Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଶିଳ୍ପ, ଷ୍ଟାର୍ଟଅପ୍ସ ଏବଂ ମହାକାଶ କ୍ଷେତ୍ରରେ କାର୍ଯ୍ୟରତ ବୁଦ୍ଧିଜୀବୀମାନଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ - Jagrat Bharat News

ଶିଳ୍ପ, ଷ୍ଟାର୍ଟଅପ୍ସ ଏବଂ ମହାକାଶ କ୍ଷେତ୍ରରେ କାର୍ଯ୍ୟରତ ବୁଦ୍ଧିଜୀବୀମାନଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ

ଶିଳ୍ପ, ଷ୍ଟାର୍ଟଅପ୍ସ ଏବଂ ମହାକାଶ କ୍ଷେତ୍ରରେ କାର୍ଯ୍ୟରତ ବୁଦ୍ଧିଜୀବୀମାନଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ

 

ମହାକାଶ କ୍ଷେତ୍ରରେ ସଂସ୍କାର କେବଳ ବ୍ୟବସାୟରେ ସୁଗମତା ଆଣିବା ପାଇଁ ନୁହେଁ, ବରଂ ପ୍ରତ୍ୟେକ କ୍ଷେତ୍ରର ବିକାଶ ଲାଗି ଉଦ୍ଦିଷ୍ଟ – ପ୍ରଧାନମନ୍ତ୍ରୀ

 

ମହାକାଶ କ୍ଷେତ୍ରରେ ଅଗ୍ରଣୀ ଭୂମିକା ନେବା ପାଇଁ ଦେଶ ସକ୍ଷମ ବୋଲି ପ୍ରଧାନମନ୍ତ୍ରୀଙ୍କ ଆଶା ପୋଷଣ

 

ମହାକାଶ କାର୍ଯ୍ୟକ୍ରମ ଯେପରି ଗରିବଙ୍କ ଆଶା ଆକାଂକ୍ଷା ପୂରଣ କରିବ ସେଦିଗରେ ଆମର ଉଦ୍ୟମ ଅବ୍ୟାହତ ରହିବ – ପ୍ରଧାନମନ୍ତ୍ରୀ

 

ଯେପରି ଭାରତୀୟ ମେଧାବୀ ଛାତ୍ରଛାତ୍ରୀ ଆଇଟି କ୍ଷେତ୍ରରେ ବିଶ୍ଵବ୍ୟାପୀ ସୁଖ୍ୟାତି ଅର୍ଜନ କରିଛନ୍ତି, ସେହିପରି ମହାକାଶ କ୍ଷେତ୍ରରେ ମଧ୍ୟ ସମ୍ଭବ ବୋଲି କହିଲେ ପ୍ରଧାନମନ୍ତ୍ରୀ

 

 

ଜେ ବି ଏନ, ୧୫/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରମୁଖ ଶିଳ୍ପ, ଷ୍ଟାର୍ଟଅପ୍ସ ଓ ମହାକାଶ କ୍ଷେତ୍ରର ଶିକ୍ଷାବିତ ଓ ବୁଦ୍ଧିଜୀବି ମାନଙ୍କ ସହ ଭିଡିଓ କନଫରେନ୍ସ ମାଧ୍ୟମରେ ମତ ବିନିମୟ କରିଛନ୍ତି ।

 

