୭୨ତମ ବନ୍ୟପ୍ରାଣୀ ସପ୍ତାହ ଅବସରରେ ପ୍ରଥମ ଚନ୍ଦକା ଗ୍ରୀନ୍ ମାରାଥନ୍ ଆୟୋଜିତ
୭୨ତମ ବନ୍ୟପ୍ରାଣୀ ସପ୍ତାହ ଅବସରରେ ପ୍ରଥମ ଚନ୍ଦକା ଗ୍ରୀନ୍ ମାରାଥନ୍ ଆୟୋଜିତ ବନ୍ୟପ୍ରାଣୀ ସଂରକ୍ଷଣ ଓ ସୁସ୍ଥ ଜୀବନଶୈଳୀର ବାର୍ତ୍ତା ନେଇ ଚନ୍ଦକା–ଭରତପୁର ପ୍ରାକୃତିକ ପରିବେଶରେ ଦୌଡ଼ିଲେ ପ୍ରତିଯୋଗୀ ଭୁବନେଶ୍ୱର, ୨୭ ସେପ୍ଟେମ୍ବର ୨୦୨୬: ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ…
