ବ୍ୟାଙ୍କ୍ ଅଫ ମହାରାଷ୍ଟ୍ର ଡକାୟତି ଘଟଣାରେ ଆଉତିନି ଅଭିଯୁକ୍ତ ଗିରଫ, ସମୁଦାୟ ୧୧ଗିରଫ ଆହୁରି ବାକି।
କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ବଡ଼ବିଲ ପୌରାଞ୍ଚଳ ତଥା ବଡ଼ବିଲ ଥାନା ଅନ୍ତର୍ଗତ ୱାର୍ଡ଼ ନମ୍ବର୍ ପନ୍ଦର ସ୍ଥିତ ବଡ଼ବିଲ କଳିଙ୍ଗ ରୋଡ଼ରେ ଥିବା ବ୍ୟାଙ୍କ୍ ଅଫ ମହାରାଷ୍ଟ୍ର ଡକାୟତି ଘଟଣାରେ ଆଉ ତିନି ଜଣଙ୍କୁ ଗିରଫ କରିଛି କେନ୍ଦୁଝର ପୋଲିସ୍, ଏହି ମାମଲାରେ ଗିରଫଦାରି ସଂଖ୍ୟା ୧୧ଜଣକୁ ବୃଦ୍ଧି ଆହୁରି ଗିରଫଦାରି ବାକି, ଏକ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ମହାପାତ୍ର ।
କେନ୍ଦୁଝର ଜିଲ୍ଲାରୁ ସରୋଜ କୁମାର ମହାପାତ୍ରଙ୍କ ରିପୋର୍ଟ



