ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଜ୍ୟପାଳ
*ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଜ୍ୟପାଳ* ଭୁବନେଶ୍ୱର, ଅକ୍ଟୋବର ୧୫: ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଆଜି ଭୁବନେଶ୍ୱରସ୍ଥିତ ଲୋକଭବନ ପରିସରରେ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ୧୪୪ଟି ଆବାସିକ…