ପ୍ରଧାନମନ୍ତ୍ରୀଙ୍କ ନେତୃତ୍ଵରେ କେନ୍ଦ୍ର ମନ୍ତ୍ରୀମଣ୍ଡଳ ଗତ ଜୁନ ମାସରେ ମହାକାଶ କ୍ଷେତ୍ର ପାଇଁ ଏକ ଐତିହାସିକ ନିଷ୍ପତ୍ତି ନେଇଥିଲେ । ମହାକାଶ କାର୍ଯ୍ୟକଳାପ କ୍ଷେତ୍ରରେ ଭାରତୀୟ ଘରୋଇ କ୍ଷେତ୍ରର ଅଂଶଗ୍ରହଣ ସମ୍ପର୍କରେ ସେଥିରେ ନିଷ୍ପତ୍ତି ନିଆଯାଇଥିଲା । ଭାରତୀୟ ଜାତୀୟ ମହାକାଶ କାର୍ଯ୍ୟକଳାପ ବୃଦ୍ଧି ଓ ଏହାର ତତ୍ଵାବଧାନ କେନ୍ଦ୍ର (ଆଇଏନ-ଏସପିଏସିଇ)ର ସ୍ଥାପନା ସହ ଏହି ସଂସ୍ଥାର ଏକ୍ଷେତ୍ରରେ ଘରୋଇ ଓ ଷ୍ଟାର୍ଟଅପ୍ସ କମ୍ପାନୀମାନଙ୍କ ଭାଗିଦାରୀତା ପାଇଁ ପଥ ସୁଗମ କଲା । ଏହି ପରିପ୍ରେକ୍ଷୀରେ ଆଇଏନ-ଏସପିଏସିଇ ଲାଗି ଅନେକ ପ୍ରସ୍ତାବ ଦିଆଯାଇଥିଲା । ପ୍ରସ୍ତାବଗୁଡିକ ମଧ୍ୟରେ କ୍ଷୁଦ୍ର ଉପଗ୍ରହ ଉତକ୍ଷେପଣ ଯାନ, ଗ୍ରାଉଣ୍ଡ ଷ୍ଟେସନ, ଇନ୍ଧନ ଉପଯୋଗ ପ୍ରକ୍ରିୟା ଇତ୍ୟାଦି ଅନ୍ତର୍ଭୁକ୍ତ ।

 

 

 

ମହାକାଶ କ୍ଷେତ୍ରରେ ଭାରତର ସାମର୍ଥ୍ୟ

 

ପ୍ରଧାନମନ୍ତ୍ରୀ ମହାକାଶ କ୍ଷେତ୍ରରେ ସେମାନଙ୍କ ଅଭିଜ୍ଞତା ବାଣ୍ଟି ଥିବାରୁ ଅଂଶଗ୍ରହଣକାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । ସେ କହିଥିଲେ ଯେ, ମହାକାଶ କ୍ଷେତ୍ରରେ ଭାରତର ସାମର୍ଥ୍ୟ ପ୍ରଦର୍ଶନର ରାସ୍ତା ଉନ୍ମୋଚିତ ହେବା ଫଳରେ ଏହା ଘରୋଇ ଭାଗିଦାରୀତାର ଏକ ନୂତନ ଦିଗନ୍ତକୁ ଉନ୍ମୋଚନ କରିଛି । ନୀତିଗତ ସ୍ଵଚ୍ଛତା ଓ ପେଷାଦାର ମନୋବୃତ୍ତି ସହ ସରକାରଙ୍କ ନିଷ୍ପତ୍ତି କମ୍ପାନୀଗୁଡ଼ିକୁ ମହାକାଶ କ୍ଷେତ୍ରରେ କାର୍ଯ୍ୟ ପାଇଁ ପ୍ରୋତ୍ସାହିତ କରିବ ବୋଲି ସେ ଉଲ୍ଲେଖ କରିଥିଲେ ।

 

କମ୍ପାନୀମାନଙ୍କ ଦ୍ଵାରା ରକେଟ ଓ ଉପଗ୍ରହ ନିର୍ମାଣ ଯୋଜନା ଭାରତର ମହାକାଶ କ୍ଷେତ୍ରରେ ଏକ ବିରାଟ ପରିବର୍ତ୍ତନ ଆଣିବ ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ । ଘରୋଇ କ୍ଷେତ୍ରର ପୁଞ୍ଜି ନିବେଶ ଯୋଗୁଁ କର୍ମନିଯୁକ୍ତି ସୃଷ୍ଟି ସହ ଆଇଆଇଟି, ଏନଆଇଟି ଓ ଅନ୍ୟାନ୍ୟ ପ୍ରଯୁକ୍ତି ପ୍ରତିଷ୍ଠାନ ପାଇଁ ଶିକ୍ଷା ଓ ଗବେଷଣାର ଅନେକ ସମ୍ଭାବନା ସୃଷ୍ଟି କରିବ । ଯେପରି ଭାରତୀୟ ଆଇଟି ବିଶେଷଜ୍ଞମାନେ ବିଶ୍ଵସ୍ତରରେ ପ୍ରତିଷ୍ଠା ଲାଭ କରିଛନ୍ତି, ସେମାନେ ମହାକାଶ କ୍ଷେତ୍ରରେ ମଧ୍ୟ ଅନୁରୂପ ପ୍ରଦର୍ଶନ କରିପାରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 

