ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି.
ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ। କମନ ଆପ୍ଲିକେଶନ ଫର୍ମ ମଙ୍ଗଳବାର ଅପରାହ୍ଣ ୪ଟାରୁ ପୋର୍ଟାଲରେ ଉପଲବ୍ଧ ହୋଇଛି।…
