ଜିନ୍ଦଲ ଷ୍ଟିଲ ପକ୍ଷରୁ ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ-ଜିନ୍ଦଲ ନଗରରେ ବିଶାଳ ଯୋଗ ଶିବିର ଆୟୋଜିତ

ଅନୁଗୋଳ, ଜୁନ ୨୨, ୨୦୨୬: ଜିନ୍ଦଲ ଷ୍ଟିଲର ଅନୁଗୋଳ କାରଖାନାରେ ଉତ୍ସାହ ଓ ଉଦ୍ଦୀପନାର ସହିତ ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ  ପାଳିତ ହୋଇଯାଇଛି । ‘ନିରୋଗ ଓ ସୁସ୍ଥ ଜୀବନ ପାଇଁ ଯୋଗ’ ଥିମ୍‌କୁ ଆଧାର କରି ଆୟୋଜିତ ଏହି ବିଶାଳ ଯୋଗ ଅଧିବେଶନରେ କର୍ମଚାରୀ, ସେମାନଙ୍କ ପରିବାର ସଦସ୍ୟ, ବ୍ୟବସାୟିକ ସହଯୋଗୀ, ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ ସମୁଦାୟର ସଦସ୍ୟମାନେ ଅଂଶଗ୍ରହଣ କରିଥିଲେ। ଯାହା ସାମଗ୍ରିକ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ପ୍ରତି ଜିନ୍ଦଲ ଷ୍ଟିଲର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି ।

ଏହି କାର୍ଯ୍ୟକ୍ରମରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ସଂଯୁକ୍ତ ଅନୁଗୋଳ ମୁଖ୍ୟ ଶ୍ରୀ ପି.କେ. ବିଜୁ ନାୟର, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଆଇରନ୍ ଜୋନ୍) ଶ୍ରୀ ଦାମୋଦର ମିତ୍ତଲ, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ପ୍ରକଳ୍ପ) ଶ୍ରୀ ହୃଦୟେଶ୍ୱର ଝା, ଏଚ୍‌ଆର୍ ମୁଖ୍ୟ ଶ୍ରୀ ସୁଭାଷ ଚନ୍ଦ୍ର ଏବଂ ବିଶେଷ ଅତିଥି ଭାବେ ସମ୍ବଲପୁର ଯୋଗ ବିଦ୍ୟାପୀଠର ଶ୍ରୀମତୀ ସୁଶୀଳା ପ୍ରହ୍ଲାଦ ଫରମାନିଆ ଉପସ୍ଥିତ ଥିଲେ। ବିଭାଗୀୟ ମୁଖ୍ୟମାନଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଓ ସମୁଦାୟ ପ୍ରତିନିଧିମାନେ ମଧ୍ୟ ଏହି ଅବସରରେ ଯୋଗଦେଇଥିଲେ।

ଯୋଗ ଗୁରୁ ସ୍ୱାମୀ ସତ୍ୟବିନ୍ଦୁ ସରସ୍ୱତୀଙ୍କ ନେତୃତ୍ୱରେ ଏହି ଯୋଗ ଅଧିବେଶନ ପରିଚାଳିତ ହୋଇଥିଲା। ସ୍ୱାମୀଜୀଅଂଶଗ୍ରହଣକାରୀମାନଙ୍କୁ ଶାରୀରିକ ସୁସ୍ଥତା, ମାନସିକ ସୁସ୍ଥତା ଏବଂ ଜୀବନର ସାମଗ୍ରିକ ଗୁଣବତ୍ତା ବୃଦ୍ଧି କରିବା ପାଇଁ ଯୋଗ ଆସନ, ଶ୍ୱାସକ୍ରିୟା କୌଶଳ ଏବଂ ଧ୍ୟାନ ଅଭ୍ୟାସ ଦିଗରେ ମାର୍ଗଦର୍ଶନ କରିଥିଲେ।

ଜିନ୍ଦଲ ଷ୍ଟିଲ୍ ଦୀର୍ଘଦିନ ଧରି ନିଜ କର୍ମଚାରୀ କଲ୍ୟାଣ କାର୍ଯ୍ୟକ୍ରମର ଏକ ଅଂଶ ଭାବେ ଯୋଗକୁ ପ୍ରୋତ୍ସାହିତ କରିଆସୁଛି। ସଂସ୍ଥାର ବିଭିନ୍ନ କାର୍ଯ୍ୟସ୍ଥଳରେ ନିୟମିତ ଯୋଗ ଶିବିର ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରି କର୍ମଚାରୀ ଓ ସେମାନଙ୍କ ପରିବାରବର୍ଗଙ୍କୁ ସୁସ୍ଥ ଏବଂ ସନ୍ତୁଳିତ ଜୀବନଶୈଳୀ ଅବଲମ୍ବନ ପାଇଁ ଉତ୍ସାହିତ କରାଯାଉଛି।

ଅଂଶଗ୍ରହଣକାରୀମାନେ ଜିନ୍ଦଲ ଷ୍ଟିଲ୍‌ର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କୁ ଯୋଗ ଅଭ୍ୟାସର ପ୍ରସାର ଓ ସଂଗଠନ ମଧ୍ୟରେ ନିୟମିତ ଯୋଗ ପ୍ରଶିକ୍ଷଣ ସୁବିଧା ଏବଂ ଉତ୍ସର୍ଗୀକୃତ ଯୋଗ ପ୍ରଶିକ୍ଷକଙ୍କ ବ୍ୟବସ୍ଥା କରାଇଥିବାରୁ କୃତଜ୍ଞତା ଜଣାଇଥିଲେ। ଏହି ପଦକ୍ଷେପ କିପରି ସେମାନଙ୍କ ଏବଂ ସେମାନଙ୍କ ପରିବାରର ଜୀବନଶୈଳୀକୁ ଅଧିକ ସୁସ୍ଥ କରିପାରିଛି, ସେ ବିଷୟରେ ନିଜ ନିଜ ଅନୁଭୂତି ପ୍ରକାଶ କରିଥିଲେ ।

ଏହି ଅବସରରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାମୀ ସତ୍ୟବିନ୍ଦୁ ସରସ୍ୱତୀ, ନିୟମିତ ଭାବେ ଯୋଗ ଅଭ୍ୟାସ କରିବା ଏବଂ ଏହାକୁ ଦୈନନ୍ଦିନ ଜୀବନର ଏକ ଅଂଶ ଭାବେ ଗ୍ରହଣ ପାଇଁ ଶପଥ ପାଠ କରାଯାଇଥିଲେ ।

ଏହା ସହିତ, ସ୍ୱାମୀ ସତ୍ୟବିନ୍ଦୁ ସରସ୍ୱତୀଙ୍କ ନେତୃତ୍ୱରେ ଓ.ପି. ଜିନ୍ଦଲ ସ୍କୁଲ, ଶ୍ରମବୀର ପ୍ୟାଲେସ୍‌ ଏବଂ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ସମାନ ଭାବେ ଯୋଗ ଦିବସ ପାଳନ ଓ ଯୋଗ ଅଧିବେଶନ ଆୟୋଜନ କରାଯାଇଥିଲା।

ଜିନ୍ଦଲ୍ ଷ୍ଟିଲ ନିଜର କର୍ମଚାରୀ ଏବଂ ସେବା ଯୋଗାଇ ଆସୁଥିବା ସମ୍ପ୍ରଦାୟ ମଧ୍ୟରେ ସ୍ୱାସ୍ଥ୍ୟ, ସୁସ୍ଥତା ଏବଂ ସ୍ଥାୟୀ ଜୀବନଶୈଳୀକୁ ପ୍ରାତ୍ସାହିତ କରିବା ଦିଗରେ ଉତ୍ସର୍ଗୀକୃତ, ଏହା ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ପ୍ରତିଫଳିତ ହୋଇଥିଲା ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech