ତିନି ରଥର ବଡକଳସ ପେଣ୍ଡୀରେ ପାପକାର୍ଯ୍ଯ ଓ ୩୨ ଗୋଟି ପାଖୁଡା ନିର୍ମାଣ କାର୍ଯ୍ଯ ଶେଷ

ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଜୁଲାଇ ୧୬ ତାରିଖ । ଏଥିପାଇଁ ଚଳଚଞ୍ଚଳ ରଥଖଳା । ରଥଖଳାରେ ଦ୍ରୁତ ଗତିରେ ଆଗେଇ ଚାଲିଛି ତିନିରଥ ନିର୍ମାଣ କାର୍ଯ୍ଯ । ରବିବାର ରଥ ନିର୍ମାଣର ୬୨ ତମ ଦିବସରେ ରଥ ନିର୍ମାଣକାରୀ ସେବକ ମାନେ ରଥଖଳା ଠାରେ ମୁଖ୍ୟ ମହାରଣାଙ୍କ ମାର୍ଗ ଦର୍ଶନରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ।

ରବିବାର ତିନିରଥର ବଡକଳସ ପେଣ୍ଡୀରେ ପାପକାର୍ଯ୍ଯ ଓ ୩୨ ଗୋଟି ପାଖୁଡ଼ା ନିର୍ମାଣ କାର୍ଯ୍ଯ ଶେଷ ହୋଇଛି । ଶନିବାର ସୁଦ୍ଧା ତିନିରଥର ପୋଟଳ ପାରାଭାଡ଼ି ସମେତ ସମସ୍ତ ପୋଟଳ ନିର୍ମାଣ କାର୍ଯ୍ୟ ଶେଷ ହୋଇ ରଥର ବିଭିନ୍ନ ଅଂଶ ଗୁଡ଼ିକର ନିର୍ମାଣ କାର୍ଯ୍ୟ ଜାରୀ ରହିଥିଲା । ତିନିରଥର ଦୁଆର ବେଢ଼ା ପ୍ରସ୍ତୁତ ପାଇଁ ମୁଖ୍ୟ ମହାରଣାଙ୍କ ଉପସ୍ଥିତିରେ ସାଥି ମହାରଣା ଏବଂ ଭୋଇ ସେବକଙ୍କ ସହଯୋଗରେ ତିନିରଥର ୧୨ ଗୋଟି ଦୁଆର ବେଢ଼ା ମଧ୍ୟରୁ ତିନିରଥର ଦୁଇଟି ଲେଖାଏଁ ଦୁଆର ବେଢ଼ା ଶେଷ ହୋଇଛି। ରବିବାର ତିନିରଥର ଚାରି କୋଣକୁ ଛାଡ଼ି ବେଦୀ ଚାରି ପାର୍ଶ୍ୱରେ ପଟା ବାଡ଼ିଆ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତିନିରଥକୁ ୧୩ ପରାସ୍ତ ପୋଟଳ ଉଠି, ତିନିରଥର ଚାରିଟି ଲେଖାଏଁ ଦୁଆର ବେଢ଼ା ରଥକୁ ଉଠିବା ପରେ ଖାଲି ଥିବା ତିନିରଥର ଚାରି କୋଣରେ ପଟା ବାଡ଼ିଆ କାର୍ଯ୍ୟ ସମ୍ପନ୍ନ ହେବ। ଏଥିସହ ତିନିରଥର ବଡ କଳସ ପେଣ୍ଡୀରେ ପାପ କାର୍ଯ୍ୟ ଶେଷ ହେବାସହ ଶେଷ ହୋଇଛି ୩୨ ଗୋଟି ପାଖୁଡ଼ାର ନିର୍ମାଣ କାର୍ଯ୍ୟ। ରୂପକାର ସେବକ ମାନେ ତିନିରଥର ୨୪ଟି ନାଟ ଗୋଡ଼ରୁ ୧୨ ଗୋଟି ନାଟ ଗୋଡ଼ରେ କନ୍ଦର୍ପ ରୂପ ଖୋଦେଇ ଶେଷ କରିବା ପରେ ବାକି ୧୨ ଗୋଟି ନାଟ ଗୋଡ଼ରେ ରୂପ ଖୋଦେଇ ଜାରୀ ରଖିବା ସହ ଶେଷ ହୋଇଥିବା କନ୍ଦର୍ପ ରୂପ ଖୋଦେଇ ରୂପରେ ଅଳଙ୍କାର ପକା କାର୍ଯ୍ୟ ସହ ପଲିସ୍ କାର୍ଯ୍ୟ ଜାରୀ ରଖିଛନ୍ତି। ଦୋଳବେଦୀ ଅସ୍ଥାୟୀ କମାର ଶାଳରେ ଓଝା କମାର ସେବକ ମାନେ ତିନିରଥର ପୋଟଳ କଣ୍ଟା ଯୋଗାଇବା ପରେ ତିନିରଥର କଳସ କଣ୍ଟା, ଦୁଆର ବେଢ଼ା ପାଇଁ କଣ୍ଟା ନିର୍ମାଣ ସହ ତିନିରଥର ଜଏଣ୍ଟ ସ୍ଥାନରେ ଏଲ କ୍ଳାମ୍ପ, ଇଉ କ୍ଳାମ୍ପ ବାଡ଼ିଆ କାର୍ଯ୍ୟ ଜାରୀ ରଖିଛନ୍ତି। ଚିତ୍ରକାରମାନେ ତିନିରଥର ପୋଟଳ ପାରାଭାଡ଼ିରେ ରଙ୍ଗ କାର୍ଯ୍ୟ ଶେଷ କରିବା ସହ ତିନି ରଥର ପାର୍ଶ୍ୱ ଦେବା ଦେବୀ ମାନଙ୍କ ପ୍ରତିମାରେ ରଙ୍ଗ କାର୍ଯ୍ୟ ସହ ତିନିରଥର ହଂସ ପଟା, ଶିଖର ଡମ୍ବରୁ, ଅଁଳା, ଓଲଟ ଶୁଆ ଏବଂ ନାଟ ଗୋଡ଼ରେ ରଙ୍ଗ କାର୍ଯ୍ୟ ସହ ତିନିରଥର ବାହ୍ୟ ରଙ୍ଗ କାର୍ଯ୍ୟ ଜାରୀ ରଖିଛନ୍ତି। ତିନିରଥର ସମ୍ମୁଖ ଭାଗ ଚକ ଗୁଡ଼ିକର ସୁରକ୍ଷା ପାଇଁ ଉଭୟ ପାର୍ଶ୍ୱ ପଇ ସଂଯୋଗ ସ୍ଥାନରେ ଲୁହା ପ୍ଲେଟ୍ ମାନ ନଟ ବୋଲ୍ଟ ଦେଇ ମହାରଣା ସେବକ ମାନେ ଫିଟିଙ୍ଗ କାର୍ଯ୍ୟ ଜାରୀ ରଖିଛନ୍ତି। ଦୋଳବେଦୀ ଠାରେ ପାହି ମହାରଣା ମାନେ ରଥ ଯାତ୍ରାରେ ମହାପ୍ରଭୁଙ୍କ ସେବା ପୂଜା ନିମନ୍ତେ କାଠ ନିର୍ମିତ ସରଞ୍ଜାମ ନିର୍ମାଣ ଜାରୀରଖିଛନ୍ତି।

ତିନିରଥ ର ମହାରଣା ସେବକ ୭୭ ଜଣ, ଭୋଇ ସେବକ ୭୪ ଜଣ, ରୂପକାର ସେବକ ୨୧ ଜଣ, କରତୀ ସେବକ ୪ ଜଣ, ଓଝା କମାର ସେବକ ୨୦ ଜଣ, ତୁମ୍ବ ବିନ୍ଧ କାରିଗର ୨ ଜଣ, ପାହି ମହାରଣା ୨ ଜଣ, ଚିତ୍ରକାର ୨୫ ଜଣ, ରଥଖଳା ସହାୟକ ୧ ଜଣ ମୋଟ ୨୨୬ ଜଣ ସେବକ ମହାପ୍ରଭୁଙ୍କ ତିନିରଥ ନିର୍ମାଣ କାର୍ଯ୍ଯରେ ଭକ୍ତି ଓ ଶ୍ରଦ୍ଧାର ସହ ନିମଗ୍ନ ରହିଛନ୍ତି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech