ରାଜ୍ୟସ୍ତରୀୟ ଅବକାରୀ ଅଧିକ୍ଷକ ସମ୍ମିଳନୀ ଅନୁଷ୍ଠିତ

ଭୁବନେଶ୍ୱର: ଅବକାରୀ ବିଭାଗ ପକ୍ଷରୁ ନିୟମିତ ଚଢ଼ାଉ ଫଳରେ ବିଗତ ଦୁଇ ବର୍ଷ ମଧ୍ୟରେ ରେକର୍ଡ ପରିମାଣରେ ବେଆଇନ ନିଶାଦ୍ରବ୍ୟ ଓ ମାଦକ ସାମଗ୍ରୀ ଜବତ ହେବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି । ଏଥି ସହିତ ସଚେତନତା କାର୍ଯ୍ୟକ୍ରମ ଜରିଆରେ ଯୁବପିଢ଼ିଙ୍କୁ ବେଆଇନ ମାଦକ ଦ୍ରବ୍ୟ ତଥା ନିଷିଦ୍ଧ ନିଶା ସେବନଠାରୁ ଦୂରେଇ ରହିବା ପାଇଁ ସଚେତନତା ସୃଷ୍ଟି କରାଯାଉଛି, ଯାହା ବିଭାଗ ପାଇଁ ଏକ ବଡ଼ ଉପଲବ୍ଧି । ତେବେ ଗୁଇନ୍ଦା ରିପୋର୍ଟକୁ ଆଧାର କରି ନିୟମିତ ଚଢ଼ାଉ ସହ ପେସାଦାର ଅପରାଧୀଙ୍କ ବିରୋଧରେ ପ୍ରମାଣ ଯୋଗାଡ଼ କରି ନ୍ୟାୟାଳୟରେ ଦଣ୍ଡବିଧାନ ପାଇଁ ପ୍ରକ୍ରିୟା ଆରମ୍ଭ କରିବା ଏବଂ ସମ୍ପୃକ୍ତ ଅପରାଧୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ନେଇ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅବକାରୀ ଅଧିକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି । ଆଜି ଅବକାରୀ ବିଭାଗ ପକ୍ଷରୁ ସ୍ଥାନୀୟ ନିର୍ମାଣ ସୌଧଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଅବକାରୀ ଅଧିକ୍ଷକ ସମ୍ମିଳନୀରେ ଅଧ୍ୟକ୍ଷତା କରିବା ସହ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ବେଆଇନ ନିଶା କାରବାର ଯୋଗୁଁ କେବଳ ଧନଜୀବନ ହାନି ଘଟୁ ନାହିଁ ବରଂ ରାଜ୍ୟରେ ଅନେକ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି । ତେଣୁ ନିୟମିତ ଭାବେ ଏଭଳି କାର୍ଯ୍ୟରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ବିରୋଧରେ ଆଇନ ଅନୁଯାୟୀ କଡ଼ା କାର୍ଯ୍ୟାନୁଷ୍ଠାନ ହେବାର ଆବଶ୍ୟକତା ରହିଛି । ଏଥି ସହ ଅବକାରୀ ଅଧିକାରୀ ଓ କର୍ମଚାରୀଙ୍କ ନିୟମିତ ତାଲିମ, ନିଆ ନିଯୁକ୍ତି, ବିଭିନ୍ନ ଜୋନ୍‌ରେ ଥିବା ସମସ୍ୟାର ସମାଧାନ ଉପରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଗୁରୁତ୍ୱ ଦେଇଥିଲେ । ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀ ଆର୍‌. ଏସ୍‌. ଗୋପାଳନ୍‌ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପ୍ରଶାସନିକ ସଂସ୍କାର ବିଷୟରେ ଆଲୋଚନା କରିବା ସହ ଆଗାମୀ ଦିନରେ ସୃଷ୍ଟି ହେବାକୁ ଥିବା ଆହ୍ୱାନକୁ ସାମ୍ନା କରିବା ପାଇଁ ଅଧିକାରୀ ଓ କର୍ମଚାରୀ ସବୁବେଳେ ପ୍ରସ୍ତୁତ ରହିବା ଉପରେ ଗୁରୁତ୍ୱ ଦେଇଥିଲେ । ଅବକାରୀ କମିଶନର ପି. ଅନ୍ଵେଷା ରେଡ୍ଡୀ ସ୍ୱାଗତ ଭାଷଣ ପ୍ରଦାନ ସହ ବିଭିନ୍ନ ଜିଲ୍ଲାରେ ଚଢ଼ାଉ, ରାଜସ୍ୱ ଆଦାୟ ସମ୍ପର୍କିତ ସମସ୍ତ ତଥ୍ୟ ପିପିଟି ମାଧ୍ୟମରେ ଉପସ୍ଥାପନ କରିଥିଲେ । ବୈଠକରେ ବେଆଇନ ମାଦକ କାରବାର ରୋକିବା, ନିୟମିତ ଚଢ଼ାଉ, ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ, ଅପରାଧୀଙ୍କ ବିରୋଧରେ ତଥ୍ୟ ଓ ପ୍ରମାଣ ସଂଗ୍ରହ, ନ୍ୟାୟାଳୟରେ ସଠିକ୍‌ ଦସ୍ତାବିଜ୍‌ ଉପସ୍ଥାପନ, ଗଞ୍ଜେଇ ଚାଷ ରୋକିବା ସହ ଅନ୍ୟ ବିଭାଗ ସମନ୍ୱୟରେ ସ୍ଥାନୀୟ ଅଧିବାସୀଙ୍କୁ ବିକଳ୍ପ ରୋଜଗାର ପନ୍ଥା ଆପଣେଇବାର ବାଟ ଦେଖାଇବା ଉପରେ ବୈଠକରେ ଆଲୋଚନା ହୋଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଓଏସ୍‌ବିସିଏଲ୍‌ର ଏମ୍‌ଡି ଦେବେନ କୁମାର ପ୍ରଧାନ, ଅତିରିକ୍ତ ଶାସନ ସଚିବ ଅର୍ଚ୍ଚନା ଦାସ ପଟ୍ଟନାୟକ ଓ ଦେବାଶିଷ ପଟ୍ଟନାୟକ, ଅତିରିକ୍ତ କମିଶନର ଶ୍ରୀ ରୁଦ୍ର ନାରାୟଣ ମହାନ୍ତି ଏବଂ ସବୁ ଜିଲ୍ଲାର ଅବକାରୀ ଅଧିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech