ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି, ୨୦ ଜୁନ୍ ୨୦୨୬ରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ଉପସ୍ଥିତ ରହିବେ ଯାହା ରାଜ୍ୟ ପାଇଁ ଏକ ବିରଳ ତଥା ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ହେବ।

ପୂର୍ବାହ୍ନ ପ୍ରାୟ ୧୧ଟା ୧୫ ସମୟରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଗ୍ରାମ ପରିଦର୍ଶନ କରିବେ ।

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା ଠାରେ ପ୍ରାର୍ଥନା କରିବେ ଏବଂ ଦକ୍ଷତା ବିକାଶ କେନ୍ଦ୍ର ଓ ପାହାଡପୁର ସ୍କୁଲ ବୁଲି ଦେଖିବେ। ଏହି ଗସ୍ତ ଆଦିବାସୀ ଓ ଗ୍ରାମାଞ୍ଚଳରେ ଶିକ୍ଷାଗତ ସୁଯୋଗ, ଦକ୍ଷତା ବିକାଶ ଏବଂ ସାମାଜିକ-ଆର୍ଥିକ ସଶକ୍ତିକରଣକୁ ସୁଦୃଢ଼ ​​କରିବା ପାଇଁ ଚାଲିଥିବା ପ୍ରୟାସର ପ୍ରତିଫଳନ।

ଅପରାହ୍ନ ପ୍ରାୟ ଗୋଟାଏ ବେଳେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। କାର୍ଯ୍ୟକ୍ରମର ବିଷୟବସ୍ତୁ ହେଉଛି ”ବିକାଶର ଧାରା, ଓଡ଼ିଶା ସାରା”। ଏହି ଅବସରରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ପ୍ରଧାନମନ୍ତ୍ରୀ ସେଠାରେ ଏକ ଜନସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।

ଏହି କାର୍ଯ୍ୟକ୍ରମ ସମୟରେ, ଶକ୍ତି, ଶିଳ୍ପ ଭିତ୍ତିଭୂମି, ସଡ଼କ ଯୋଗାଯୋଗ, ପାନୀୟ ଜଳ, ସ୍ୱାସ୍ଥ୍ୟ, ଶିକ୍ଷା, ପର୍ଯ୍ୟଟନ ଏବଂ ଜଳସେଚନ ସମେତ ପ୍ରମୁଖ କ୍ଷେତ୍ରର ପ୍ରକଳ୍ପଗୁଡ଼ିକର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ଏହି ପ୍ରକଳ୍ପଗୁଡ଼ିକ ସମଗ୍ର ଓଡ଼ିଶାରେ ଭିତ୍ତିଭୂମିକୁ ସୁଦୃଢ଼ ​​କରିବ, ଯୋଗାଯୋଗରେ ଉନ୍ନତି ଆଣିବ, ଶକ୍ତି ସୁରକ୍ଷା ବୃଦ୍ଧି କରିବ ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ସହାୟକ ହେବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ସମାବେଶୀ ଓ ସାମଗ୍ରିକ ବିକାଶ ଦୃଷ୍ଟିକୋଣକୁ ପ୍ରତିଫଳିତ କରି, ଏହି ପଦକ୍ଷେପଗୁଡ଼ିକ ଆଦିବାସୀ ତଥା ଗ୍ରାମାଞ୍ଚଳରେ ଅଭିବୃଦ୍ଧିକୁ ଆହୁରି ତ୍ୱରାନ୍ୱିତ କରିବ ଏବଂ ରାଜ୍ୟର ପ୍ରତ୍ୟେକ କୋଣରେ ବିକାଶର ଲାଭ ପହଞ୍ଚାଇବ।

ଶିଳାନ୍ୟାସ ହେବାକୁ ଥିବା ପ୍ରମୁଖ ପ୍ରକଳ୍ପଗୁଡ଼ିକ ମଧ୍ୟରେ ୬୦୦ ମେଗାୱାଟ୍‌ ଅପର ଇନ୍ଦ୍ରାବତୀ ପମ୍ପଡ୍ ଷ୍ଟୋରେଜ୍ ପ୍ରକଳ୍ପ ଏବଂ ଇବ୍‌ ତାପଜ ବିଦ୍ୟୁତ ଷ୍ଟେସନର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ ପ୍ରକଳ୍ପର ୬୬୦ ମେଗାୱାଟ୍‌ ଲେଖାଏଁ ଦୁଇଟି ୟୁନିଟ୍ ଅନ୍ତର୍ଭୁକ୍ତ। ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶାରେ ଶକ୍ତି ସୁରକ୍ଷା ବୃଦ୍ଧି କରିବ ଏବଂ ଆର୍ଥିକ ଅଭିବୃଦ୍ଧିକୁ ସମର୍ଥନ କରିବ। ଝାରସୁଗୁଡା ଜିଲ୍ଲାର ଲଖନପୁରରେ ଭାରତ କୋଲ୍‌ ଗ୍ୟାସିଫିକେସନ୍ ଆଣ୍ଡ କେମିକାଲ୍ସ ଲିମିଟେଡ୍ (ବିସିଜିସିଏଲ) ପ୍ରକଳ୍ପର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ଏହା ଘରୋଇ କୋଇଲା ସମ୍ପଦର ସ୍ୱଚ୍ଛ ବ୍ୟବହାରକୁ ପ୍ରୋତ୍ସାହିତ କରିବ, ଆମଦାନୀ ନିର୍ଭରଶୀଳତା ହ୍ରାସ କରିବ ଏବଂ ସ୍ଥାନୀୟ ଅଞ୍ଚଳରେ ନୂତନ ଶିଳ୍ପ ଓ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।

ଭିତ୍ତିପ୍ରସ୍ତର ସ୍ଥାପନ କରାଯିବାକୁ ଥିବା ଅନ୍ୟ ପ୍ରକଳ୍ପଗୁଡ଼ିକ ମଧ୍ୟରେ ଭୁବନେଶ୍ୱରରେ ଏକ ୩୦୦ ଟିପିଡି ଉତ୍ସ-ପୃଥକୀକରଣ ପୌର କଠିନ ବର୍ଜ୍ୟବସ୍ତୁ ଆଧାରିତ କମ୍ପ୍ରେସଡ୍‌ ବାୟୋଗ୍ୟାସ୍ ପ୍ଲାଣ୍ଟ, କଟକ ଓ ଭୁବନେଶ୍ୱରକୁ ସିଧାସଳଖ ସଂଯୋଗ କରୁଥିବା କାଠଯୋଡି ନଦୀ ଉପରେ ଏକ ସେତୁ, ବୌଦ୍ଧ ଜିଲ୍ଲାର ଧଳପୁର-ହରଭଙ୍ଗା ରାସ୍ତାର ପ୍ରଶସ୍ତୀକରଣ ଓ ସୁଦୃଢ଼ୀକରଣ ଏବଂ ନୂଆପଡାରୁ ଘାଟିପଡା ପର୍ଯ୍ୟନ୍ତ ଏନଏଚ-୩୫୩ର ଏକ ଅଂଶକୁ ଚାରି ଲେନ କରିବା, କୁସୁମଡିହି ବୃହତ ଉଠା ଜଳସେଚନ ପ୍ରକଳ୍ପ, ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଏବଂ ରାଇରଙ୍ଗପୁରରେ ଇଣ୍ଡୋର ବ୍ୟାଡମିଣ୍ଟନ କମ୍ପ୍ଲେକ୍ସ ଇତ୍ୟାଦି ରହିଛି ।

ଏହାବ୍ୟତୀତ ବୌଦ୍ଧଠାରେ ୩୦୦ ଶଯ୍ୟା ବିଶିଷ୍ଟ ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ କୋଠା, ୨୪ଟି ଅଟଳ ବସ୍ ଷ୍ଟାଣ୍ଡ ଏବଂ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ୯ଟି ସ୍ୱୟଂଚାଳିତ ପରୀକ୍ଷଣ କେନ୍ଦ୍ର ମଧ୍ୟ ଉଦଘାଟନ କରାଯିବ। ଏହି ପ୍ରକଳ୍ପଗୁଡ଼ିକ ରାଜ୍ୟରେ ସ୍ୱାସ୍ଥ୍ୟସେବା ଏବଂ ସାଧାରଣ ପରିବହନ ଭିତ୍ତିଭୂମିକୁ ସୁଦୃଢ଼ ​​କରିବ ବୋଲି ଆଶା କରାଯାଉଛି। ଉଦଘାଟନ ହେବାକୁ ଥିବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡ଼ିକ ମଧ୍ୟରେ ଏନଏଚ -୫୭ରେ ନୟାଗଡ ଟାଉନ ବାଇପାସ୍, କୁସୁମି ସ୍ମାର୍ଟ ଜଳସେଚନ ପ୍ରକଳ୍ପର ଭୂତଳ ପାଇପଲାଇନ୍ ଭାଗ, ଜଖପୁରା-ଯାଜପୁର କେନ୍ଦୁଝର ରୋଡ୍‌-ବୈତରଣୀ ରୋଡ୍‌ ପ୍ରଶସ୍ତିକରଣ ପ୍ରକଳ୍ପ, ହିନ୍ଦୋଳ ରୋଡ୍‌-ମେରାମଣ୍ଡଳୀ ପ୍ରଶସ୍ତିକରଣ ପ୍ରକଳ୍ପ, ରାଇରଙ୍ଗପୁରରେ କ୍ରୀଡା କମ୍ପ୍ଲେକ୍ସ ଓ ଜନଜାତି ଗବେଷଣା କେନ୍ଦ୍ର ଅନ୍ତର୍ଭୁକ୍ତ।

ପୂର୍ବାହ୍ନ ପ୍ରାୟ ୧୧ଟା ୧୫ ସମୟରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଗ୍ରାମ ପରିଦର୍ଶନ କରିବେ । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା ଠାରେ ପ୍ରାର୍ଥନା କରିବେ ଏବଂ ଦକ୍ଷତା ବିକାଶ କେନ୍ଦ୍ର ଓ ପାହାଡପୁର ସ୍କୁଲ ବୁଲି ଦେଖିବେ। ଏହି ଗସ୍ତ ଆଦିବାସୀ ଓ ଗ୍ରାମାଞ୍ଚଳରେ ଶିକ୍ଷାଗତ ସୁଯୋଗ, ଦକ୍ଷତା ବିକାଶ ଏବଂ ସାମାଜିକ-ଆର୍ଥିକ ସଶକ୍ତିକରଣକୁ ସୁଦୃଢ଼ ​​କରିବା ପାଇଁ ଚାଲିଥିବା ପ୍ରୟାସର ପ୍ରତିଫଳନ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech