Month: August 2026

ଗରିବଙ୍କୁ ସରକାରୀ ଯୋଜନାରେ ସାମିଲ ଓ ହାଣ୍ଡିଧୁଆଁ – ବଳରାମ ପ୍ରସାଦ ରାସ୍ତା ଆଲୋକିକରଣ କରାଯିବା ନେଇ ଦାବୀପତ୍ର

ଗରିବଙ୍କୁ ସରକାରୀ ଯୋଜନାରେ ସାମିଲ ଓ ହାଣ୍ଡିଧୁଆଁ – ବଳରାମ ପ୍ରସାଦ ରାସ୍ତା ଆଲୋକିକରଣ କରାଯିବା ନେଇ ଦାବୀପତ୍ର ତାଳଚେର,୧୦/୮: ତାଳଚେର ପଞ୍ଚାୟତ ସମିତି ସଭାଘର ଠାରେ ଆଜି ଅନୁଷ୍ଠିତ ଅନୁଗୋଳ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣୀ ଶିବିରରେ ତାଳଚେର ଜନ…

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ବାଲିଗୁଡା, ତା, ୧୦/୦୮:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ…

ଶ୍ରାବଣ ଦ୍ୱିତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ

ଶ୍ରାବଣ ଦ୍ୱିତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ ବାଲିଗୁଡା, ତା, ୧୦/୦୮:(ସୁଶୀଳ କୁମାର ପାଣିଗ୍ରାହୀ): ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ…

ଶ୍ରାବଣ ସୋମବାରରେ ଭକ୍ତିମୟ ବାବା ଆଖଣ୍ଡଳମଣିଙ୍କ ପୀଠ, ଚୁଡ଼ା ଘଷା ଓ ପଣା ଭୋଗରେ ମହକିଲା ପରିବେଶ

ଢେଙ୍କାନାଳ ଜିଲ୍ଲାର ଭାଗୀରଥି ସାଗର କୂଳରେ ଅବସ୍ଥିତ ବାବା ଆଖଣ୍ଡଳମଣିଙ୍କ ପୀଠରେ ଆଜି ଶ୍ରାବଣ ମାସର ଦ୍ଵିତୀୟ ସୋମବାର ଅବସରରେ ଭକ୍ତିମୟ ପରିବେଶ ମଧ୍ୟରେ ବିଶେଷ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଛି। ପ୍ରଭାତରୁ ମଙ୍ଗଳ ଆଳତି, ମହାସ୍ନାନ, ବେଲପତ୍ର ଅର୍ପଣ, ବିଭିନ୍ନ ପ୍ରକାରର…

ତ୍ରିରଙ୍ଗାର ଗୌରବରେ ଉତ୍ସବମୁଖର ଢେଙ୍କାନାଳ

ତ୍ରିରଙ୍ଗାର ଗୌରବରେ ଉତ୍ସବମୁଖର ଢେଙ୍କାନାଳ ଢେଙ୍କାନାଳ : ୧୦/୦୮-ଦେଶପ୍ରେମ, ଜାତୀୟ ଏକତା ଓ ତ୍ରିରଙ୍ଗା ପ୍ରତି ଗର୍ବର ଭାବନାରେ ଆଜି ଉତ୍ସବମୁଖର ହୋଇଉଠିଥିଲା ଢେଙ୍କାନାଳ ସହର। ‘ହର ଘର ତିରଙ୍ଗା’ ଅଭିଯାନର ଅଂଶସ୍ୱରୂପ ଢେଙ୍କାନାଳରେ ଆୟୋଜିତ ଏକ ବିଶାଳ ତିରଙ୍ଗା ରାଲିରେ…

ଶ୍ରାବଣର ଚତୁର୍ଥ ସୋମବାର ରେ ଚନ୍ଦନେଶ୍ୱରଙ୍କ ଠାରେ ଜଳାଭିଷେକ

ଶ୍ରାବଣର ଚତୁର୍ଥ ସୋମବାର ରେ ଚନ୍ଦନେଶ୍ୱରଙ୍କ ଠାରେ ଜଳାଭିଷେକ ଯାଜପୁର_ ଯାଜପୁର ଜିଲ୍ଲା ବିଂଝାରପୁର ବ୍ଳକ ଅନ୍ତର୍ଗତ ସିଂହପୁର ଠାରେ ଥିବା ଚନ୍ଦନେଶ୍ୱରଙ୍କ ପୀଠରେ ଆଜି ଶ୍ରାବଣ ମାସର ଚତୁର୍ଥ ସୋମବାର ଅବସରରେ ପ୍ରଥମେ ସ୍ବର୍ଯ୍ୟ ପୁଜା,ବୃକ୍ଷଭ ପୁଜା, ପାର୍ଶ୍ଵଦେବତା ପୁଜା,…

ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି

ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣିଅନୁଗୋଳ, ତା. ୧୦.୦୮.୨୦୨୬: ଜିଲ୍ଲା କାର୍ଯ୍ୟାଳୟଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୩୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା।ସେଥିମଧ୍ୟରୁ ୨୨ଟି ବ୍ୟକ୍ତିଗତ ଓ ୮ଟି…

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତଅନୁଗୋଳ, ତା. ୧୦.୦୮.୨୦୨୬: ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସମିତି ସଭାଗୃହ, ତାଳଚେରଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜନଶୁଣାଣି ଶିବିରରେ ସମୁଦାୟ ୫୯ଟି…

ଜିଲ୍ଲା ସ୍ତରୀୟ ଜାତୀୟ କୃମିନାଶକ ଦିବସ ପାଳିତ

ଜିଲ୍ଲା ସ୍ତରୀୟ ଜାତୀୟ କୃମିନାଶକ ଦିବସ ପାଳିତ ଅନୁଗୋଳ,୧୦.୦୮: ଆଜି ପୂର୍ବାହ୍ନରେ ସ୍ଥାନୀୟ ହୁଲୁରିସିଂହା ଉଚ୍ଚ ବିଦ୍ୟାଳୟଠାରେ ଜିଲ୍ଲା ସ୍ତରୀୟ ଜାତୀୟ କୃମିନାଶକ ଦିବସ ପାଳନ କରାଯାଇଛି।ଏହି ସଚେତନତା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ମୁଖ୍ୟ ଅତିଥି…

ଗଞ୍ଜାମ ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ହେଲେ କୃଷ୍ଣଚନ୍ଦ୍ର ପୋଲାଈ

ଗଞ୍ଜାମ ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ହେଲେ କୃଷ୍ଣଚନ୍ଦ୍ର ପୋଲାଈ ବ୍ରହ୍ମପୁର, ୧୦/୮ : ଛାତ୍ର ଜୀବନରୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ସହିତ ଜଡ଼ିତ ହୋଇ ଜଣେ ସକ୍ରିୟ କାର୍ଯ୍ୟକର୍ତ୍ତା ତଥା ଛାତ୍ର ନେତା ଭାବେ ସେ…

You missed