Category: ବୌଦ୍ଧ

ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଚିତାବାଘ ଚମଡ଼ା ଜବତ; ଦୁଇଜଣ ଗିରଫ

ବୌଦ୍ଧ: ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗୁରୁବାର ଦିନ ଏକ ଚିତାବାଘ ଚମଡ଼ା ଜବତ କରିବା ସହିତ ବନ୍ୟ ପ୍ରାଣୀଙ୍କ ଶରୀରର ଅଙ୍ଗ ଅବୈଧ ବ୍ୟବସାୟରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଗିରଫ କରିଛନ୍ତି ବୋଲି ଅଧିକାରୀମାନେ କହିଛନ୍ତି।ଏକ ସୂଚନା ପାଇ, ଭିଜିଲାନ୍ସ ବିଭାଗର…

ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ

ବୌଦ୍ଧ – ଜିଲ୍ଲା ପ୍ରଶାସନ ବୌଦ୍ଧ ତରଫରୁ ସ୍ଥାନୀୟ ମୂର୍ଶୁଣ୍ଢି ସ୍ଥିତ ପଡ଼ିଆଠାରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ମୁଖ୍ୟଅତିଥି ମାନ୍ୟବର ବିଧାୟକ ବୌଦ୍ଧ ତଥା ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀଯୁକ୍ତ ସରୋଜ କୁମାର ପ୍ରଧାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି…

ମାଓବାଦିଙ୍କ ନାମରେ (ଧରାଇଦେଲେ)ପୁରସ୍କାର ଘୋଷଣା କରିଛି ବୌଦ୍ଧ ପୁଲିସ

ଭୁବନେଶ୍ବର: ୧୮ ମାଓବାଦୀଙ୍କ ପାଇଁ ୮ କୋଟି ୪୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି ବୌଦ୍ଧ ପୁଲିସ। ଯେଉଁମାନେ ଏହି ମାଓବାଦୀମାନଙ୍କୁ ଧରାଇ ଦେବେ ସେମାନଙ୍କୁ ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି ବୌଦ୍ଧ ଜିଲା ପୁଲିସ ପକ୍ଷରୁ କୁହାଯାଇଛି।…

ମଦୁଆ ଶିକ୍ଷକଙ୍କ ଦରମା ବନ୍ଦ

ବୌଦ୍ଧ: ବୌଦ୍ଧ ଜିଲ୍ଲା ଝାରଖମଣ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ଦରମା ବନ୍ଦ କଲେ ହରଭଙ୍ଗା ବ୍ଲକ ଶିକ୍ଷା ଅଧିକାରୀ। ମଦ୍ୟପାନ କରି ସ୍କୁଲକୁ ଆସିବା ଯୋଗୁଁ ଶିକ୍ଷକ ସୁରମଣି ମଲ୍ଲିକଙ୍କ ଗୋଟିଏ ଦିନର ଦରମା ବନ୍ଦ ସହ ବିଭାଗୀୟ ତଦନ୍ତ…

୧୦ ଶିକ୍ଷକଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍

ଆକ୍ସନରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ(BEO)। କାର୍ଯ୍ୟରେ ଅବହେଳା ଅଭିଯୋଗରେ BEO ୮ଟି ସ୍କୁଲର ୧୦ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। ଏପରିକି କାର୍ଯ୍ୟରେ ଅବହେଳା କରିଥିବାରୁ ଶିକ୍ଷକମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ମିଳିଥିବା…

ବୌଦ୍ଧବାସୀଙ୍କ ଅପେକ୍ଷାର ଅନ୍ତ; ଆଜିଠୁ ଗଡିବ ଟ୍ରେନ୍

ବୌଦ୍ଧ: ଆଜିଠୁ ବୌଦ୍ଧରୁ ଗଡିବ ଟ୍ରେନ୍ । ଜିଲ୍ଲାବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହେବ । ଏଥିପାଇଁ ବେଶ ଉତ୍ସାହିତ ଅଛନ୍ତି ଜିଲ୍ଲାବାସୀ । ବହୁ ପ୍ରତିକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ବୌଦ୍ଧ ଓ ପୁରୁଣାକଟକ ରେଳ ଷ୍ଟେସନରୁ ରେଳ ଗଡିବ ।…

ଭୁଶୁଡ଼ିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ବୃହତ୍ତମ ରେଳ ଟନେଲ

ବୌଦ୍ଧ: ନିମ୍ନ ମାନର କାମ ଯୋଗୁଁ ଭୁଷୁଡି ପଡ଼ିଲା ୫ କିମି ଦୂରତା ବିଶିଷ୍ଟ ଓଡ଼ିଶାର ସର୍ବ ବୃହତ୍ତମ ରେଳ ଟନେଲ, ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପର ବୌଦ୍ଧ ଜିଲ୍ଲା ଆଡ଼େଣିଗଡ଼ ନିର୍ମାଣ ଧିନ ରେଳ ଟନେଲ ଭୁଷୁଡି ପଡିଛି। ୩୦…

ମୁଖ୍ୟମନ୍ତ୍ରୀଙ୍କ ବୌଦ୍ଧ ଗସ୍ତ, କଲେ ଜିଲା ପ୍ରଶାସନ କାର୍ଯ୍ୟକାରିତାର ସମୀକ୍ଷା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକରେ ନିଜର ସନ୍ତୋଷ ପ୍ରକାଶ…

ଗଞ୍ଜେଇ କାରବାର କରୁଥିଲେ ୩ ଆଇଆରବି ଯବାନ ;ଚାକିରିରୁ ବହିଷ୍କୃତ

ବୌଦ୍ଧ : ବୌଦ୍ଧ ଜିଲ୍ଲାର ମନମୁଣ୍ଡା ଥାନାରେ ମାଓବାଦୀ ଅପରେସନ ପାଇଁ ବାରାକରେ ଆଇଆରବି ଯବାନମାନେ ନିୟୋଜିତ ଥିଲେ। କିନ୍ତୁ ବାରାକରେ ଗଞ୍ଜେଇ ରଖି ଯବାନମାନେ ଚାଲାଣ କରୁଥିବା ଖବର ଏସପି ଜାଣିପାରିଥିଲେ । ଏହା ପରେ ଥାନାକୁ ଆସି ଗତ…

ଗଞ୍ଜେଇ ଚାଲାଣ: ୩ IRB ଯବନା ଗିରଫ

ବୌଦ୍ଧ ଜିଲ୍ଲାରେ ଗଞ୍ଜେଇ ଚାଲଣ ଧରାପଡିଲେ ୩ IRB ଯବାନ । ବୌଦ୍ଧ ମନମୁଣ୍ତା ପୋଲିସ ବ୍ୟାରେକରେ ଚଢାଉ କରିଥିଲା ଯେଉଁଠି ୩ ଯବାନଙ୍କ ପାଖରୁ ୧୫ କେଜି ଗଞ୍ଜେଇ ଜବତ କରାଯାଇଥିଲା । ପରେ ଗିରଫ କରି କୋର ଯବାନଙ୍କୁ…