ବ୍ୟବସାୟରେ ସୁଗମତା ଠାରୁ ଆଗକୁ ବଢ଼ିବା

 

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ମହାକାଶ କ୍ଷେତ୍ରରେ ସଂସ୍କାର ଯୋଗୁଁ କେବଳ ବ୍ୟବସାୟରେ ସୁଗମତା ଆସିବ ନାହିଁ ବରଂ ଏହା ପ୍ରତ୍ୟେକ କ୍ଷେତ୍ରରେ ଅଂଶୀଦାରମାନଙ୍କୁ ଅଧିକ ସୁବିଧା ସୁଯୋଗ ଯୋଗାଇଦେବ । ଏଥିରେ ଉତକ୍ଷେପଣସ୍ଥଳୀ ନିର୍ମାଣ ଏବଂ ମହାକାଶ ଯାନ ପରୀକ୍ଷା ନିରୀକ୍ଷା ଅନ୍ତର୍ଭୁକ୍ତ । ଏହି ସଂସ୍କାରଗୁଡିକ ଯୋଗୁଁ ଭାରତ କେବଳ ବିଶ୍ଵ ଉପଗ୍ରହ ପ୍ରତିଯୋଗିତାରେ ଅଗ୍ରଣୀ ଭୂମିକା ଗ୍ରହଣ କରିବା ତା’ନୁହେଁ, ବରଂ ଏହି କାର୍ଯ୍ୟକ୍ରମର ସୁବିଧା ଗରିବ ଲୋକଙ୍କ ପାଖରେ ପହଞ୍ଚିପାରିବ ବୋଲି ଶ୍ରୀ ମୋଦୀ କହିଛନ୍ତି । ପ୍ରଧାନମନ୍ତ୍ରୀ ଅଂଶଗ୍ରହଣକାରୀ ମାନଙ୍କୁ ସାହସିକତାର ସହିତ କାର୍ଯ୍ୟ କରି ସମାଜ ଓ ଦେଶର ହିତସାଧନ କରିବାକୁ ନିବେଦନ କରିଛନ୍ତି ।

 

ଦୂରାସଞ୍ଚାର ଓ ଦିଗନିର୍ଣ୍ଣୟ କ୍ଷେତ୍ରରେ ମହାକାଶ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି । ଅଂଶଗ୍ରହଣକାରୀମାନେ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ସହ ସମନ୍ଵୟ ରକ୍ଷା କରି ଖୁବ ଶୀଘ୍ର ଦେଶରେ ମହାକାଶ ସମ୍ପଦର ବିକାଶ ସାଧନ କରିବେ ବୋଲି ପ୍ରଧାନମନ୍ତ୍ରୀ ଆଶା ପୋଷଣ କରିଛନ୍ତି ।

 

ଆତ୍ମନିର୍ଭର ଭାରତ ଅଭିଯାନରେ ସକ୍ରିୟ ଭୂମିକା

 

ମହାକାଶ ବିଭାଗ ସଚିବ ତଥା ଇସ୍ରୋର ଅଧ୍ୟକ୍ଷ ଡଃ କେ.ଶିବନ ଶିଳ୍ପ ପ୍ରତିଷ୍ଠାନଗୁଡିକ ପକ୍ଷରୁ କରାଯାଇଥିବା ବିଭିନ୍ନ ସମର୍ଥନ ଓ ଆଇଏନ-ଏସପିଏସିଇର ଅନୁମତି ସମ୍ପର୍କରେ ସମ୍ୟକ ସୂଚନା ଦେଇଥିଲେ । ଏପର୍ଯ୍ୟନ୍ତ 25ରୁ ଅଧିକ ଶିଳ୍ପ ପ୍ରତିଷ୍ଠାନ ମହାକାଶ କାର୍ଯ୍ୟକଳାପ ପାଇଁ ଇଚ୍ଛା ପ୍ରକଟ କରିଥିବା ସେ ସୂଚନା ଦେଇଥିଲେ ।

ମତ ବିନିମୟ କାଳରେ ଅଂଶଗ୍ରହଣକାରୀମାନେ ପ୍ରଧାନମନ୍ତ୍ରୀଙ୍କୁ ମହାକାଶ କ୍ଷେତ୍ରରେ ସଂସ୍କାର ନେଇ ବିଭିନ୍ନ ତଥ୍ୟ ଦେଇଥିଲେ । ଭାରତୀ ଏଣ୍ଟରପ୍ରାଇଜର ଶ୍ରୀ ସୁନୀଲ ଭାରତୀ ମିତ୍ତଲ, ଲାରସନ ଏଣ୍ଡ ଟର୍ବୋ ଲିମିଟେଡର ଶ୍ରୀ ଜୟନ୍ତ ପାଟିଲ, ଅଗ୍ନିକୁଲ କସମସ ପ୍ରାଇଭେଟ ଲିମିଟେଡର ଶ୍ରୀ ଶ୍ରୀନାଥ ରବିଚନ୍ଦ୍ରନ, ସ୍କାଇରୁଟ ଏରୋସ୍ପେସ ଲିମିଟେଡର ଶ୍ରୀ ପବନ କୁମାର ଚନ୍ଦନା, ଆଲ୍ଫା ଡିଜାଇନ ଟେକ୍ନୋଲୋଜି ପ୍ରାଇଭେଟ ଲିମିଟେଡର କର୍ଣ୍ଣେଲ ଏଚ ଏସ ଶଙ୍କର, ମାପ୍ମି ଇଣ୍ଡିଆର ଶ୍ରୀ ରାକେଶ ବର୍ମା, ପିଆଇଏକ୍ସଏକ୍ସଇଏଲ ଇଣ୍ଡିଆର ଶ୍ରୀ ଆୱେସ ଅହମଦ ଏବଂ ସ୍ପେସ କିଡ୍ଜ ଇଣ୍ଡିଆର ଶ୍ରୀମତୀ କେସନ ଅଧିବେଶନରେ ସେମାନଙ୍କ ମତାମତ ରଖିଥିଲେ । ଘରୋଇ ଭାଗିଦାରୀତା ନେଇ ପଦକ୍ଷେପ ନେଇଥିବାରୁ ସେମାନେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହା ଭାରତକୁ ମହାକାଶ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଏକ ମହାଶକ୍ତି ଭାବେ ଗଢି ତୋଳିବ ବୋଲି ମତ ବ୍ୟକ୍ତ କରିଥିଲେ । ଆତ୍ମନିର୍ଭର ଭାରତ ଅଭିଯାନରେ ସେମାନେ ପ୍ରତ୍ୟକ୍ଷ ଅଂଶଗ୍ରହଣ କରିବେ ବୋଲି ନିଜ ଅଙ୍ଗୀକାରବଦ୍ଧତା ପ୍ରକାଶ କରିଥିଲେ । ଇସ୍ରୋ ଦ୍ଵାରା ସେମାନଙ୍କ ପ୍ରକଳ୍ପ ପାଇଁ ଦିଆଯାଉଥିବା ସାହାଯ୍ୟ ଓ ସହଯୋଗକୁ ସେମାନେ ପ୍ରଶଂସା କରିଥିଲେ । ଘରୋଇ ସଂସ୍ଥାଗୁଡ଼ିକ ସହ ଇସ୍ରୋର ଏଭଳି ସହଯୋଗ ଯୋଗୁଁ ଦେଶରେ ଅଧିକରୁ ଅଧିକ ରକେଟ ଉତକ୍ଷେପଣ ସହ ରକେଟ ଇଞ୍ଜିନ କ୍ଷେତ୍ରରେ ମଧ୍ୟ ବୈପ୍ଳବିକ ପରିବର୍ତ୍ତନ ଆସିପାରିବ ବୋଲି ମତ ବ୍ୟକ୍ତ କରିଥିଲେ । ଏକ୍ଷେତ୍ରରେ ଶିଶୁମାନଙ୍କୁ ଆକୃଷ୍ଟ କରିବା ପାଇଁ ଇସ୍ରୋର ସାହାଯ୍ୟ କରିବାକୁ ସେମାନେ ପ୍ରସ୍ତାବ ମଧ୍ୟ ଦେଇଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech