ଖରସ୍ରୋତା ପ୍ରେସକ୍ଲବର ରଜତ ଜୟନ୍ତୀ ଉତ୍ସବ ଓ ଉତ୍କଳ ସାମ୍ବାଦିିକ ସଙ୍ଘର ଜିଲ୍ଲା ସମ୍ମିଳନୀ

ସମାଜରେ ପୀଡିତ ଅସହାୟ ମଣିଷ ନ୍ୟାୟ ପାଇବା ପାଇଁ ଜଣେ ସାମ୍ବାଦିକଙ୍କ ସହାୟତା ଲୋଡିଥାଏ
ଖରସ୍ରୋତା ପ୍ରେସକ୍ଲବର ରଜତ ଜୟନ୍ତୀ ଉତ୍ସବ ଓ ଉତ୍କଳ ସାମ୍ବାଦିିକ ସଙ୍ଘର ଜିଲ୍ଲା ସମ୍ମିଳନୀ


ଯାଜପୁର ,୧୯ା୬,:ସମାଜରେ ପୀଡିତ ଅସହାୟ ମଣିଷ ନ୍ୟାୟ ପାଇବା ପାଇଁ ଜଣେ ସାମ୍ବାଦିକଙ୍କ ସହାୟତା ଲୋଡିଥାଏ .ା ବେସାହାରା ମଣିଷ ପାଇଁ ସାମ୍ବାଦିକଟିଏ ଆଶା ର କେନ୍ଦ୍ରବିନ୍ଦୁ ହୋଇଥାଏ ବୋଲି ଆଜି ପୂର୍ବାହ୍ନରେ ବିଞ୍ଝାରପୁର ବ୍ଲକର ସିଂହପୁର ଠାରେ ଖରସ୍ରୋତା ପ୍ରେସକ୍ଲବର ରଜତ ଜୟନ୍ତୀ ଉତ୍ସବ ଓ ଉତ୍କଳ ସାମ୍ବାଦିିକ ସଙ୍ଘର ଯାଜପୁର ଜିଲ୍ଲା ସମ୍ମିଳନୀ ଉପଲକ୍ଷେ ଆୟୋଜିତ ସମାବେଶରେ ଯୋଗ ଦେଇ ବିଶିଷ୍ଟ ବକ୍ତାମାନେ ମତବ୍ୟକ୍ତ କରିଥିଲେ ପ୍ରକାଶ ଯେ ସିଂହପୁର ସ୍ଥିତ ସାଇ ମଣ୍ଡପ ପରିସରରେ ବିଞ୍ଝାରପୁର ବ୍ଲକର ଖରସ୍ରୋତା ପ୍ରେସକ୍ଲବର ୨୫ ତମ ବାର୍ଷିକ ଉତ୍ସବ ତଥା ରଜତ ଜୟନ୍ତୀ ଉତ୍ସବ ଓ ଉତ୍କଳ ସାମ୍ବାଦିିକ ସଙ୍ଘର ଜିଲ୍ଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଏହି ଉପଲକ୍ଷେ ଆୟୋଜିତ ଆଲୋଚନା.ଚକ୍ରରେ ଉତ୍କଳ ସାମ୍ବାଦିିକ ସଙ୍ଘର ଜିଲ୍ଲା ସଭାପତି ହରିହର ସ୍ବାଇଁ ସଭାପତିତ୍ବ କରିଥିଲେ ା ମୁଖ୍ୟ ଅତିଥି ଭାବରେ ଉତ୍କଳ ସାମ୍ବାଦିିକ ସଙ୍ଘର ରାଜ୍ୟ ସଭାପତି ବିଭୂତିଭୂଷଣ କର,ଯୋଗଦେଇ ଦେଶର କେତେକ ରାଜ୍ୟ ସାମ୍ବାଦିକ ମାନଙ୍କୁ ଅନୁଦାନର ବ୍ୟବସ୍ଥା କରିଥିବା ବେଳେ ଓଡିଶାରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ସାମ୍ବାଦିିକ ସଙ୍ଘ ସରକାରଙ୍କ ନିକଟରେ ବାରମ୍ବାର ଦାବୀ ଉଠାଇ ଆସିଛି ବୋଲି କହିଥିଲେ ା ମୁଖ୍ୟବକ୍ତା ଭାବରେ ଦୈନିକ ଖବର କାଗଜ ପ୍ରଗତିବାଦୀର ସମ୍ପାଦକ ବିରୁପାକ୍ଷ ତ୍ରିପାଠୀ ସାମ୍ବାଦିକ ମାନେ ଯଥାର୍ଥରେ ଲୋକ ପ୍ରତିନିଧୀ ବୋଲି କହିବା ସହିତ ସାମ୍ବାଦିକତା କୁ ସାମ୍ବାଦିକତା ଭଳି କରି ପାରିବାରେ ଆଗ୍ରହ ରଖୁଥିବା ବ୍ୟକ୍ତି ବ୍ରୁତ୍ତି କୁ ଆସନ୍ତୁ ବୋଲି ଆହ୍ବାନ ଦେଇଥିଲେ ା ସମ୍ମୀନୀତ ଅତିଥି ଭାବରେ ଉତ୍କଳ ସାମ୍ବାଦିିକ ସଙ୍ଘର କାର୍ଯ୍ୟକାରୀ ସଭାପତି ହାରାଧନ ବାନାର୍ଜୀ, ବିଜେପି ନେତ୍ରୀ ବବିତା ମଲିକ, ସମାଜସେବୀ ବିଜୟ କୁମାର ଧଳ, ସାମ୍ବାଦିିକ ସଙ୍ଘର ରାଜ୍ୟ ସାଧାରଣ ସମ୍ପାଦକ ବେଣୁଧର ପଣ୍ଡା, ରାଜ୍ୟ ସମ୍ପାଦକ ବିଶ୍ବଜିତ୍ ନାୟକ, ଜିଲ୍ଲା ସମ୍ପାଦକ ପବିତ୍ରରଞ୍ଜନ ମହାନ୍ତି ଓ ଏଡିଆ ଭୀଷା ଆନ୍ଦୋଳନ ପ୍ରବକ୍ତା ପବିତ୍ର ମହାରଥାଖରସ୍ରୋତା ପ୍ରେସକ୍ଲବର ଉପଦେଷ୍ଟା ସୁଶାନ୍ତ କୁମାର ନାୟକ,ସଇଫୁର ରହେମାନ ପ୍ରମୁଖ ଯୋଗଦେଇଥିଲେ ା ଆବାହକ ରତନଲାଲ ଭୂୟାଁ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ ା ଖରସ୍ରୋତା ପ୍ରେସକ୍ଲବର ସଭାପତି ରମାଲାଲ ଭୂୟାଁ ଅତିଥି ପରିଚୟ ପ୍ରଦାନ କରିଥିଲେ ା ଖରସ୍ରୋତା ପ୍ରେସକ୍ଲବ. ସମ୍ପାଦକ ବାର୍ଷିକ ବିବରଣୀ ପାଠ କରିଥିଲେ ାଏହି ଅବସରରେ ପ୍ରଫେସର ଅଜୟ ଓଝାଙ୍କ ରଚିତ ଖରସ୍ରୋତା ତୀରେ ତୀରେ ତୀର୍ଥ ନାମକ ଏକ ପୁସ୍ତକ ଅତିଥି ମାନଙ୍କ ଦ୍ବାରା ଉନ୍ମୋଚିତହୋଇଥିଲା ା ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ପ୍ରତିପାଦନ କରିଥିବା ସମାଜସେବୀ ବିଜୟ କୁମାର ଧଳ, ଅଞ୍ଜୁପ୍ରଭା ଧଳ,ଡା.ରଞ୍ଜନ କୁମାର ମିଶ୍ର,ଡା.ଅରୁଣ କୁମାର ସାହୁ,ଡା.ଜିତେନ୍ଦ୍ର କୁମାର ମଲ୍ଲିକ,ଡ.ପଦ୍ମଚରଣ ଧଳ, ଶିକ୍ଷାବିତ୍ ଟିକିଲତା ବେହେରା,ସମାଜସେବୀ ପଦ୍ମାକର ଗୁରୁ, ସାମ୍ବାଦିିକ ଶରତ କୁମାର ପଥାଳ,ଶିକ୍ଷକ ନେତା ରବିନାରାୟଣ ମହାନ୍ତି, ସମାଜସେବୀ ପ୍ରତୀକ କୁମାର ମିଶ୍ର,ବରିଷ୍ଠ ନାଗରିକ ଶ୍ରୀବତ୍ସ ସାମଲ, ନାଟ୍ୟକାର ବାସୁଦେବ ଯେନା, କବି ସନ୍ତୋଷ କୁମାର ବେହୁରିଆ ପ୍ରମୁଖଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ାକର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ଶତାଧିକ ସାମ୍ବାଦିକ ମାନେ ଯୋଗ ଦେଇଇଥିଲେ ା ରସୁଲପୁର ବ୍ଲକରୁ ସାମ୍ବାଦିକ କୈଳାସ ଚନ୍ଦ୍ର ରାଉତ, କଳ୍ପତରୁ ପଣ୍ଡା, ମନୋଜ କୁମାର ନାୟକ ଓ ଧର୍ମଶାଳା ବ୍ଲକରୁ କପିଳେନ୍ଦ୍ର ରାଉତ ଆଜିର ଉକ୍ତ ମିଟିଂ ରେ ଯୋଗଦେଇଥିଲେ ା ବରୀ ବ୍ଲକରୁ ବାଞ୍ଛାନିଧୂ ସାହୁ, ପ୍ରଭାତ ମହାନ୍ତି. ସୁକିନ୍ଦା ଦାନଗଦି ବ୍ଲକରୁ ସଂଜୟ ଚାନ୍ଦଙ୍କ ସମେତ ସାମ୍ବାଦିକ ମାନେ ସମାବେଶରେ ସାମିଲ ହୋଇଥିଲେ ା ସାମ୍ବାଦିକ ସରୋଜ କୁମାର ସାହୁ, ଶୁଭାଶିଷ ଦାଶ, ଶାନ୍ତନୁ ଦାସ, ସେକ୍ ଅମିନ ଅଲ୍ଲୀ, ସୈାର କର,ପ୍ରମୁଖ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ା

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech