ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହେଲା ରାଜ୍ୟସ୍ତରୀୟ ‘ସୁରଭି-୨୦୨୬’ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ସମାରୋହ
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହେଲା ରାଜ୍ୟସ୍ତରୀୟ ‘ସୁରଭି-୨୦୨୬’ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ସମାରୋହ ରାଜ୍ୟରେ ଶିକ୍ଷା, ସଂସ୍କୃତି ଓ ନବସୃଜନର ମହାସଙ୍ଗମ ‘ସମୃଦ୍ଧ ଭାଷା, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ସହ ଆରମ୍ଭ ହେଲା ତିନିଦିନିଆ ଶିଶୁ ମହୋତ୍ସବ, ଏକାଠି…
