ଜିଲ୍ଲା ବୁଦ୍ଧିଜୀବୀ ସଂଗଠନ ତରଫରୁ “ପରିବେଶ ପ୍ରଦୂଷଣ ଜନିତ ସ୍ୱାସ୍ଥ୍ୟ ସମସ୍ୟା” ଉପରେ ଆଲୋଚନା

ଜିଲ୍ଲା ବୁଦ୍ଧିଜୀବୀ ସଂଗଠନ ତରଫରୁ “ପରିବେଶ ପ୍ରଦୂଷଣ ଜନିତ ସ୍ୱାସ୍ଥ୍ୟ ସମସ୍ୟା” ଉପରେ ଆଲୋଚନା ।

ଢେଙ୍କାନାଳ,୨୯।୫ (ଜାଗ୍ରତ ଭାରତ):
ଜିଲ୍ଲା ବୁଦ୍ଧିଜୀବୀ ସଂଗଠନ ତରଫରୁ ପ୍ରତ୍ୟେକ ଶୁକ୍ରବାର ସ୍ଥାନୀୟ ଗାନ୍ଧୀ ପାର୍କରେ କରାଯାଉଥିଵା ସତ୍ୟାଗ୍ରହ ସଫେଇ କାର୍ଯ୍ୟକ୍ରମ ଅବସରରେ
ଜାତିର ଜନକ ମହାତ୍ମାଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା । ଵର୍ତ୍ତମାନ ରାଜ୍ୟ , ଦେଶ ଏବଂ ବିଶ୍ୱରେ ସାମାଜିକ, ରାଜନୈତିକ ପରିସ୍ଥିତି ଏବଂ ଅର୍ଥନୈତିକ ବୈଷମ୍ୟତା ଯୋଗୁଁ ସମାଜର ଅନେକ ବ୍ୟକ୍ତି ବିଶେଷ ଦାରିଦ୍ର୍ୟ ଅନାଟନ ଦେଇ ଗତି କରୁଥିଵା ନେଇ ସଦସ୍ୟଗଣ ଉଦବେଗ ପ୍ରକାଶ କରିଥିଲେ । ମାତ୍ରାଧିକ ପରିବେଶ ପ୍ରଦୂଷଣ ଜଳ , ବାୟୁ ଏବଂ ମୃତ୍ତିକା କୁ ଦିନକୁଦିନ ବିଷାକ୍ତ କରିବାରେ ଲାଗିଛି । ଢେଙ୍କାନାଳ ଜିଲ୍ଲାରେ କିଡନୀ ରୋଗ ଏବଂ କ୍ୟାନ୍ସର ଅହେତୁକ ଭାବରେ ବଢ଼ିଚାଲିଛି । ଏପଟେ ଅବିଭକ୍ତ ଢେଙ୍କାନାଳ ଜିଲ୍ଲାରେ ଶିଳ୍ପାୟନ ଏବଂ ଖଣି ଖନନ ବୃଦ୍ଧି ପାଇବା ଯୋଗୁଁ ନଦୀ ଜଳ , ଭୂତଳ ଜଳ ପ୍ରଦୁଷିତ ହୋଇ ପିଇବା ଉପଯୋଗୀ ହୋଇ ରହି ନାହିଁ । ବାୟୁ ପ୍ରଦୂଷଣ ଯୋଗୁଁ ଶ୍ୱାସ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ବର୍ତ୍ତମାନ ଏବଂ ଭବିଷ୍ୟତ ପିଢି ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି । ଶହ ଶହ କିଡନୀ ରୋଗୀ ମାନଙ୍କୁ ସପ୍ତାହରେ ୨ଥର ଡାଏଲିସିସ୍ ଦେବା ନିମନ୍ତେ ସରକାରୀ ସୁବିଧା ଉପଲବ୍ଧ ନାହିଁ । ଗରୀବ ରୋଗୀ ଚିକିତ୍ସା ଅଭାବରୁ ମୃତ୍ୟୁ ବରଣ କରୁଛନ୍ତି । ଏପରି ଭୟଙ୍କର ରୋଗର ପ୍ରତିଷେଧକ ବ୍ୟବସ୍ଥା ଅତ୍ୟନ୍ତ ଜରୁରୀ ବୋଲି ସଦସ୍ୟ ମାନେ ମତପ୍ରକାଶ କରିଛନ୍ତି । ବିଶୁଦ୍ଧ ପାନୀୟ ଜଳ କିପରି ଯୋଗାଇଦିଆଯିବ ସେ ବିଷୟରେ ପ୍ରଶାସନ ସୁଚିନ୍ତିତତ ଯୋଜନା ପ୍ରସ୍ତୁତ କରି ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିକଟରେ ଦାବି କରାଯାଇଛି । ପରିବେଶ ପ୍ରଦୂଷଣ ସମ୍ପର୍କରେ ଆଲୋଚନା ସହିତ ଏହାର ନିରାକରଣ ନିମନ୍ତେ ଜନ ସାଧାରଣଙ୍କୁ ସଚେତନ କରାଇବା ନିମନ୍ତେ ସଂଗଠନ ତରଫରୁ ବିଶେଷ କାର୍ଯ୍ୟକ୍ରମ କରାଯିବା ନିଷ୍ପତ୍ତି ନିଆଯାଇଛି । ସାଧାରଣ ଲୋକ ସରକାରୀ କାର୍ଯ୍ୟାଳୟରେ କିପରି ନିର୍ଭୟରେ ନିଜର ସମସ୍ୟା ଉପସ୍ଥାପନ କରିପାରିଵେ ଏବଂ ସରକାରୀ ପଦାଧିକାରୀ କିପରି ସାଧାରଣ ଲୋକଙ୍କୁ ସମ୍ମାନର ସହିତ ସମସ୍ୟା ସମାଧାନରେ ସହାୟତା କରିଵେ ସେଥି ନିମନ୍ତେ ସଂଗଠନ ସରକାରଙ୍କ ନିକଟରେ ଦାବି କରିଛି । କାର୍ଯ୍ୟକ୍ରମରେ ଅନୁଷ୍ଠାନ ର ସଭାପତି ପ୍ରଫେସର ଡାକ୍ତର ତୁଷାର କାନ୍ତି ନାୟକ, ଉପସଭାପତି ରୁଦ୍ର ପ୍ରକାଶ ଶରଣ,ସରୋଜ କୁମାର ଶତପଥୀ, ସଦସ୍ୟ ଅଜେନ୍ଦ୍ର ସାମଲ , ସ୍ମୀତାରାଣୀ ସାମଲ,ବିନୟ କୁମାର ସାହୁ, ପ୍ରଶାନ୍ତ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech