ସାମାଜିକ ସାଂସ୍କୃତିକ ବିକାଶ ସଂଘ ତରଫରୁ ସରକାରୀ ବିଦ୍ୟାଳୟ ମୁକ୍ତାଦେଇପୁର ଠାରେ ଏକ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ଏଥିରେ 60 ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ।କୃତି ଛାତ୍ରଛାତ୍ରୀଙ୍କୁ ଅନୁଷ୍ଠାନ ତରଫରୁ ପ୍ରଥମ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କଳାକାରଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀଙ୍କ ଉପସ୍ଥିତରେ ପୁରଷ୍କାର ପ୍ରଦାନ କରାଗଲା।
ସର୍ବଶେଷରେ ପ୍ରାର୍ଥନା ଗାଈ ସଭାକାର୍ଯ୍ୟ ଶେଷ କରାଗଲା।
ସଂଘର ସଦସ୍ୟା ସୌମ୍ୟାଶ୍ରୀ ଉପସ୍ଥିତ ଥାଇ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।




