*ସରକାରୀ ହାଇସ୍କୁଲ ବଡ଼ମାଳରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା*
*ସରକାରୀ ହାଇସ୍କୁଲ ବଡ଼ମାଳରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା* ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ମାଳରେ “ଜାତୀୟ ଶକ୍ତି ସଂରକ୍ଷଣ ଦିବସ-୨୦୨୬” ପାଳନ ଉପଲକ୍ଷେ ଏକ ବିଦ୍ୟାଳୟ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଶକ୍ତି…
