ଲଗାଣ ବର୍ଷାର ପ୍ରଭାବ: ୬ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ, ପାଣିପାଗ ବିଭାଗର ସତର୍କ ସୂଚନା
ଲଗାଣ ବର୍ଷାର ପ୍ରଭାବ: ୬ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ, ପାଣିପାଗ ବିଭାଗର ସତର୍କ ସୂଚନା ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି…
