ମାଇ ଭାରତ ଢେଙ୍କାନାଳ ତରଫରୁ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ଅନୁଷ୍ଠିତ ହୋଇଛି।ଏଥିରେ ପ୍ରାୟ 60 ରୁ ଅଧିକ ଯୁବକ ଯୁବତୀ ଯୋଗ ଦେଇଥିଲେ।ଏଥିରେ ତାଙ୍କ ଜୀବନୀ ଓ ସଂଘର୍ଷ ବିଷୟରେ ଆଲୋଚନା ହୋଇଥିଲା।ପରିଶେଷରେ ଏକ ବକ୍ତୃତା ପ୍ରତିଯୋଗିତା ହୋଇଥିଲା।
ସାମାଜିକ ସାଂସ୍କୃତିକ ବିକାଶ ସଂଘର କାର୍ଯ୍ୟକର୍ତ୍ତା ସୌମ୍ୟା ମିଶ୍ର ଉପସ୍ଥିତ ରହି ଏହି କାର୍ଯ୍ୟକୁ ସମ୍ପାଦନ କରିଥିଲେ।
