ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଆର୍ଆଣ୍ଡ୍ବି ବିଭାଗର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ
### ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଆର୍ଆଣ୍ଡ୍ବି ବିଭାଗର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କଟକ, ୨୨ ଅକ୍ଟୋବର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆଜି ଆର୍ଆଣ୍ଡ୍ବି (ରାସ୍ତା…
