Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ବାଟ ଓଷା ବା ଦାଣ୍ଡ ପହଁରା ଓଷା - Jagrat Bharat News

ବାଟ ଓଷା ବା ଦାଣ୍ଡ ପହଁରା ଓଷା 

ବାଟ ଓଷା ବା ଦାଣ୍ଡ ପହଁରା ଓଷା 

 

ଜେ ବି ଏନ, ୩୧/୧୨/୨୦୨୦, (ଉପସ୍ଥାପନା : ପ୍ରଦୀପ କୁମାର କାଣ୍ଡି), କଟକ : ବାଟ ଓଷା ବା ଦାଣ୍ଡ ପହଁରା ଓଷା ପୌଷମାସ କୃଷ୍ଣ ଦ୍ୱିତୀୟା ତିଥିରେ ପାଳନ କରାଯାଏ । ଏହି ଓଷା ଯମରାଜାଙ୍କ ଉଦ୍ଦେଶ୍ୟରେ ପାଳନ କରାଯାଏ । ପ୍ରତ୍ୟେକ ମାଆମାନେ ନିଜ ପୁତ୍ରମାନେ ଦୀର୍ଘାୟୁ ହେବା ନିମନ୍ତେ ରାତିରେ ଉପବାସ ରହି ବଜ୍ରମୂଳି ଗଛରେ ଦାଣ୍ଡ ପହଁରି ନିଜ ନିଜର ପୁତ୍ରମାନଙ୍କୁ ଝାଡ଼ିଥାନ୍ତି । ଇନ୍ଦ୍ରଙ୍କର ଅମୋଘ ଅସ୍ତ୍ର ହେଉଛି ବଜ୍ର ।

 

ସେଥିପାଇଁ ପ୍ରବାଦ ଅଛି- ମାତାମାନେ ନିଜ ସନ୍ତାନର ଦୀର୍ଘଜୀବନ କାମନା କରି ଓଷା ମଣ୍ଡପର ଚତୁର୍ପାଶ୍ୱକୁ ବଜ୍ରମୂଳିରେ ପହଁରିବା ପରେ ସେଥିରେ ସନ୍ତାନମାନଙ୍କୁ ଝାଡ଼ିଥାନ୍ତି । ଲୋକକଥା ଅନୁସାରେ ମୃତ୍ୟୁର ଦେବତା ଯମ ଅତ୍ୟନ୍ତ କଠୋର ଓ ମର୍ମତୁଦ, ସେ ପ୍ରାଣୀର କର୍ମ ଅନୁସାରେ, ମୃତ୍ୟୁପରେ ଦଣ୍ଡବିଧାନ କରନ୍ତି । ଗରମ ତେଲ କଢ଼େଇରେ ପକାଇବା, ତାହାର ଚକ୍ଷୁ ଓ କର୍ଣ୍ଣରେ ଗରମ ତେଲ ପକାଇବା; ଅସତୀ ଦୋଚାରୁଣୀମାନଙ୍କୁ ଶିମିଳି ଗଛରେ ଟାଙ୍ଗିବା ସହ ବିଛା, କଙ୍କଡା, ନାଗମାନଙ୍କଦ୍ୱାରା ଅନେକ ଯନ୍ତ୍ରଣା ଦିଅନ୍ତି । ଏସବୁ ଯନ୍ତ୍ରଣାରୁ ରକ୍ଷା କରିବା ଏବଂ ଯମଙ୍କୁ ପ୍ରସନ୍ନ କରିବା ଉଦ୍ଦେଶ୍ୟରେ ବାଟ ଓଷା ବା ଦାଣ୍ଡ ପହଁରା ଓଷାର ସୃଷ୍ଟି ।

 

ଏହା ଏକ କୃଷିଭିତ୍ତିକ ପର୍ବ ହୋଇଥିବାରୁ, ନୂଆ ଧାନ କୁଟି ମଣ୍ଡାପିଠା, ମୁଢି, ଖଇ, ମୁଆଁ, ଚୁଡା, କଦଳୀ, ମୂଳା, ଆଖୁ, କରମଙ୍ଗା, କନ୍ଦମୂଳ, ତୁଷ ଓ କୁଣ୍ଡା ଆଦି ନୈବେଦ୍ୟ କରାଯାଏ । ଗାଁ ଦାଣ୍ଡ ବା ବନସ୍ତରେ ଗାତ ଖୋଳାଯାଇ, ଗୋଟିଏ ପାତ୍ରରେ ସିନ୍ଦୂରରେ ଯମଙ୍କ ପ୍ରତିମା ସ୍ଥାପନ ପୂର୍ବକ ମାତାମାନେ ଚାରିପଟେ ଚାଙ୍ଗୁଡା ଧରି, ବଜ୍ରମୂଳି ଉପରେ ରଖି କପଡ଼ା ଢାଙ୍କି ବସନ୍ତି ଏବଂ ଯମ ଦେବତାଙ୍କୁ ଷୋଡ଼ଶୋପଚାରରେ ବ୍ରାହ୍ମଣଙ୍କଦ୍ୱାରା ପୂଜାର୍ଚ୍ଚନା କରନ୍ତି । ତାହା ପରେ ମାତାମାନେ ନିଜ ସନ୍ତାନମାନଙ୍କର ଦୀର୍ଘଜୀବନ କାମନା କରି ଯମଙ୍କୁ ସ୍ମରଣ କରିଥାନ୍ତି ।

 

#ପୌରାଣିକ_କିମ୍ବଦନ୍ତୀ :-

 

କୋଶଳ ଦେଶର ରାଜା ସୁଦର୍ଶନ ଓ ରାଣୀ ଲୀଳାବତୀ, ଦୁହେଁ ପରୋପକାରୀ ଓ ପ୍ରଜାବତ୍ସଳ ହୋଇଥିଲେ ମଧ୍ୟ ପୁତ୍ରସନ୍ତାନ ନଥିବାରୁ ମନସ୍ତାପ କରିଥିଲେ । ବିଜ୍ଞ ବ୍ରାହ୍ମଣ, ଜ୍ୟୋତିଷ ଦାଣ୍ଡ ପହଁରା ବା ବାଟ ଓଷା କରିବାଦ୍ୱାରା ଯମଙ୍କୁ ସନ୍ତୁଷ୍ଟ କଲେ ପୁତ୍ରପ୍ରାପ୍ତି ହେବ ବୋଲି ପରାମର୍ଶ ଦେଇଥିଲେ । ଓଷା କରିଥିବା ରାଜ୍ୟର ଗୃହିଣୀମାନଙ୍କଠାରୁ ପ୍ରସାଦ ପାଇ ରାଣୀ ଗର୍ଭବତୀ ହେବା ସହ ଉତ୍ତମ ପୁତ୍ରପ୍ରାପ୍ତ କରିଥିଲେ , ଯାହାର ନାମ ବୀରସେନ । କିନ୍ତୁ ପୁତ୍ରପ୍ରାପ୍ତି ପରେ, ରାଣୀ ଆଉ ଯମଦେବତାଙ୍କ ବାଟ ଓଷା ନ କରିବା ଯୋଗୁଁ ଯମ ବୀରସେନଙ୍କୁ ଅପହରଣ କରି ନେଇଗଲେ ଏବଂ ନିଜର ମାତାଙ୍କୁ ତାଙ୍କୁ ମାରି ରୋଷେଇ କରି ଖାଇବାକୁ ଦେବା ପାଇଁ କହିଥିଲେ । ତତ୍‌ପରେ ଯମ ସ୍ନାନ କରିବାକୁ ଚାଲିଗଲେ । ଇତ୍ୟବସରରେ ବୀରସେନଙ୍କ ନାକରେ ଦୁଇ ଖଣ୍ଡ କାଠି ପୂରାଇ ପୂଜା ସମୟରେ ଛିଙ୍କିବା ପାଇଁ ଯମଙ୍କ ମାତା ଶିଖାଇ ଦେଲେ । ବୀରସେନ, ଯମମାତାଙ୍କ କହିବା ଅନୁସାରେ ନାକରେ କାଠି ପୂରାଇ ଛିଙ୍କିଥିଲେ । ଏହି ସମୟରେ ଯମମାତା ଅଚ୍ଛମର ହୁଅ ବୋଲି କହିଥିଲେ । ଯାହା ଫଳରେ ଯମଦେବ ବୀରସେନଙ୍କୁ ନ ମାରି, ବାଟ ଓଷା ନକଲେ ପୁନର୍ବାର ନେଇଯିବେ ବୋଲି ବୀରସେନଙ୍କ ମାତାଙ୍କୁ କହି ଘରେ ଛାଡ଼ି ଦେଇଗଲେ ।

 

ପରିବାରବର୍ଗ ବୀରସେନଙ୍କୁ ପାଇ ଅତ୍ୟନ୍ତ ଖୁସି ହୋଇଥିଲେ ମଧ୍ୟ କାହିଁକି ରୁଷିଥିଲେ ବୋଲି ପଚାରିବାରୁ ଉତ୍ତରରେ କହିଲେ, ତୁମେ ଯମଦେବଙ୍କ ବାଟ ଓଷାକୁ ଭୁଲି ଯାଇଥିବାରୁ ମୋତେ ଧରି ନେଇଥିଲେ ବୋଲି କହିଥିଲେ । ଶେଷରେ ରାଜଗୃହରେ ମାତା କୌଶଲ୍ୟା ଯମଦେବଙ୍କ ବାଟ ଓଷା କରି, ଦାଣ୍ଡ ପହଁରି, ପୁତ୍ରର ଦୀର୍ଘ ଜୀବନ କାମନା କରିଥିଲେ । ଏହି ପୂଜାର ନିୟମ, ସବୁ ପ୍ରସାଦ ପୂଜା ମଣ୍ଡପକୁ ନେବେ ଏବଂ ଘରେ ଲୋଭବଶତଃ ପୂଜାଦ୍ରବ୍ୟ ରଖିଲେ ଯମ ଅସନ୍ତୋଷ ହୋଇଥାନ୍ତି । ପୂଜା ଅନ୍ତେ ସମସ୍ତ ପ୍ରସାଦକୁ ବାଳକ, ବୃଦ୍ଧ ଓ ପରିବାରବର୍ଗଙ୍କ ମଧ୍ୟରେ ବାଣ୍ଟିଦେବା ବିଧେୟ ।

ଉପସ୍ଥାପନା : ପ୍ରଦୀପ କୁମାର କାଣ୍ଡି (କଟକ)

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech