ରୋଦମ ନରସିଂହଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ରୋଦମ ନରସିଂହଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ଜେ ବି ଏନ, ୧୫/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ : ଶ୍ରୀ ରୋଦମ ନରସିଂହଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଶ୍ରୀ ରୋଦମ ନରସିଂହ ଭାରତର ଜ୍ଞାନ ଏବଂ ଅନୁସନ୍ଧାନର ସର୍ବଶ୍ରେଷ୍ଠ ପରମ୍ପରାକୁ ପ୍ରତିପାଦନ କରିଥିଲେ । ସେ ଜଣେ ଉଲ୍ଲେଖନୀୟ ବୈଜ୍ଞାନିକ ଥିଲେ । ଭାରତର ପ୍ରଗତି ପାଇଁ ବିଜ୍ଞାନର ଶକ୍ତି ଏବଂ ନବସୃଜନକୁ ବ୍ୟବହାର କରିବାକୁ ସେ ବିଶେଷ ଆଗ୍ରହୀ ଥିଲେ । ତାଙ୍କ ଦେହାନ୍ତରେ ମର୍ମାହତ । ତାଙ୍କ ପରିବାର ଏବଂ ବନ୍ଧୁବର୍ଗଙ୍କ ପ୍ରତି ସମବେଦନା । ଓମ୍ ଶାନ୍ତି ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/05/Picsart_25-11-05_07-59-52-526-1.jpg)


