ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ

ଜେ ବି ଏନ, ୧୯/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ/କୋଲକାତା : ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା । ଅମିତ ଶାହା ବିଳମ୍ବିତ ରାତିରେ କୋଲକାତାରେ ପହଞ୍ଚିଥିଲେ। ରାଜ୍ୟରେ ଅନେକ ଜନସାଧାରଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ବ୍ୟତୀତ ସେ ଏକ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।




