଇଁ ବୈଠକ ବାଲିଗୁଡା, ତା, ୧୧/୦୭:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ନିଖିଳ ଉତ୍କଳ ପ୍ରାଥମିକ…

କଟୁରୀର ଆକ୍ରମଣ ଘଟଣାରେ ଦୋଷୀକୁ ୩ବର୍ଷ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମନା

କଟୁରୀର ଆକ୍ରମଣ ଘଟଣାରେ ଦୋଷୀକୁ ୩ବର୍ଷ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମନା଼ତାଳଚେର, ୧୧/୦୭ ଜଣେ ବ୍ୟକ୍ତିକୁ କଟୁରୀରେ ଆକ୍ରମଣ କରି ୪ହଜାର ଟଙ୍କା ଯୋରଜବଦସ୍ତ ଛଡ଼ାଇନେବା ମାମଲାରେ ତାଳଚେର ଥାନା ଅନ୍ତର୍ଗତ ରେମୁଆଁ ନୂଆସାହିର ଲୋକନାଥ ପଟ୍ଟନାୟକକୁ ତାଳଚେର ଉପଖଣ୍ଡ…

ମେଡିକାଲ୍ କଲେଜ୍‌ରେ ଷ୍ଟାଫ୍ ନର୍ସ ନିଯୁକ୍ତି କେଳେଙ୍କାରୀ; ରୋଗୀଙ୍କ ଜୀବନ ସାଙ୍ଗେ ଚାଲିଛି ଖେଳ! ନାହିଁ ସୁର୍‌ଶଦ୍ଦ, ଖସିଗଲେ କି ଦୋଷୀ

ମେଡିକାଲ୍ କଲେଜ୍‌ରେ ଷ୍ଟାଫ୍ ନର୍ସ ନିଯୁକ୍ତି କେଳେଙ୍କାରୀରୋଗୀଙ୍କ ଜୀବନ ସାଙ୍ଗେ ଚାଲିଛି ଖେଳ! ନାହିଁ ସୁର୍‌ଶଦ୍ଦ, ଖସିଗଲେ କି ଦୋଷୀ,ତାଳଚେର, ୧୧/୦୭ ତାଳଚେର ସ୍ଥିତ ପବିତ୍ର ମୋହନ ମେଡିକାଲ୍ କଲେଜ୍ ରେ ଷ୍ଟାଫ୍ ନର୍ସ ଓ ସ୍ୱାସ୍ଥ୍ୟ କର୍ମି ନିଯୁକ୍ତିରେ ମହାଦୁର୍ନିତୀର…

ଚୀନ୍ ରେ ଏଭିସି ବଏଜ୍ ଅଣ୍ଡର-୧୮ ଭଲିବଲ୍ ମ୍ୟାଚ୍

ଚୀନ୍ ରେ ଏଭିସି ବଏଜ୍ ଅଣ୍ଡର-୧୮ ଭଲିବଲ୍ ମ୍ୟାଚ୍ ମେରାମଣ୍ଡଳୀ, ୧୧/୦୭/୨୦୨୬ – ଓଡ଼ିଶାର କ୍ରୀଡ଼ା ଇତିହାସରେ ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡ଼ି ହୋଇଛି। ଅସନ୍ତାକାଲି ଠାରୁ ଚୀନରେ ଆରମ୍ଭ ହେବାକୁ ଥିବା ଏସୀୟ ଭଲିବଲ୍ ମହାକୁମ୍ଭ ପାଇଁ ଭାରତୀୟ…

ଡି.ଏ.ଭି .ପବ୍ଲିକ୍ ସ୍କୁଲ, ଏମ.ସି.ଏଲ.,କଳିଙ୍ଗ କ୍ଷେତ୍ରରେ ଆୟୋଜିତ ହେଲା ରକ୍ତ ଦାନ ଶିବିର

ଡି.ଏ.ଭି .ପବ୍ଲିକ୍ ସ୍କୁଲ, ଏମ.ସି.ଏଲ.,କଳିଙ୍ଗ କ୍ଷେତ୍ରରେ ଆୟୋଜିତ ହେଲା ରକ୍ତ ଦାନ ଶିବିରତାଳଚେର ,ତା ୧୧.୦୭.୨୬ରିଖରେ ଡି.ଏ.ଭି.ପବ୍ଲିକ୍ ସ୍କୁଲ, ଏମ.ସି.ଏଲ.,କଳିଙ୍ଗ କ୍ଷେତ୍ରରେ ରକ୍ତ ଦାନ ଶିବିର ଆୟୋଜିତ ହୋଇଯାଇଅଛି।ଏହି ଜୀବନ ରକ୍ଷାକାରୀ ପବିତ୍ର ସ୍ବେଚ୍ଛାକୃତ ରକ୍ତଦାନ ଶିବିରକୁ ପ୍ରତିଭା ମହିଳା ମଣ୍ଡଳର…