୭୬୨ ଜଣ ହିତାଧିକାରୀଙ୍କୁ ୬.୬ କୋଟି ଟଙ୍କାର ଆର୍ଥିକ ସହାୟତା
୭୬୨ ଜଣ ହିତାଧିକାରୀଙ୍କୁ ୬.୬ କୋଟି ଟଙ୍କାର ଆର୍ଥିକ ସହାୟତା ଭବାନୀପାଟଣା (ଜାଗ୍ରତ ଭାରତ)ଶ୍ରମିକମାନଙ୍କ ସାମାଜିକ ଓ ଆର୍ଥିକ ସୁରକ୍ଷା ସୁନିଶ୍ଚିତ କରିବା ସହ ସରକାରଙ୍କ ବିଭିନ୍ନ ଶ୍ରମିକ କଲ୍ୟାଣକାରୀ ଯୋଜନାର ସୁବିଧା ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ କଳାହାଣ୍ଡି…
