ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା
ଭୁବନେଶ୍ୱର : ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ କରାଯିବ। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…
