Month: July 2026

ପ୍ରକାଶ ପାଇଲା ବିଏଡ, ଏମଏଡ ଏବଂ ବିଏଚଏଡ ପ୍ରବେଶିକା ପରୀକ୍ଷା ଫଳ

ଭୁବନେଶ୍ବର: ପ୍ରକାଶ ପାଇଲା ବିଏଡ, ଏମଏଡ ଏବଂ ବିଏଚଏଡ ପ୍ରବେଶିକା ପରୀକ୍ଷା ଫଳ। ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇବର୍ଷିଆ ବି.ଏଡ, ଏମ୍.ଏଡ ଏବଂ ବି.ଏଚ.ଏଡ ପାଠ୍ୟକ୍ରମରେ ନାମ ଲେଖାଇବା ନିମନ୍ତେ ଅନୁଷ୍ଠିତ ହୋଇଥିଲା ପ୍ରବେଶିକା ପରୀକ୍ଷା। ଯାହାର ରେଜଲ୍ଟ ପ୍ରକାଶିତ ହୋଇଛି।ଛାତ୍ରଛାତ୍ରୀମାନେ…

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

ଭୁବନେଶ୍ୱର: ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଓ ମେଡିକାଲ୍ ସ୍ବାସ୍ଥ୍ୟସେବାର ଅନନ୍ୟ ସମନ୍ବୟ ପୂର୍ବକ ଓଡ଼ିଶା ଏବଂ ପୂର୍ବ ଭାରତର ସାର୍ବଜନୀନ ସ୍ୱାସ୍ଥ୍ୟସେବା ଇକୋସିଷ୍ଟମକୁ ଏକ ପ୍ରମୁଖ ପ୍ରୋତ୍ସାହନ ସ୍ୱରୂପ, ଏମ୍ସ ଭୁବନେଶ୍ୱର ୧୦୦ଟି ଉନ୍ନତ ରୋବୋଟିକ୍-ସହାୟତା ଅସ୍ତ୍ରୋପଚାର ସଫଳତାର ସହିତ ସମାପ୍ତ କରି…

ଭାରତ-ଅଷ୍ଟ୍ରେଲିଆ କ୍ରୀଡ଼ା ସହଯୋଗିତା ରୋଡମ୍ୟାପ୍

ନୂଆଦିଲ୍ଲୀ: କ୍ରୀଡ଼ା ହେଉଛି ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଏକ ଶକ୍ତିଶାଳୀ ସେତୁ, ଯାହା ଲୋକମାନଙ୍କୁ ଏକାଠି କରିଥାଏ ଏବଂ ସହଯୋଗ ପାଇଁ ନୂତନ ପଥ ଖୋଲିଥାଏ। କ୍ରୀଡ଼ା କ୍ଷେତ୍ରରେ ସହଯୋଗ ପାଇଁ ୨୦୨୩ ମସିହାରେ ହୋଇଥିବା ବୁଝାମଣାପତ୍ରକୁ ଆଧାର କରି,…

ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କଲା ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ-OTDC ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ରାଜ୍ୟ ସରକାରଙ୍କୁ ଏକ କୋଟି ୧୭ ଲକ୍ଷର ଲାଭାଂଶ ପ୍ରଦାନ କରିଛି। ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା, ଓଟିଡିସିର ପରିଚାଳନା ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ରଙ୍କଠାରୁ ଏହି…

ମାଛଧରା ବନ୍ଦର ଓ ମାଛ ଅବତରଣ କେନ୍ଦ୍ରର ସୁରକ୍ଷା ସୁନିଶ୍ଚିତ କରିବାକୁ ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୁଆଦିଲ୍ଲୀ: କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ ଏବଂ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ ବନ୍ଦର ସୁରକ୍ଷା ବ୍ୟୁରୋ (ବିଓପିଏସ) ଗଠନରେ ହୋଇଥିବା ଅଗ୍ରଗତିର ସମୀକ୍ଷା କରିଥିଲେ। ଏହି ଅବସରରେ କେନ୍ଦ୍ର…

ଡି.ଏ.ଭି .ପବ୍ଲିକ୍ ସ୍କୁଲ, ଏମ.ସି.ଏଲ.,କଳିଙ୍ଗ କ୍ଷେତ୍ରରେ ପାଳିତ ହେଲା ୩୧ତମ ପ୍ରତିଷ୍ଠା ଦିବସ

ଡି.ଏ.ଭି .ପବ୍ଲିକ୍ ସ୍କୁଲ, ଏମ.ସି.ଏଲ.,କଳିଙ୍ଗ କ୍ଷେତ୍ରରେ ପାଳିତ ହେଲା ୩୧ତମ ପ୍ରତିଷ୍ଠା ଦିବସ ତା ୧୦.୦୭.୨୬ରିଖରେ ଡି.ଏ.ଭି.ପବ୍ଲିକ୍ ସ୍କୁଲ, ଏମ.ସି.ଏଲ.,କଳିଙ୍ଗ କ୍ଷେତ୍ରର ୩୧ତମ ପ୍ରତିଷ୍ଠା ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଅଛି। ଏହି ପ୍ରତିଷ୍ଠା ଦିବସ ଉପଲକ୍ଷେ ଏକ ବୈଦିକ ହୋମଯଜ୍ଞର…

ରାଜଧାନୀରେ ବଡ଼ ସଫଳତା: ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ, ତଦନ୍ତ ଜୋରଦାର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ ହୋଇଛି। ଆଜି ଅବକାରୀ ବିଭାଗକୁ ଏହି ବଡ ସଫଳତା ମିଳିଛି। ସହିଦନଗର ଥାନା ଅଞ୍ଚଳରୁ ପ୍ରାୟ ୭ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ରାଜ୍ୟ ବାହାରକୁ ଏହା ଚାଲାଣ ବେଳେ…

ଆଡିସନାଲ ଏସପି ସାଜି ଲୋକଙ୍କୁ ଧମକାଉଥିଲେ, ଶେଷରେ ପୋଲିସ ଜାଲରେ ଧରାପଡ଼ିଲେ

ଭୁବନେଶ୍ୱର : ଆଡିସନାଲ ଏସପି ପରିଚୟ ଦେଇ ଲୋକଙ୍କୁ ଧମକଚମକ ଅଭିଯୋଗରେ ଜଣେ ଗିରଫ । ଖାରବେଳନଗର ଥାନା ପୋଲିସ ହାତରେ ଧରାପଡ଼ିଲା ଧୂର୍ତ୍ତ ଠକ ରଜନୀକାନ୍ତ ମହାନ୍ତି । ନିଜକୁ ଆଡିସନାଲ ଏସପି ପରିଚୟ ଦେଇ ସେ ଲୋକଙ୍କୁ ଧମକଚମକ…

ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ସୂଚନା; ୨୦୨୭ ଏପ୍ରିଲ୍-ମେ’ରେ ହୋଇପାରେ ମତଦାନ

ଭୁବନେଶ୍ୱର : ବଦଳିଲା ପଞ୍ଚାୟତ ନିର୍ବାଚନ ସମୟ । ଏଥର ସାମାନ୍ୟ ବିଳମ୍ବ ହେବ ନିର୍ବାଚନ । ଏସଆଇଆର କାମ ମାର୍ଚ୍ଚ ପ୍ରଥମ ସପ୍ତାହ ଯାଏଁ ହେବ । ୨୦୨୭ ଏପ୍ରିଲ୍-ମେ’ ମାସରେ ହୋଇପାରେ ଭୋଟ୍। ସ୍ପଷ୍ଟ କଲେ ରାଜ୍ୟ ନିର୍ବାଚନ…