ଜିଲ୍ଲାପାଳଙ୍କ ଜନଶୁଣାଣୀରେ ଅଭିଯୋଗ ମାଳମାଳ ଫଳ ଶୂନ !ସାଧାରଣ ଲୋକଙ୍କ ଅଭିଯୋଗକୁ ସମସ୍ତ ସରକାରୀ କାର୍ଯ୍ୟାଳୟର କୌଣସି ବିଭାଗ ଶୁଣୁ ନଥିବା ନେଇ ଜିଲ୍ଲାପାଳଙ୍କ ପାଖରେ ଅଭିଯୋଗ

ଜିଲ୍ଲାପାଳଙ୍କ ଜନଶୁଣାଣୀରେ ଅଭିଯୋଗ ମାଳମାଳ ଫଳ ଶୂନ !
ସାଧାରଣ ଲୋକଙ୍କ ଅଭିଯୋଗକୁ ସମସ୍ତ ସରକାରୀ କାର୍ଯ୍ୟାଳୟର କୌଣସି ବିଭାଗ ଶୁଣୁ ନଥିବା ନେଇ ଜିଲ୍ଲାପାଳଙ୍କ ପାଖରେ ଅଭିଯୋଗ
ତାଳଚେର, ୨୨/୦୬ ତାଳଚେର ଏକ ଶିଳ୍ପ ବହୁଳ ଅଂଚଳ ହୋଇଥିବାରୁ ଏଠାରେ ସାଧାରଣ ଲୋକଙ୍କ ସମସ୍ୟା ଲାଗି ରହିଛି । ଏଥିପାଇଁ ବିଭିନ୍ନ ସମୟରେ ସ୍ଥାନୀୟ ପ୍ରଶାସନ ବା ଜିଲ୍ଲା ପ୍ରଶାସନଙ୍କୁ ଅଧିବାସୀମାନେ ବିଭିନ୍ନ ଦାବୀ ଓ ସମସ୍ୟା ନେଇ ଲିଖିତ ଅଭିଯୋଗ କରି ଆସୁଛନ୍ତି । କିନ୍ତୁ ସାଧାରଣ ଲୋକଙ୍କ ଅଭିଯୋଗକୁ ଜିଲ୍ଲା ପ୍ରଶାସନକୁ ଜଣାଇଲେ ମଧ୍ୟ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକୁ ସମସ୍ତ ସରକାରୀ କାର୍ଯ୍ୟାଳୟର କୌଣସି ବିଭାଗ ଶୁଣୁ ନଥିବା ଅଭିଯୋଗ କରିଛନ୍ତି ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟ ରାଜ କିଶୋର ସାହୁ । ଶ୍ରୀ ସାହୁଙ୍କ ଦ୍ୱାରା ଦୀର୍ଘ ୨ ବର୍ଷ ହେବ ବିଭିନ୍ନ ସମୟରେ ଦାବୀ ବା ଅଭିଯୋଗ ଜଣାଇଲା ପରେ ମଧ୍ୟ ସରକାରୀ କାର୍ଯ୍ୟାଳୟର କୌଣସି ବିଭାଗ ପଦକ୍ଷେପ ନେଇ ନାହାନ୍ତି । ଏନେଇ ଆଜି ତାଳଚେର ଠାରେ ଆୟୋଜିତ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ପୁର୍ନବାର ୫ ଦଫା ଦାବୀ ପତ୍ର ପ୍ରଦାନ କରାଯାଇଛି । ସେଗୁଡିକ ହେଲା-ତାଳଚେର ଶିଳ୍ପାଚଂଳରେ ଶ୍ରମିକ ମାନଙ୍କର ପୋଲିସ୍ ଭେରିଫିକେସନ୍ ପ୍ରମାଣପତ୍ର ଯାଂଚ ପାଇଁ ବାରମ୍ବାର ଦାବୀ ହୋଇଥିଲେ ମଧ୍ୟ ପୋଲିସ୍ ତରଫରୁ କୌଣସି ପଦକ୍ଷେପ ନିଆଯାଇ ନାହିଁ । ପବିତ୍ର ମୋହନ ମେଡିକାଲ୍ ଠାରୁ ବଲଣ୍ଡା ପର୍ଯ୍ୟନ୍ତ ରାସ୍ତାର ଦୁଇ ପାଶ୍ୱର୍ରୁ କୋଇଲା ଗୁଣ୍ଡ ଉଠାଇ ଝାଡୁ ମାରିବା ସହ ପାଣି ସିଂଚନ କରିବା । ଏହାକୁ ଜିଲ୍ଲା ପ୍ରଶାସନ ତରଫରୁ ଏମ୍‌.ସି.ଏଲ୍‌. ଜଗନ୍ନାଥ ଏରିଆକୁ ଚିଠି କରାଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ହୋଇ ନାହିଁ । ପାନୀୟ ଜଳ ସମସ୍ୟା ନେଇ ବାରମ୍ବାର ଜଣାଇବା ସତ୍ୱେ ଏହାକୁ ଗୁରୁତ୍ୱ ଦିଆଯାଇ ନାହିଁ । ଏମ୍‌.ସି.ଏଲ୍‌, ପକ୍ଷରୁ ଅପ୍ରେଲ୍ ୧ ରୁ ପାଣି ଦେବା ପାଇଁ ଚିଠି ହୋଇଥିଲା କିନ୍ତୁ ଜୁନ୍ ୧୨ ରୁ କାର୍ଯ୍ୟାଦେଶ ଦିଆଗଲା । ଘଂଟପଡା ପଂଚାୟତର ପବିତ୍ର ମୋହନ ମେଡିକାଲ୍ ଯିବା ରାସ୍ତାରେ (ଅନନ୍ତ ମାର୍କେଟ୍‌) ଓଭରବ୍ରିଜ୍ ନିର୍ମାଣ ପାଇଁ ଜିଲ୍ଳା ପ୍ରଶାସନକୁ ଚିଠି ଦିଆଯାଇଥିଲେ ମଧ୍ୟ ଆପଣଙ୍କ ଆଦେଶ ଅନୁସାରେ ବର୍ତମାନ ପର୍ଯ୍ୟନ୍ତ ଟି.ଏଫ୍‌.ଏଲ୍‌. ତରଫରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ । ତାଳଚେରରୁ ହିଙ୍ଗୁଳା ପର୍ଯ୍ୟନ୍ତ ରାସ୍ତାରେ ଥିବା କଂସେଇ ଖାନା (ମାଂସ ଦୋକାନ) ଗୁଡିକ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଗତ ୨୦୨୫ ରୁ ଜଣାଇବା ପରେ ତହସିଲ୍‌ଦାର ଏହାକୁ ଗୁରୁତ୍ୱ ଦେଇ ନାହାନ୍ତି । ଏହାକୁ ଗୁରୁତର ସହ ବିଚାର କରି ସମାଧାନ କରିବାକୁ ଶ୍ରୀ ସାହୁ ଅନୁରୋଧ କରିଛନ୍ତି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech