ଗୁଜରାଟର ଭୁଜରେ ସୀମା ସଂପର୍କିତ ସମସ୍ୟା ନେଇ ସମୀକ୍ଷା ବୈଠକ କଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ

କେନ୍ଦ୍ର ସ୍ବରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଗୁଜରାଟର ଭୁଜରେ ଏକ ସୁରକ୍ଷା ସମୀକ୍ଷା ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ଭାରତ-ପାକିସ୍ତାନ ସୀମା ସଂଲଗ୍ନ ଗୁଜରାଟର ସୀମାନ୍ତ ଏବଂ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ସୁରକ୍ଷା ସମ୍ପର୍କିତ ପ୍ରସଙ୍ଗରେ ଚର୍ଚ୍ଚା କରାଯାଇଥିଲା। ଏହି ଅବସରରେ ଗୁଜରାଟର ମାନ୍ୟବର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ ଏବଂ ଅନ୍ୟାନ୍ୟ ବରିଷ୍ଠ ରାଜ୍ୟ ସରକାରୀ ଅଧିକାରୀ, କଚ୍ଛ, ଭାଭ-ଥରଡ ଏବଂ ପାଟନ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳ ଏବଂ ପୋଲିସ ଅଧିକ୍ଷକ (ଏସପି) ଉପସ୍ଥିତ ଥିଲେ।

ଏହି ବୈଠକରେ ଭାରତ-ପାକିସ୍ତାନ ସୀମାନ୍ତରେ ଥିବା ଏହି ସୀମାନ୍ତ ଅଞ୍ଚଳଗୁଡ଼ିକ ସମ୍ମୁଖୀନ ହେଉଥିବା ସମସ୍ୟାଗୁଡ଼ିକ ଉପରେ ଧ୍ୟାନ ଦିଆଯାଇଥିଲା ଓ ଅଧିକ ଦୃଢ଼ ଏବଂ ବ୍ୟାପକ ସୀମା ପରିଚାଳନା ହାସଲ ଉପରେ ଗୁରୁତ୍ବ ଦିଆଯାଇଥିଲା। ଏକ୍ଷେତ୍ରରେ ରାଜ୍ୟ ସରକାର, ବିଶେଷକରି ଜିଲ୍ଲାପାଳ ଓ ଏସପିଙ୍କ ଆବଶ୍ୟକୀୟ ସକ୍ରିୟ ଏବଂ ପ୍ରଭାବଶାଳୀ ଭୂମିକା ନିର୍ବାହ ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଥିଲା ।

ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ କହିଥିଲେ ଯେ ସୀମାରେ ବାଡ଼, ସାମୁଦ୍ରିକ ସୁରକ୍ଷା ପଦକ୍ଷେପ ଏବଂ ରାଜ୍ୟ ସରକାରଙ୍କ ଦୃଢ଼ ରାଜନୈତିକ ଇଚ୍ଛାଶକ୍ତି ଯୋଗୁଁ ଗୁଜରାଟର ସୁରକ୍ଷା କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆସିଛି। ଏହା ଫଳରେ ରାଜ୍ୟରେ ଅନୁପ୍ରବେଶ ଏବଂ ସୀମା ଦେଇ ଚୋରା ଚାଲାଣ ସମ୍ପୂର୍ଣ୍ଣ ବନ୍ଦ ହୋଇଛି। ସେ ନିର୍ଦ୍ଦେଶ ଦେଇଥିଲେ ଯେ ଅନ୍ତର୍ଜାତୀୟ ସୀମାର ୦ ରୁ ୧୫ କିଲୋମିଟର ଅଞ୍ଚଳ ମଧ୍ୟରେ ଯେକୌଣସି ଅନଧିକୃତ ଜବରଦଖଲକୁ ଦୂର କରିବା ଦିଗରେ “ଶୂନ୍ୟ ସହନଶୀଳତା” ଆଭିମୁଖ୍ୟ ଗ୍ରହଣ କରାଯିବା ଉଚିତ। ସେ ସୀମାନ୍ତ ଅଞ୍ଚଳରେ ମୌଳବାଦର ସମ୍ଭାବ୍ୟ କେନ୍ଦ୍ରଗୁଡ଼ିକ ଉପରେ ସତର୍କ ଦୃଷ୍ଟି ରଖିବାର ଆବଶ୍ୟକତା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଥିଲେ।

ଶ୍ରୀ ଅମିତ ଶାହ କହିଥିଲେ ଯେ ସୀମାନ୍ତ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନେ ସେମାନଙ୍କ ଅଧିକାର କ୍ଷେତ୍ର ମଧ୍ୟରେ ଘଟୁଥିବା ଯେକୌଣସି ଜନସଂଖ୍ୟାଗତ ପରିବର୍ତ୍ତନ ଉପରେ କଡ଼ା ନଜର ରଖି ନିୟମିତ ରିପୋର୍ଟ ଦେବା ଉଚିତ। ସୀମାବର୍ତ୍ତୀ ଇଲାକାରେ ଶିଳ୍ପାୟନ ଯୋଗୁଁ ହେଉଥିବା ବିପରୀତଗାମୀ ପ୍ରବାସନ ଏକ ସ୍ବାଗତଯୋଗ୍ୟ ଘଟଣାକ୍ରମ ବୋଲି ସେ ମତ ଦେଇଥିଲେ। ଶ୍ରୀ ଶାହ ସ୍ଥାନୀୟ ପୋଲିସ ଷ୍ଟେସନରୁ ‘ପଟୱାରୀ’ (ରାଜସ୍ୱ ଅଧିକାରୀ)ଙ୍କ ପର୍ଯ୍ୟନ୍ତ ସମସ୍ତ ଅଂଶୀଦାର ଆଗକୁ ଆସି ଏହି ଅଞ୍ଚଳରେ ବସବାସ କରିଥିବା ଅନୁପ୍ରବେଶକାରୀଙ୍କ ପ୍ରତ୍ୟାର୍ପଣ ଲାଗି ଏକାଠି କାମ କରିବାକୁ ଅନୁରୋଧ କରିଥିଲେ। ଶେଷରେ, ସେ ନିର୍ଦ୍ଦେଶ ଦେଇଥିଲେ ଯେ ପ୍ରତ୍ୟେକ ସୀମାନ୍ତ ଜିଲ୍ଲାର ସ୍ଥାନୀୟ ପ୍ରଶାସନଗୁଡ଼ିକ ସେମାନଙ୍କର ନିର୍ଦ୍ଦିଷ୍ଟ ଚ୍ୟାଲେଞ୍ଜ ଏବଂ ଆବଶ୍ୟକତା ଅନୁଯାୟୀ ମାନକ କାର୍ଯ୍ୟ ପ୍ରଣାଳୀ (ଏସଓପି) ପ୍ରସ୍ତୁତ କରନ୍ତୁ, ଯାହା ନିଶ୍ଚିତ କରିବ ଯେ ଏହି ପ୍ରୋଟୋକଲଗୁଡ଼ିକ ପ୍ରଭାବଶାଳୀ ଭାବରେ ବିଦ୍ୟମାନ ଅନୁପ୍ରବେଶକାରୀଙ୍କ ଚିହ୍ନଟକୁ ସହଜ କରିବା ସହିତ ସଂଦିଗ୍ଧ ଡ୍ରୋନ ଏବଂ ନିଶାଦ୍ରବ୍ୟ ଚିହ୍ନଟ କରିବାରେ ସହାୟକ ହେବ।

ସ୍ବରାଷ୍ଟ୍ରମନ୍ତ୍ରୀ କହିଥିଲେ ଯେ ପ୍ରତିଜିଲ୍ଲାରେ ବିଏସ୍ଏଫ, କୋଷ୍ଟଗାର୍ଡ, ଆୟକର ବିଭାଗ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଓ ଶୀର୍ଷ ବ୍ୟାଙ୍କ ପରିଚାଳକଙ୍କୁ ନେଇ ଏକ ସୁରକ୍ଷା ସମନ୍ବୟ ଗ୍ରୁପ୍ ଗଠନ ହେବା ଆବଶ୍ୟକ। ସେ କହିଥିଲେ ଯେ ଆୟକର, ବେଆଇନ ଅର୍ଥକାରବାର ନିବାରଣ, ସୀମା ଆଇନ ଇତ୍ୟାଦିର ପ୍ରଭାବୀ କାର୍ଯ୍ୟାନ୍ବୟନର ଉତ୍ତରଦାୟିତ୍ବ ଜିଲ୍ଲାପାଳ, ଏସ୍ପି ଓ ସୀମାନ୍ତ ରେଞ୍ଜ ପୁଲିସ ମହାନିରୀକ୍ଷକ(ଆଇଜି)ଙ୍କ ଉପରେ ନ୍ୟସ୍ତ ହେବା ଆବଶ୍ୟକ।

ସୀମାନ୍ତ ଜିଲ୍ଲାଗୁଡ଼ିକରେ ହାୱାଲା କାରବାର, ଆର୍ଥିକ କାରବାର, ମ୍ୟୁଲ୍ ଆକାଉଣ୍ଟ୍, ସେଲ୍ କମ୍ପାନୀ, ସନ୍ଦିଗ୍ଧ ଯାନବାହନ ଏବଂ ଜିଏସଟି ସଂଗ୍ରହ ଉପରେ କଡ଼ା ନଜର ରଖିବା ଉପରେ ଶ୍ରୀ ଶାହ ଗୁରୁତ୍ୱାରୋପ କରିଥିଲେ। ସେ କହିଥିଲେ ଯେ ଆର୍ଥିକ ଅପରାଧ ସହିତ ଲଢ଼ୁଥିବା ଏଜେନ୍ସିଗୁଡ଼ିକୁ ସୀମାନ୍ତ ଅଞ୍ଚଳ ବିଷୟରେ ସବିଶେଷ ସୂଚନା ଦିଆଯିବା ଉଚିତ ଏବଂ ଆୟକର ବିଭାଗ, ରିଜର୍ଭ ବ୍ୟାଙ୍କ ସହଯୋଗରେ, ବ୍ୟାପକ ସର୍ଭେ ଅଭିଯାନ ଚଳାଇବା ଉଚିତ।

କେନ୍ଦ୍ର ଗୃହମନ୍ତ୍ରୀ କହିଛନ୍ତି ଯେ ଅନ୍ତର୍ଜାତୀୟ ସାମୁଦ୍ରିକ ସୀମା ରେଖା ନିକଟତର ହେବା ଦୃଷ୍ଟିରୁ, ସାମୁଦ୍ରିକ ସୁରକ୍ଷାକୁ ପ୍ରାଥମିକତା ଦେବା ଏବଂ ଭାରତୀୟ ତଟରକ୍ଷୀ ବାହିନୀ ସହିତ ପ୍ରଭାବଶାଳୀ ସମନ୍ୱୟ ସୁନିଶ୍ଚିତ କରିବାର ଆବଶ୍ୟକତା ରହିଛି। ସେ ଆହୁରି ମଧ୍ୟ ଉଲ୍ଲେଖ କରିଥିଲେ ଯେ ‘ଭାଇବ୍ରାଣ୍ଟ ଗ୍ରାମ’ ପଦକ୍ଷେପ ସହିତ, ସୀମାନ୍ତ ଗ୍ରାମଗୁଡ଼ିକରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନାର ଶତପ୍ରତିଶତ କାର୍ଯ୍ୟାନ୍ବୟନ ସୁନିଶ୍ଚିତ କରିବା ଅତ୍ୟନ୍ତ ଜରୁରୀ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech