ଢେ଼ଙ୍କାନାଳ ଭାଗିରଥି ସାଗର କୂଳରେ ଥିବା ବାବା ଆଖଣ୍ଡଳମଣି ଙ୍କ ପୀଠରେ ଆଜି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ବିଶେଷ ପୂଜା ଅର୍ଚ୍ଚନା କରାଯାଇଥିଲା। ପ୍ରାତଃ ରୁ ମଙ୍ଗଳ ଆଳତି ମହା ସ୍ନାନ,ବେଲ ପତ୍ର ବିଭିନ୍ନ ପ୍ରକାରର ପୁଷ୍ପ ଓ ଭୋଗ ଲାଗି ପୂଜା ଅର୍ଚ୍ଚନା କରାଯାଇ ଥିଲା। ମଧ୍ୟାନ ରେ ଅର୍ଣ୍ଣ ଧୂପ ,ସନ୍ଧ୍ୟାରେ ଆଳତି ଓ ଘର୍ଷଣୀ କରାଯାଇ ମେଳା ବେଶ କରାଯାଇ ଥିଲା।ସେଥିରେ ଚୁଡ଼ା ଘଷା ଓ ପଣା ଭୋଗ ଲାଗି କରାଯାଇଥିଲା। ପୂଜକ ତୁଷାର ରଞ୍ଜନ ମିଶ୍ର ଓ ବିଭୂତି ଭୂଷଣ ପଣ୍ଡା ଙ୍କ ଦ୍ଵାରା ପୂଜା ଅର୍ଚ୍ଚନା କରାଯାଇ ଥିଲା।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-29-scaled.jpg)


