Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
କେପ ଆକାର ଜାହାଜ ଚଳାଚଳ ନିମନ୍ତେ ପାରଦୀପ ବନ୍ଦର ପଶ୍ଚିମ ଜେଟିର ବିକାଶ ସମେତ ଅନ୍ତରୀଣ ପୋତାଶ୍ରୟର ଗଭୀର ଖନନ ଏବଂ ଉନ୍ନତିକରଣ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରି - Jagrat Bharat News

କେପ ଆକାର ଜାହାଜ ଚଳାଚଳ ନିମନ୍ତେ ପାରଦୀପ ବନ୍ଦର ପଶ୍ଚିମ ଜେଟିର ବିକାଶ ସମେତ ଅନ୍ତରୀଣ ପୋତାଶ୍ରୟର ଗଭୀର ଖନନ ଏବଂ ଉନ୍ନତିକରଣ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରି

ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି

କେପ ଆକାର ଜାହାଜ ଚଳାଚଳ ନିମନ୍ତେ ପାରଦୀପ ବନ୍ଦର ପଶ୍ଚିମ ଜେଟିର ବିକାଶ ସମେତ ଅନ୍ତରୀଣ ପୋତାଶ୍ରୟର ଗଭୀର ଖନନ ଏବଂ ଉନ୍ନତିକରଣ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରି

ସରକାରୀ ଘରୋଇ ଭାଗିଦାରୀ (ପିପିପି)ରେ ନିର୍ମାଣ, ପରିଚାଳନା ଓ ହସ୍ତାନ୍ତରଣ (ବିଓଟି) ଆଧାରରେ କାର୍ଯ୍ୟକାରୀ ହେବ ପ୍ରକଳ୍ପ

 

 

 

ଜେ ବି ଏନ, ୩୦/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ/ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ପାରାଦୀପ ବନ୍ଦରର ଉନ୍ନତିକରଣ ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ପ୍ରଦାନ କରିଛନ୍ତି। କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ, କେପ ଆକାରର ଜାହାଜ ଚଳାଚଳ ନିମନ୍ତେ ପାରଦୀପ ବନ୍ଦରର ପଶ୍ଚିମ ଜେଟିର ବିକାଶ ସମେତ ଅନ୍ତରୀଣ ପୋତାଶ୍ରୟର ଗଭୀର ଖନନ ଏବଂ ଉନ୍ନତିକରଣ କରାଯିବ। ଏହି ପ୍ରକଳ୍ପ ସରକାରୀ ଘରୋଇ ଭାଗିଦାରୀ (ପିପିପି) ଜରିଆରେ ନିର୍ମାଣ, ପରିଚାଳନା ଓ ହସ୍ତାନ୍ତରଣ (ବିଓଟି) ଆଧାରରେ କାର୍ଯ୍ୟକାରୀ କରାଯିବ।

 

ଆର୍ଥିକ ବ୍ୟୟ :

 

ଏହି ପ୍ରକଳ୍ପ ପାଇଁ 3,004.63 କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ବ୍ୟୟ ଅଟକଳ କରାଯାଇଛି। ଏଥିରେ ସାମିଲ ରହିଛି ମନୋନିତ ରିହାତି ହାସଲକାରୀଙ୍କ ଦ୍ୱାରା ନୂତନ ପଶ୍ଚିମ ଜେଟିର ବିଓଟି ଆଧାରରେ ବିକାଶ ଏବଂ ପ୍ରମୁଖ ଖନନ। ଏଥିପାଇଁ ଯଥାକ୍ରମେ 2,040 କୋଟି ଏବଂ 352.13 କୋଟି ଟଙ୍କା ଖର୍ଚ୍ଚ ହେବ। ସାଧାରଣ ସହାୟକ ପ୍ରକଳ୍ପ ଭିତ୍ତିଭୂମି ଯୋଗାଇ ଦେବା ଲାଗି ପାରାଦୀପ ବନ୍ଦର ପକ୍ଷରୁ 612.50 କୋଟି ଟଙ୍କା ନିବେଶ କରାଯିବ।

 

ବିବରଣୀ :

 

ପ୍ରସ୍ତାବିତ ପ୍ରକଳ୍ପ ମାଧ୍ୟମରେ ପଶ୍ଚିମ ଜେଟି ବେସିନ ନିର୍ମାଣ କରାଯିବା ଲାଗି ଲକ୍ଷ୍ୟ ରଖାଯାଇଛି। ଏହାକୁ ଏକ ମନୋନିତ ବିଓଟି ରିହାତି ହାସଲକାରୀ ସଂସ୍ଥା ନିର୍ମାଣ କରିବ। ଯାହାଫଳରେ ଏହି ଜେଟିରେ କେପ ଆକାରର ଜାହାଜ ଚଳାଚଳ କରିପାରିବ ଏବଂ ଏହାର ମୋଟ କ୍ଷମତା ଦୁଇଟି ପର୍ଯ୍ୟାୟରେ ବାର୍ଷିକ 12.50 ନିୟୁତ ଟନ ଲେଖାଏଁ ମିଶାଇ ବାର୍ଷିକ 25 ନିୟୁତ ଟନକୁ ବୃଦ୍ଧି ପାଇବ।

 

