Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଭାରତ ସରକାରଙ୍କ ଡିଜିଟାଲ କ୍ୟାଲେଣ୍ଡର ଓ ଡାଏରୀ ଶ୍ରୀ ପ୍ରକାଶ ଜାଭଡେକରଙ୍କ ଦ୍ବାରା ଉନ୍ମୋଚିତ - Jagrat Bharat News

ଭାରତ ସରକାରଙ୍କ ଡିଜିଟାଲ କ୍ୟାଲେଣ୍ଡର ଓ ଡାଏରୀ ଶ୍ରୀ ପ୍ରକାଶ ଜାଭଡେକରଙ୍କ ଦ୍ବାରା ଉନ୍ମୋଚିତ

ଭାରତ ସରକାରଙ୍କ ଡିଜିଟାଲ କ୍ୟାଲେଣ୍ଡର ଓ ଡାଏରୀ ଶ୍ରୀ ପ୍ରକାଶ ଜାଭଡେକରଙ୍କ ଦ୍ବାରା ଉନ୍ମୋଚିତ

ଜେ ବି ଏନ, ୦୮/୦୧ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଆଜି ଭାରତ ସରକାରଙ୍କ ଡିଜିଟାଲ କ୍ୟାଲେଣ୍ଡର ଓ ଡାଏରୀର ଉନ୍ମୋଚନ କରିଛନ୍ତି । ନୂଆଦିଲ୍ଲୀର ନ୍ୟାସନାଲ ମିଡିଆ ସେଣ୍ଟରରେ ଆୟୋଜିତ ଏକ ଉତ୍ସବରେ ଶ୍ରୀ ଜାଭଡେକର ବଟନ୍ କ୍ଲିକ୍ କରି କ୍ୟାଲେଣ୍ଡର ଓ ଡାଏରୀର ଆଣ୍ଡ୍ରଏଡ୍ ଏବଂ ଆଇଓଏସ୍ ମୋବାଇଲ୍ ଆପ୍ଲିକେସନକୁ ଶୁଭାରମ୍ଭ କରିଥିଲେ ।

 

ଏହି ଅବସରରେ ଉଦବୋଧନ ଦେଇ ଶ୍ରୀ ଜାଭଡେକର ଅତୀତରେ କାନ୍ଥର ଶୋଭାବର୍ଦ୍ଧନ କରୁଥିବା ସରକାରୀ କ୍ୟାଲେଣ୍ଡରଗୁଡିକ ଏବେ ମୋବାଇଲ୍ ଫୋନର ଆଭା ମଣ୍ଡିତ କରିବାକୁ ଯାଉଥିବାରୁ ସନ୍ତୋଷ ବ୍ୟକ୍ତ କରିଥିଲେ । ଏହି ଆପ୍‌ର ବୈଶିଷ୍ଟ୍ୟ ସମ୍ପର୍କରେ ଉଲ୍ଲେଖ କରି ଶ୍ରୀ ଜାଭଡେକର କହିଥିଲେ, “ବିନା ମୂଲ୍ୟର ଏହି ଆପ୍ ଜାନୁଆରୀ 15 ତାରିଖ 2021ରୁ 11ଟି ଭାଷାରେ ଉପଲବ୍ଧ ହେବ । ଏହି ଆପ୍ ପ୍ରତିବର୍ଷ ଏକ ନୂତନ କ୍ୟାଲେଣ୍ଡରର ଆବଶ୍ୟକତାକୁ ଦୂର କରିପାରିବ ।” ସେ ଆହୁରି କହିଛନ୍ତି ଯେ “ଏହି କ୍ୟାଲେଣ୍ଡର ପ୍ରତିମାସରେ ଏକ ବିଷୟବସ୍ତୁ ଓ ତତ୍‌ସଂଲଗ୍ନ ବାର୍ତ୍ତା ସହିତ ଜଣେ ବିଶିଷ୍ଟ ଭାରତୀୟ ବ୍ୟକ୍ତିତ୍ୱଙ୍କୁ ସନ୍ନିବେଶିତ କରିବ । ଏହି ଆପ୍ ମଧ୍ୟ ଆଜି ପର୍ଯ୍ୟନ୍ତ ଅନୁଷ୍ଠିତ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଶୁଭାରମ୍ଭର ସମୟ ନିର୍ଘଣ୍ଟ ସମ୍ପର୍କରେ ଜନସାଧାରଣଙ୍କୁ ସୂଚନା ପ୍ରଦାନ କରିବ ।”

 

ଆପ୍‌ରେ ଥିବା ଡାଏରୀର ବୈଶିଷ୍ଟ୍ୟ ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି “ଡାଏରୀ ସନ୍ନିବେଷିତ ହୋଇଥିବା କାରଣରୁ ଏହି କ୍ୟାଲେଣ୍ଡର ଅନ୍ୟାନ୍ୟ ଡିଜିଟାଲ୍ କ୍ୟାଲେଣ୍ଡର ଆପ୍ ତୁଳନାରେ ଅଧିକ ଉଚ୍ଚକୋଟୀର, ଅଧିକ ବୈଶିଷ୍ଟ୍ୟଭରା ଏବଂ ଅଧିକ ସହଜ ହୋଇପାରିଛି ।

 

ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ୍ ଇଣ୍ଡିଆ ଲକ୍ଷ୍ୟ ଆଧାରରେ ଭାରତ ସରକାରଙ୍କ ଏହି ଡିଜିଟାଲ କ୍ୟାଲେଣ୍ଡର ପ୍ରସ୍ତୁତ କରାଯାଇଛି ଏବଂ ଯେକୌଣସି ସ୍ମାର୍ଟ ଫୋନ୍‌ରୁ କେବଳ ଗୋଟିଏ ମାତ୍ର କ୍ଲିକ୍‌ରେ ଏହା ଉପଳବ୍ଧ ହୋଇପାରିବ । ଏହି ଆପ୍‌କୁ ଉଭୟ ଗୁଗଲ୍ ପ୍ଲେ ଷ୍ଟୋର ଓ ଆଇଓଏସ୍ ଆପ୍ ଷ୍ଟୋର୍‌ରୁ ଡାଉନଲୋଡ୍ କରାଯାଇପାରିବ । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବ୍ୟୁରୋ ଅଫ ଆଉଟରିଚ୍ ଆଣ୍ଡ କମ୍ୟୁନିକେସନ୍ ଦ୍ୱାରା ଏହି ଆପ୍‌ର ଢାଞ୍ଚା ପ୍ରସ୍ତୁତି ଓ ବିକାଶ କରାଯାଇଛି । ଏହି ଆପ୍ ବର୍ତ୍ତମାନ ହିନ୍ଦୀ ଓ ଇଂରାଜୀ ଭାଷାରେ ଉପଲବ୍ଧ ଏବଂ ଖୁବ୍‌ଶୀଘ୍ର ଏହାକୁ 11ଟି ଅନ୍ୟ ଭାରତୀୟ ଆଞ୍ଚଳିକ ଭାଷାରେ ଉବଲବ୍‌ଧ କରାଯିବ ।

 

ଭାରତ ସରକାରଙ୍କ କ୍ୟାଲେଣ୍ଡରର ପୂର୍ବ ବାସ୍ତବ ସଂସ୍କରଣ ଦେଶର ପଞ୍ଚାୟତ ସ୍ତର ପର୍ଯ୍ୟନ୍ତ ପହଞ୍ଚି ଏବେ ଏହି ଆପ୍ ରୂପରେ ଆବିର୍ଭୁତ ହୋଇଥିବା କ୍ୟାଲେଣ୍ଡରର ଡିଜିଟାଲ ଅବତାର ସମଗ୍ର ବିଶ୍ୱର ଯେକୌଣସି ବ୍ୟକ୍ତିଙ୍କ ନିକଟରେ ଅତି ସହଜରେ ପହଞ୍ଚିପାରିବ ।

 

ଭାରତ ସରକାରଙ୍କ କ୍ୟାଲେଣ୍ଡର ଆପ୍‌ରେ ନିମ୍ନଲିଖିତ ବୈଶିଷ୍ଟ୍ୟସବୁ ରହିଛି:

 

କ) ବିଭିନ୍ନ ଯୋଜନା, କାର୍ଯ୍ୟକ୍ରମ ଏବଂ ଭାରତ ସରକାରଙ୍କ ପ୍ରକାଶନଗୁଡିକ ଉପରେ ସଦ୍ୟତମ ସୂଚନା

 

ଖ) ସରକାରୀ ଛୁଟିଦିବସ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ତାରିଖ

 

ଗ) ଆମ ରାଷ୍ଟ୍ରର ମହାନ୍ ବ୍ୟକ୍ତିତ୍ୱଙ୍କର ଅନୁପ୍ରେରକ ଓ ପ୍ରେରଣାଦାୟୀ ବାର୍ତ୍ତା

 

ଘ) ସର୍ବାଧୁନିକ ନିରାପତ୍ତା ଓ ବ୍ୟକ୍ତିଗତ ଗୋପନୀୟତା ଦ୍ୱାରା ଗଚ୍ଛିତ ହୋଇ ରହିପାରୁଥିବା ଭଳି ଡିଜିଟାଲ୍ ପଦ୍ଧତିରେ ବିବରଣୀ ଲିପିବଦ୍ଧ କରିବା ବ୍ୟବସ୍ଥା

 

ଙ) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଓ ଘଟଣାବଳୀଗୁଡିକୁ ଅନୁସ୍ମରଣ କରାଇବା ଏବଂ ବୈଠକର କାର୍ଯ୍ୟସୂଚୀ ଲିପିବଦ୍ଧ କରିବା

 

ଚ) ଆଗାମୀ ଦିନରେ ପ୍ରଧାନମନ୍ତ୍ରୀଙ୍କ “ଆକ୍ସେସିବଲ୍ ଇଣ୍ଡିଆ”/“ସୁଗମ୍ୟ ଭାରତ ଅଭିଯାନ”ର ଲକ୍ଷ୍ୟ ପୂରଣ କରିବା ଦିଗରେ ଦୃଷ୍ଟିହୀନ ଦିବ୍ୟାଙ୍ଗଜନଙ୍କ ପାଇଁ ବ୍ୟବହାର ଉପଯୋଗୀ ବୈଶିଷ୍ଟ୍ୟଗୁଡିକର ଉପଲବଧତା

 

 

 

ଆଣ୍ଡ୍ରଏଡ୍ ମୋବାଇଲ୍ ଫୋନ୍‌ରେ ଗୁଗଲ୍ ପ୍ଲେ ଷ୍ଟୋରର ଲିଙ୍କ୍‌ରୁ ଏହି ଆପ୍ଲିକେସନ୍ ଡାଉନଲୋଡ୍ କରାଯାଇପାରିବ ।

 

https://play.google.com/store/apps/details?id=in.gov.calendar

 

 

 

ଆଇଇଓଏସ୍ ମୋବାଇଲ୍ ଫୋନ୍‌ରୁ ମଧ୍ୟ ଏହି ଆପ୍ ନିମ୍ନଲିଖିତ ଲିଙ୍କ୍‌ରୁ ଡାଉନଲୋଡ୍ କରାଯାଇପାରିବ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech