ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ: ନିୟନ୍ତ୍ରଣ କକ୍ଷରୁ ସ୍ଥିତି ଉପରେ ନଜର ରଖିଛି ଉଚ୍ଚଶିକ୍ଷା ବିଭାଗ
ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ: ନିୟନ୍ତ୍ରଣ କକ୍ଷରୁ ସ୍ଥିତି ଉପରେ ନଜର ରଖିଛି ଉଚ୍ଚଶିକ୍ଷା ବିଭାଗ ଭୁବନେଶ୍ୱର: ଆଜି ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ନିର୍ବାଚନ ପ୍ରକ୍ରିୟାକୁ ଶାନ୍ତିପୂର୍ଣ୍ଣ, ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ…
