ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ ମୋଦୀ
ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ ମୋଦୀ ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଆସନ୍ତା ୧୨ ଅଗଷ୍ଟରେ ଉନ୍ମୋଚିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ପୁସ୍ତକର ଉନ୍ମୋଚନ…