ରିହାତିର ଅବଧି ରିହାତି ପ୍ରଦାନ କରାଯିବା ତାରିଖ ଠାରୁ 30 ବର୍ଷ ଯାଏ ରହିବ। ପାରାଦୀପ ବନ୍ଦର ନ୍ୟାସ (ରିହାତି ପ୍ରଦାନକାରୀ କର୍ତ୍ତୃପକ୍ଷ) କେପ ଆକାରର ଜାହାଜ ଚଳାଚଳ ପାଇଁ ବ୍ରେକୱାଟର ଏକ୍ସଟେନସନ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ କାର୍ଯ୍ୟ ଭଳି ସହାୟକ ପ୍ରକଳ୍ପ ଭିତ୍ତିଭୂମି ଯୋଗାଇ ଦେବ।

 

କାର୍ଯ୍ୟକାରୀ ରଣନୀତି ଏବଂ ଲକ୍ଷ୍ୟ :

 

ମନୋନିତ ରିହାତି ହାସଲକାରୀଙ୍କ ଦ୍ୱାରା ବିଓଟି ଆଧାରରେ ଏହି ପ୍ରକଳ୍ପ ବିକଶିତ କରାଯିବ। ତେବେ, ବନ୍ଦର ପକ୍ଷରୁ ସାଧାରଣ ସହାୟକ ପ୍ରକଳ୍ପ ଭିତ୍ତିଭୂମି ଯୋଗାଇ ଦିଆଯିବ।

 

ପ୍ରଭାବ :

 

କାର୍ଯ୍ୟକ୍ଷମ ହେବା ପରେ, ଏହା କୋଇଲା ଓ ଚୂନ ପଥର ଆମଦାନୀ ସମେତ ପାରାଦୀପ ବନ୍ଦରର ଅନ୍ତରୀଣ ପ୍ରଦେଶରେ ବହୁସଂଖ୍ୟାରେ ଇସ୍ପାତ ପ୍ଲାଣ୍ଟ ଥିବାରୁ ଖଦଡ଼ା ସ୍ଲାଗ ଓ ଇସ୍ପାତ ଉତ୍ପାଦ ରପ୍ତାନି ସଂକ୍ରାନ୍ତ ଆବଶ୍ୟକତା ପୂରଣ କରିପାରିବ। ଏହି ପ୍ରକଳ୍ପ (i) ବନ୍ଦରରେ ଭିଡ଼ ହ୍ରାସ କରିବ, (ii) ସାମୁଦ୍ରିକ ମାଲ ଭଡ଼ା ହ୍ରାସ କରି କୋଇଲ ଆମଦାନୀକୁ ଶସ୍ତା କରିବ, ଏବଂ (iii) ବନ୍ଦର ଆଖାପାଖ ଅଞ୍ଚଳରେ ଶିଳ୍ପ ଅର୍ଥବ୍ୟବସ୍ଥାକୁ ପ୍ରୋତ୍ସାହନ ଦେଇ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।

 

ପୃଷ୍ଠଭୂମି :

 

ପାରାଦୀପ ପୋର୍ଟ ଟ୍ରଷ୍ଟ (ପିପିପି) ଭାରତ ସରକାରଙ୍କ ଅଧୀନ ଏକ ପ୍ରମୁଖ ବନ୍ଦର ଅଟେ ଏବଂ ଏହା ପ୍ରମୁଖ ବନ୍ଦର ଟ୍ରଷ୍ଟ ଆଇନ, 1963 ଅନ୍ତର୍ଗତ ପରିଚାଳିତ ହୋଇ ଆସୁଛି। 1966ରେ ଲୁହାପଥର ରପ୍ତାନି ନିମନ୍ତେ ଏକ ଉତ୍ପାଦ ବନ୍ଦର ରୂପରେ ଏହାର ଆରମ୍ଭ କରାଯାଇଥିଲା। ବିଗତ 54 ବର୍ଷ ମଧ୍ୟରେ ଏହି ବନ୍ଦର ନିଜକୁ ବିକଶିତ କରି ବିଭିନ୍ନ ପ୍ରକାରର ରପ୍ତାନି-ଆମଦାନୀ ସାମଗ୍ରୀ (ଏକ୍ଜିମ କାର୍ଗୋ) ପରିଚାଳନା ନିମନ୍ତେ ସକ୍ଷମ ହୋଇପାରିଛି। ଏହି ସାମଗ୍ରୀ ମଧ୍ୟରେ ରହିଛି ଲୁହା ପଥର, କ୍ରୋମ ପଥର, ଆଲୁମିନିୟମ ଉତ୍ପାଦ, କୋଇଲା, ସାର କଞ୍ଚା ମାଲ, ଚୂନ ପଥର, କ୍ଲିଙ୍କର, ଇସ୍ପାତ ପ୍ରସ୍ତୁତ ଉତ୍ପାଦ, କଣ୍ଟେନର ଆଦି।

 

ବିଶେଷ କରି ଏହି ବନ୍ଦରର ଅନ୍ତରୀଣ ପ୍ରଦେଶରେ ବହୁସଂଖ୍ୟାରେ ଇସ୍ପାତ ପ୍ଲାଣ୍ଟ ଉପସ୍ଥିତ ଥିବା କାରଣରୁ କୋକିଂ କୋଇଲା ଏବଂ ଫ୍ଲକ୍ସର ଆମଦାନୀ ଏବଂ ଇସ୍ପାତ ପ୍ରସ୍ତୁତ ଉତ୍ପାଦର ରପ୍ତାନିର ବୃଦ୍ଧି ପାଉଥିବା ଚାହିଦାକୁ ଦେଖି ଏହି ବନ୍ଦରର କ୍ଷମତା ବିକାଶ ଅତି ଜରୁରି ହୋଇପଡ଼ିଛି।

 

 

 

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech